E-Paper
  • logo
  • Sunday 5th April 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଭାରତୀୟ ଦଳରୁ ବାଦ୍‌ ପଡ଼ିବେ କେଉଁ ଖେଳାଳି? କୋହଲି ଦେଲେ ପରିବର୍ତ୍ତନ ନେଇ ବଡ଼ ସଙ୍କେତ
4:41 pmJune 24, 2021

ସାଉଥାମ୍ପଟନ,୨୪।୬: ନ୍ୟୁଜିଲାଣ୍ଡଠାରୁ ୮ ଉଇକେଟରେ ପରାସ୍ତ ହେବା ପରେ ଭାରତୀୟ ଅଧିନାୟକ ବିରାଟ କୋହଳି ଟେଷ୍ଟ ଦଳରେ ପରିବର୍ତ୍ତନ ନେଇ ସଙ୍କେତ ଦେଇଛନ୍ତି। ଦଳର ପ୍ରଦର୍ଶନର ସମୀକ୍ଷା ପରେ ସଠିକ୍‌ ଲୋକଙ୍କୁ ଅଣାଯିବ। ସେମାନେ ଭଲ ପଦର୍ଶନ ସହ ମାନସିକତା ମଧ୍ୟ ରଖିଥିବେ।

କୋହଲି କହିଛନ୍ତି, ଆମେ ଏକ ବର୍ଷ ପର୍ଯ୍ୟନ୍ତ ଅପେକ୍ଷା କରିବୁ ନାହିଁ। ଆମର ସୀମିତ ଓଭର ଦଳକୁ ଦେଖିଲେ ଗଭୀରତା ଜଣାପଡ଼ିବ। କାରଣ ଖେଳାଳିମାନେ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ଅଛନ୍ତି। ଟେଷ୍ଟ କ୍ରିକେଟରେ ମଧ୍ୟ ତାହା ଆବଶ୍ୟକ। ଆମକୁ ପୁଣିଥରେ ସମୀକ୍ଷା ଏବଂ ଯୋଜନା କରିବାକୁ ହେବ। ଦଳପାଇଁ କ’ଣ ପ୍ରଭାବଶାଳୀ ରହିବ ଏବଂ କିଭଳି ନିର୍ଭୟରେ ଖେଳିବା ସେ ନେଇ ମଧ୍ୟ ସମୀକ୍ଷା ହେବ।

ଏହାଛଡ଼ା ଖେଳରେ ଆମର ପ୍ରଦର୍ଶନକୁ ଲଗାତାର ଭାବରେ ଉନ୍ନତ କରିବା ଜରୁରୀ। ଲଗାତାର ଅନେକ ବର୍ଷ ଧରି ଏକ ନମ୍ବର ଦଳ ଥାଆନ୍ତି ତେବେ ହଠାତ ଆପଣଙ୍କ ସ୍ତର ତଳକୁ ଖସିବା ଠିକ୍‌ ନୁହେଁ। ଏହା ଉପରେ ଆଲୋଚନା ପରେ ନିଷ୍ପତ୍ତି ନିଆଯିବ ବୋଲି ସେ ମଧ୍ୟ କହିଛନ୍ତି।

ପ୍ରକାଶ ଯେ, ସିନିୟର ବ୍ୟାଟ୍ସମ୍ୟାନ୍‌ ଚେତେଶ୍ୱର ପୂଜାରା ଫାଇନାଲର ପ୍ରଥମ ସେସନରେ ୫୪ ବଲରେ ୮ ରନ୍‌ କରିଥିବା ବେଳେ ପ୍ରଥମ ରନ୍‌ ପାଇଁ ୩୫ ବଲ୍‌ ଖେଲିଥିଲେ। ସେହିଭଳି ଦ୍ୱିତୀୟ ପାଳିରେ ୮୦ ବଲ୍‌ରେ ୧୫ ରନ୍‌ କରିଥିଲେ। ଏବେ କୋହଲିଙ୍କ ପ୍ରତିକ୍ରିୟା ପରେ କିଛି ବରିଷ୍ଠ ଖେଳାଳିଙ୍କୁ ସମୟ ଦିଆଯିବ ଏବଂ ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ଭଲ ପ୍ରଦର୍ଶନ କରି ନିଜ ସ୍ଥାନ ବଞ୍ଚାଇପାରିବେ ବୋଲି କୁହାଯାଉଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଅଭ୍ୟାସ ପାଇଁ ସମୟ ନ ଥିବାରୁ ଚିନ୍ତିତ ନୁହେଁ : କୋହଲି

ମୁମ୍ବାଇ,୨।୬ : ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଖେଳାଯିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ। ଏଥି ପୂର୍ବରୁ ଅଭ୍ୟାସ...

ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍‌!

ଇସଲମାବାଦ,୨।୬: ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ପ୍ରଶଂସକଙ୍କ ପାଇଁ ବହୁତ ଖୁସି ଖବର ଅଛି । ପାକିସ୍ତାନୀ ଗଣମାଧ୍ୟମ ଅନୁଯାୟୀ ବାବର ଆଜମ ଏଥିରେ ନିୟୋଜିତ...

ଶେଫାଳିଙ୍କ ବିରଳ କୃତିତ୍ୱ

ବ୍ରିଷ୍ଟଲ, ୧୯।୬-ଏଠାରେ ଚାଲିଥିବା ଏକମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଭାରତୀୟ ଦଳ ସଂଘର୍ଷ କରୁଥିଲେ ହେଁ ବ୍ୟକ୍ତିଗତ ଭାବେ ଶେଫାଳି ବର୍ମା ଚମତ୍କାର ପ୍ରଦର୍ଶନ ଅବ୍ୟାହତ...

ମିଲ୍‌ଖାଙ୍କ ନାମରେ ଚେୟାର

ଚଣ୍ଡିଗଡ଼, ୨୦ା୬ (ପି.ଟି.)-ପଟିଆଲାସ୍ଥିତ ସ୍ପୋଟର୍‌ସ ୟୁନିଭର୍ସିଟିରେ ମିଲ୍‌ଖା ସିଂଙ୍କ ନାମରେ ଏକ ଚେୟାର ପ୍ରତିଷ୍ଠା କରାଯିବ। ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଶନିବାର ଏହା ଘୋଷଣା...

ଆଇସିୟୁରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍‌ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ...

୨୮ ବଲ୍‌ରୁ ବିସ୍ଫୋରକ ଶତକ ମାରି ଇତିହାସ ରଚିଲେ ଏହି କ୍ରିକେଟର୍‌

କ୍ରିକେଟରେ ପ୍ରାୟତଃ ଅନେକ ବିସ୍ଫୋରକ ଇନିଂସ ଦେଖିବାକୁ ମିଳିଥାଏ, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ୟୁରୋପୀୟ ଟି-୧୦ କ୍ରିକେଟ ଲିଗରେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଏଭଳି ଏକ...

ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ପାକିସ୍ତାନ ଅଧିନାୟକ: ଜାଣନ୍ତୁ କିଏ ହେବେ ତାଙ୍କ ଜୀବନସାଥୀ

ଲାହୋର,୧।୬: ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ପାକିସ୍ତାନ କ୍ରିକେଟ ଟିମ୍‌ର ଅଧିନାୟକ ବାବର ଆଜମ। ଏବେ ଦମ୍‌ଦାର ଫର୍ମରେ ଥିବା ବାବର ନୂଆ ଇନିଂସ...

ଜାଡେଜାଙ୍କ ପାଇଁ ଖୁସି ଖବର

ଦୁବାଇ,୨୩।୬: ଭାରତୀୟ ଖେଳାଳି ରବୀନ୍ଦ୍ର ଜାଡେଜାଙ୍କୁ ବୁଧବାର ମିଳିଛି ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଅଲରାଉଣ୍ଡର ମାନ୍ୟତା। ପୂର୍ବରୁ ଏହି ତାଲିକାରେ ଶୀର୍ଷରେ ଥିଲେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ନିର୍ଭୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
Next Post Next post:
ଦୁଗ୍ଧ ଚାଷୀଙ୍କୁ ମିଳିବ ୬୦୦୦ ଟଙ୍କା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts