E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଦୁଗ୍ଧ ଚାଷୀଙ୍କୁ ମିଳିବ ୬୦୦୦ ଟଙ୍କା
6:35 pmJune 24, 2021

ଭୁବନେଶ୍ୱର,୨୪।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓମ୍‌ଫେଡ୍‌ ଦୁଗ୍ଧ ଚାଷୀଙ୍କ ପାଇଁ ଗୁରୁବାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି । ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ବାବଦକୁ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ରାଜ କୋଷରୁ ୧୧ କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍ଧ ଚାଷୀ ଉପକୃତ ହେବେ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।

କୋଭିଡ ମହାମାରୀ ଓଡ଼ିଶା ସମେତ ବିଶ୍ବରେ ଅର୍ଥନୀତି ଉପରେ ପ୍ରଭାବ ପକାଇଛି । ପ୍ରାୟ ସମସ୍ତ କ୍ଷେତ୍ରରେ ମାନ୍ଦା ଅବସ୍ଥା ରହିଥିବା ବେଳେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ଅର୍ଥନୀତିକୁ ଶକ୍ତି ଯୋଗାଇଛି । ଲକ୍‌ଡାଉନ ଏବଂ ସଟ୍‌ଡାଉନ ସମୟରେ ଚାଷୀମାନେ ସାହସର ସହ ଉତ୍ପାଦନ କାର୍ଯ୍ୟ ଜାରି ରଖିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ

କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍‌ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର...

କୋରାପୁଟ ଏମ୍‌ପି ଛତିଶଗଡ଼ ଇନ୍‌ଚାର୍ଜ

ଭୁବନେଶ୍ୱର,୩।୬: କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କୁ ଛତିଶଗଡ଼  ଦାୟିତ୍ୱ ଦେଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଏପରିକି ତାଙ୍କୁ ରାଷ୍ଟ୍ରୀୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି।...

ସ୍ବାମୀଙ୍କୁ ଛାଡ଼ି ଥାନାରେ ପ୍ରେମିକଙ୍କୁ ବିବାହ

ହିନ୍ଦୋଳ,୩।୬: ବିବାହିତା ଥିଲେ। ହସଖୁସିର ପରିବାର ଥିଲା। ତଥାପି ଆଉ ଜଣଙ୍କୁ ମନ ଦେଇଥିଲେ ମହିଳା। ସ୍ବାମୀଙ୍କୁ ଛାଡ଼ି ୧୫ ଦିନ ତଳେ ପ୍ରେମିକଙ୍କ ସହ...

ସବୁଜ ବଳୟ ଉଜାଡ଼ି ବିପର୍ଯ୍ୟୟକୁ ସାମ୍ନା

ଭୁବନେଶ୍ୱର,୧ା୬(ବ୍ୟୁରୋ): ବିକାଶ ନଁାରେ ରାଜ୍ୟରେ ବୃକ୍ଷସମ୍ପଦକୁ କାଟି ପଦା କରି ଦିଆଯାଉଛି। ଫଳରେ ପରିବେଶ ସନ୍ତୁଳନ ବିଗିଡ଼ିବା ସହ ଜଳବାୟୁର ପ୍ରତିକୂଳ ପରିସ୍ଥିତି ଭୋଗିବାକୁ ପଡୁଛି।...

ଆଜିଠୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ ଆରମ୍ଭ ହେବ। ପୂର୍ବରୁ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବାବେଳେ ଏହା ଦୁଇଗୁଣ...

ବିଦେଶରେ ମୟୂରଭଞ୍ଜ ଛତୁ

ବାରିପଦା ଅଫିସ,୧୧।୬-ରାଜ୍ୟ ତଥା ବିଦେଶକୁ ଏବେ ରପ୍ତାନୀ ହେଉଛି ‘ମୟୂରଭଞ୍ଜ ମସୃମ’। ଜିଲା ତଥା ରାଜ୍ୟ ବାହାରେ ଛତୁ ଓ ମଞ୍ଜିର ବେଶ୍‌ ଚାହିଦା ରହଛି।...

ଆଜି ରାଜ୍ୟରୁ ୭୦୦୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ କମିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୭,୦୦୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ...

ପୁରୁଣା ଚେର

ଭୁବନେଶ୍ୱର,୧୫।୬(ବ୍ୟୁରୋ):  ଓଡ଼ିଶାରେ ନକଲି ଔଷଧର କାରବାର ବହୁ ପୁରୁଣା। ୨୦୦୭ ଜୁଲାଇ ୨୦ରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ନକଲି ଔଷଧ କାରଖାନା ଠାବ ହୋଇଥିଲା।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାରତୀୟ ଦଳରୁ ବାଦ୍‌ ପଡ଼ିବେ କେଉଁ ଖେଳାଳି? କୋହଲି ଦେଲେ ପରିବର୍ତ୍ତନ ନେଇ ବଡ଼ ସଙ୍କେତ
Next Post Next post:
ପନ୍ତଙ୍କୁ ସମାଲୋଚନା କଲେ ପୂର୍ବତନ ଖେଳାଳି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts