E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

କୋଭିଡ୍‌ ନିୟମ ଭାଙ୍ଗିବାରୁ ବାଦ୍‌ ପଡ଼ିଲେ ଜାତୀୟ ଦଳରୁ
7:17 pmJune 24, 2021

ଆବୁଧାବି,୨୪।୬: ଚଳିତ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌)ର ବାୟୋ ବବଲ ପ୍ରୋଟୋକଲ ଭାଙ୍ଗି ବାହାର ଲୋକଙ୍କୁ ଭେଟିଥିବା ଏବଂ ସାଧାରଣ ଦୂରତା ନିୟମ ମାନି ନ ଥିବା ସ୍ବୀକାର କରିଛନ୍ତି ହାଇଦର ଅଲି ଓ ଉମିଦ ଅସିଫ। ଏଥି ଯୋଗୁ ଦୁଇ ଖେଳାଳିଙ୍କୁ ପିଏସ୍‌ଏଲ-୬ର ଫାଇନାଲ ଓ ଇଂଲଣ୍ଡ ଗସ୍ତରୁ ବାଦ୍‌ ଦିଆଯାଇଛି।

ପିସିବି ପକ୍ଷରୁ ଜାରି କରାଯାଇଥିବା ବିବୃତିରେ କୁହାଯାଇଛି, ଏହି ଘଟଣା ବୁଧବାର ଘଟିଥିଲା। ସେମାନଙ୍କୁ ଦଳର ଅନ୍ୟ ଖେଳାଳିଙ୍କ ଠାରୁ ଦୂରେଇ ରଖାଯାଇଛି। ଏହି କାରଣରୁ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ କରିବାକୁ ଥିବା ପାକିସ୍ତାନ ଦଳରୁ ଓହରି ଯାଇଛନ୍ତି ହାଇଦର ଅଲି। ତାଙ୍କ ବଦଳରେ ଚଳିତ ପିଏସ୍‌ଏଲରେ ଭଲ ଫର୍ମରେ ଥିବା ସୋହେବ ମାକସୁଦ ଜାତୀୟ ଦଳ ସହ ଗସ୍ତ କରିବେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ସ୍ବତନ୍ତ୍ର ଦିନକୁ ସ୍ମରଣୀୟ କରିପାରିଲେ ନାହିଁ ବିରାଟ କୋହଲି: ଆଇପିଏଲ୍‌ ସାଥୀ ଖେଳାଳି କରିଦେଲେ ଫିକା

ସାଉଥମ୍ପଟନ,୨୦।୬: ଭାରତୀୟ ଅଧିନାୟକ ବିରାଟ କୋହଲି ଆଜି ତାଙ୍କ ଟେଷ୍ଟ କ୍ୟାରିୟରର ୧୦ ବର୍ଷ ପୂରଣ କରିଛନ୍ତି। ଆଜି ତାଙ୍କ ପାଇଁ ଏକ ସ୍ବତନ୍ତ୍ର ଦିନ।...

ୟୁରୋକପ୍‌ ଫୁଟ୍‌ବଲ ଉଦ୍‌ଘାଟିତ

ରୋମ୍‌,୧୩।୬(ଏପି): କୋଭିଡ୍‌-୧୯ ସାରା ବିଶ୍ୱକୁ ପ୍ରଭାବିତ କରିବା ପରେ ପ୍ରଥମଥର ପାଇଁ କୌଣସି ବୃହତ୍‌ ସ୍ପୋଟର୍‌ସ ଇଭେଣ୍ଟ ଆରମ୍ଭ ହୋଇଛି। ୟୁରୋପ ମହାଦେଶର ସର୍ବବୃହତ୍‌ ଫୁଟ୍‌ବଲ...

୧୦୪ ଦିନିଆ ଇଂଲଣ୍ଡ ଗସ୍ତରେ ବାହାରିଲା ଭାରତୀୟ ଦଳ

ମୁମ୍ବାଇ,୩।୬: ଭାରତୀୟ ପୁରୁଷ କ୍ରିକେଟ ଦଳ ୧୦୪ ଦିନିଆ ଇଂଲଣ୍ଡ ଗସ୍ତରେ ଗୁରୁବାର ବାହାରିଛି। ଉଭୟ ମହିିଳା ଏବଂ ପୁରୁଷ ଦଳ ଏକ ଗସ୍ତରେ ଯାଇଛନ୍ତି।...

ବିରାଟ କୋହଲିଙ୍କ ଏହି କାମ ଦେଖି ଅନୁଷ୍କାଙ୍କ ଆଖିରେ ଆସିଯାଇଥିଲା ଲୁହ

ଲଣ୍ଡନ,୧୬।୬: ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ପାଇଁ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଆଜିକାଲି ଇଂଲଣ୍ଡରେ ଅଛନ୍ତି। ଚାରି ମାସର...

ପନ୍ତଙ୍କୁ ସମାଲୋଚନା କଲେ ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ରିଜର୍ଭ ଡେ’ରେ ସେଟ୍‌ ହୋଇସାରିଥିବା ରିଷଭ ପନ୍ତ ନ୍ୟୁଜିଲାଣ୍ଡ ପେସର ଟ୍ରେଣ୍ଟ ବୋଲ୍ଟଙ୍କୁ ଷ୍ଟେପ ଆଉଟ୍‌ କରି ବଡ଼...

ଓଡ଼ିଶାରୁ ବୀରେନ୍ଦ୍ର, ଅମିତ ସାମିଲ

ଭୁବନେଶ୍ୱର, ୧୯।୬(କ୍ରୀଡ଼ା ପ୍ରତିନିଧି): ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ଶୁକ୍ରବାର ଭାରତୀୟ ପୁରୁଷ ହକି ଦଳ ଘୋଷିତ ହୋଇଛି।...

ୟୁରୋ କପ୍‌ରେ ଅଘଟଣ: ଖେଳାଳି ବେହୋସ୍‌

କୋପେନହେଗେନ,୧୩।୬(ଏପି): ୟୁରୋପିଆନ ଫୁଟ୍‌ବଲ ଚାମ୍ପିୟନଶିପ୍‌ରେ ଶନିବାର ଅଘଟଣ ଦେଖିବାକୁ ମିଳିଛି। ଫିନ୍‌ଲାଣ୍ଡ ବିପକ୍ଷ ମ୍ୟାଚ ଖେଳାଯାଉଥିବାବେଳେ ଡେନମାର୍କ ମିଡ୍‌ଫିଲ୍ଡର ଖ୍ରିଷ୍ଟିଆନ ଏରିକ୍ସନ ହଠାତ୍‌ ବେହୋସ ହୋଇ...

ଡବ୍ଲୁଟିସି ଫାଇନାଲ ଡ୍ର’ ରହିଲେ ଭାରତ ସହିବ କ୍ଷତି, ନ୍ୟୁଜିଲାଣ୍ଡର ହେବ ଲାଭ: ଜାଣନ୍ତୁ କେମିତି

ସାଉଥାମ୍ପଟନ୍‌,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି)ର ଫାଇନାଲ ପାଇଁ ପ୍ରଶଂସକମାନେ ଦୀର୍ଘ ସମୟ ଅପେକ୍ଷା କରିଥିଲେ। ଏହି ମ୍ୟାଚ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆହୁରି ୩ ଦିନ ବର୍ଷା
Next Post Next post:
୨ ମାସରେ ୧୬ ଜଣଙ୍କୁ ମାରିଲାଣି ଦନ୍ତା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts