E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଡୋଭାଲଙ୍କ ଟାର୍ଗେଟରେ ପାକିସ୍ତାନର ୨ ଆତଙ୍କବାଦୀ ସଂଗଠନ
10:22 pmJune 24, 2021

ନୂଆଦିଲ୍ଲୀ,୨୪।୬: ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଇବା ଏବଂ ଜୈଶ-ଇ-ମହମ୍ମଦ(ଜେଇଏମ୍‌) ଉପରେ କାର୍ଯ୍ୟାନୁଷ୍ଠାନ ଲାଗି ସାଙ୍ଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ଯୋଜନା ପ୍ରସ୍ତୁତ କରିବାକୁ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ୍‌ ଡୋଭାଲ ଚାପ ପକାଉଛନ୍ତି। ଆତଙ୍କବାଦୀ ଆକ୍ରମଣର ଅପରାଧୀମାନଙ୍କୁ ତୁରନ୍ତ ଆଇନର କାଠଗଡ଼ାକୁ ଆଣିବା ପାଇଁ ସେ ଆହ୍ବାନ ଦେଇଛନ୍ତି। ଡୋଭଲ ବୁଧବାର ତାଜିକିସ୍ତାନ ରାଜଧାନୀ ଡୁଶାନ୍‌ବେରେ ଏସ୍‌ସିଓର ଶୀର୍ଷ ସୁରକ୍ଷା ଅଧିକାରୀଙ୍କୁ ସାକ୍ଷାତ୍‌ କରିବା ଅବସରରେ ଜାତିସଂଘ ସଂକଳ୍ପକୁ ସମ୍ପୂର୍ଣ୍ଣ କାର୍ଯ୍ୟକାରୀ କରିବା ଓ ଆତଙ୍କବାଦୀ ସଂଗଠନଗୁଡ଼ିକ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ଆହ୍ବାନ ଦେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ହସ୍ପିଟାଲରେ ବ୍ୟକ୍ତିଙ୍କୁ ଜାଳି ଦେଲେ

ଭୋପାଳ, ୧୧।୬: ଆକ୍ରମଣରେ ଆହତ ହୋଇ ଚିକିତ୍ସିତ ହେଉଥିବା ଜଣେ ବ୍ୟକ୍ତିଙ୍କୁ ମଧ୍ୟ ପ୍ରଦେଶର ସାଗର ଜିଲା ହସ୍ପିଟାଲରେ ଜାଳି ଦିଆଯାଇଛି। ସମ୍ପୂର୍ଣ୍ଣ ଘଟଣା କଏଦ...

୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ପାଇଁ ଦିଲ୍ଲୀରେ ଆଧୁନିକ ବଙ୍ଗଳା: ମାସକୁ ଭଡ଼ା ୫ ହଜାରରୁ କମ୍‌…

ନୂଆଦିଲ୍ଲୀ,୮।୬: ଦେଶର ୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ରାଜଧାନୀ ଦିଲ୍ଲୀର ଲୁଟିୟେନ୍ସ୍‌ ଜୋନ୍‌ରେ ଆଧୁନିକ ବଙ୍ଗଳା ଯୋଗାଇ ଦିଆଯାଇଛି।...

ଭାକ୍ସିନ୍‌ ନେଲେ ମିଳୁଛି ଫ୍ରିଜ୍‌ ସହିତ ଅନ୍ୟ ଦାମିକା ଉପହାର…

ଇନ୍ଦୋର,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶର ସ୍ବଚ୍ଛ ସହର ତାଲିକାରେ ଶୀର୍ଷରେ...

ଅପଚୟ କଲେ କମ୍‌ ମିଳିବ

ନୂଆଦିଲ୍ଲୀ,୯ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟଗୁଡ଼ିକୁ ସାବାଳକଙ୍କ ପାଇଁ ମାଗଣାରେ ଟିକା ଦିଆଯିବ ବୋଲି ଘୋଷଣା କରିବାର ଦିନକ ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ...

ୟୁପିରେ ଲଗାଣ ବର୍ଷା ସାମ୍ନାକୁ ଆଣିଲା ଆଉ ଏକ କବରସ୍ଥାନ

ଲକ୍ଷ୍ନୌ, ୨୪।୬: ମୌସୁମୀ ବର୍ଷା ଯୋଗୁ ବୃଦ୍ଧିପାଇଛି ଗଙ୍ଗାନଦୀର ଜଳସ୍ତର। ଏଥି ଯୋଗୁ ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ପ୍ରୟାଗରାଜରେ ଲୁକାୟତ ଥିବା ଆଉ ଏକ କବରସ୍ଥାନ।...

ଶୁଭେନ୍ଦୁଙ୍କ ବିରୋଧରେ ଚୋରି ଅଭିଯୋଗ…

କୋଲକାତା,୬।୬: ପଶ୍ଚିମବଙ୍ଗ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏବଂ ତାଙ୍କ ଭାଇ ସୌମେନ୍ଦୁ ଅଧିକାରୀଙ୍କ ବିରୋଧରେ ଚୋରି ଅଭିଯୋଗ ହୋଇଛି। ସେମାନେ ସ୍ଥାନୀୟ କାଣ୍ଠି ମ୍ୟୁନିସିପାଲିଟି...

ମୋଦିଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦେଇଥିବା ଦିଲ୍ଲୀ ଖଜୁରୀଖସ୍‌ ଅଞ୍ଚଳର ଜଣେ ୨୨ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। ଜାମିନରେ ଆସିଥିବା...

ଦିବାଲୋକରେ ଭାଜପା ନେତ୍ରୀଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ

ବେଙ୍ଗାଲୁରୁ,୨୪।୬: କର୍ନାଟକରେ ଶାସନ କରୁଥିବା ଭାଜପାର ନେତ୍ରୀ ତଥା ଦୁଇ ଥର ବୃହତ୍‌ ବେଙ୍ଗାଲୁରୁ ମହାନଗର ପାଳିକା (ବିବିଏମ୍‌ପି) କର୍ପୋରେଟର ରେଖା କାଦିରେଶଙ୍କୁ ହତ୍ୟା କରାଯାଇଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୦ ମାସ ହେଲା ପଜିଟିଭ ଆସୁଛି କୋଭିଡ୍‌ ରିପୋର୍ଟ
Next Post Next post:
ପୁଣି ରାଜ୍ୟ ହେବ ଜମ୍ମୁ-କଶ୍ମୀର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts