କୋଲକାତା,୨୪।୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ର ଉପଯୁକ୍ତ ଅନୁମୋଦନ ବିନା କେନ୍ଦ୍ର ସରକାର କୋଭାକ୍ସିନ୍ ଟିକାକୁ ବ୍ୟବହାରିକ ମଞ୍ଜୁରୀ ଦେଇଥିବାରୁ ଜନସାଧାରଣ ଅସୁବିଧାର ସମ୍ମୁଖୀନ ହୋଇଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି। ଏଥିସହିତ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ସ୍ବଦେଶୀ ଟିକାର ଡବ୍ଲ୍ୟୁଏଚ୍ଓ ମଞ୍ଜୁରୀ ଲାଗି ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି। କୋଭାକ୍ସିନକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅନୁମତି ଦେଇ ନ ଥିବାରୁ ଏହି ଟିକା ନେଇଥିବା ଲୋକେ ବିଦେଶ ଯିବାରେ ଅସୁବିଧା ହେଉଛି। ଟିକାକରଣ ଅଭିଯାନ ଆରମ୍ଭରୁ କୋଭାକ୍ସିନ ଓ କୋଭିଶିଲ୍ଡ ଟିକା ସବୁ ରାଜ୍ୟ ଓ ଘରୋଇ ହସ୍ପିଟାଲଗୁଡ଼ିକୁ ଯୋଗାଇ ଦିଆଯାଉଛି। ଉଚ୍ଚଶିକ୍ଷା ପାଇଁ ସାରା ଦେଶରୁ ଛାତ୍ରୀଛାତ୍ର ପ୍ରତିବର୍ଷ ବିଦେଶ ଯାଇଥାନ୍ତି। ଅଧିକାଂଶ ଛାତ୍ରୀଛାତ୍ର କୋଭାକ୍ସିନ୍ ନେଇଥିବାର ସେମାନଙ୍କ ଟିକା ପ୍ରମାଣପତ୍ରକୁ ବିଦେଶରେ ଗ୍ରହଣ କରାଯାଉନାହିଁ ବୋଲି ମମତା ଉଲ୍ଲେଖ କରିଛନ୍ତି।
ସିଂଘଓ୍ବି ରାମଦେବ ମୁହାଁମୁହିଁ
ନୂଆଦିଲ୍ଲୀ,୨୧।୬: ସାରା ବିଶ୍ୱରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଭାରତର ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍ ନିୟମକୁ ନଜରରେ ରଖାଯାଇ ଯୋଗ ଦିବସ...
ଟିକଟ କନଫର୍ମ, ନିର୍ବାଚନ ପାଇଁ ପ୍ରସ୍ତୁତି କର: ୫୦ ନେତାଙ୍କୁ ଫୋନ୍ କଲେ ପ୍ରିୟଙ୍କା…
ନୂଆଦିଲ୍ଲୀ,୨୧।୬: ଉତ୍ତର ପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କଂଗ୍ରେସ ପକ୍ଷରୁ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା...
ସମସ୍ତ କରୋନା ମୃତକଙ୍କୁ କରାଯିବ ଚିହ୍ନଟ: କେନ୍ଦ୍ର ସରକାର …
ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣରେ ଆକ୍ରାନ୍ତ ଯୋଗୁ ଘଟିଥିବା ସମସ୍ତ ମୃତକଙ୍କୁ ଚିହ୍ନଟ କରାଯିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍କୋର୍ଟରେ ଦାଖଲ ହୋଇଥିବା ୧୮୩...
ଘରର ପୁଅ ଘରକୁ ଫେରିଲେ: ମମତା
କୋଲକାତା,୧୧।୬: ପଶ୍ଚିମବଙ୍ଗରେ ନିର୍ବାଚନ ହାରିବା ପରେ ଭାଜପାକୁ ପୁଣି ଥରେ ଏକ ବଡ଼ ଝଟ୍କା ଲାଗିଛି। ଭାଜପାର ବରିଷ୍ଠ ନେତା ମୁକୁଲ ରୟ ପୁଅ ଶୁଭ୍ରାଂଶୁଙ୍କ...
ଖୁସି ଖବର: ଭାକ୍ସିନ୍ ମିକ୍ସିଂରେ ପରାଜିତ ହେବ କରୋନା…
ନୂଆଦିଲ୍ଲୀ,୧୨।୬: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ...
ନାଇଜେରିଆରେ ଟୁଇଟରର ଜାଗା ନେବ ‘କୁ’
ନୂଆଦିଲ୍ଲୀ,୫।୬: ଆଫ୍ରିକୀୟ ଦେଶ ନାଇଜେରିଆ ଶୁକ୍ରବାର ଟୁଇଟରକୁ ବନ୍ଦ କରିଦେବା ପରେ ଭାରତୀୟ ସୋସିଆଲ ନେଟ୍ଓ୍ବର୍କିଂ କମ୍ପାନୀ ‘କୁ’ ଏବେ ସେଠାରେ ପ୍ରବେଶ ଲାଗି ବିଚାର...
ଟୁଇଟର-କେନ୍ଦ୍ର ଶୀତଳଯୁଦ୍ଧ
ନୂଆଦିଲ୍ଲୀ,୬।୬: ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ବେଳେ କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଲାଟ୍ଫର୍ମ ଟୁଇଟର ମଧ୍ୟରେ ଆରମ୍ଭ ହୋଇଥିବା...
ଖସୁଛି କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍
ନୂଆଦିଲ୍ଲୀ,୧୧।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...


