E-Paper
  • logo
  • Friday 29th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inବାଣିଜ୍ୟ

ଜୁନ୍‌ରେ ବଢ଼ିଲାଣି ୧୩ଥର ପେଟ୍ରୋଲ ୨୬, ଡିଜେଲ ୮ ପଇସା ବୃଦ୍ଧି
9:27 amJune 25, 2021June 27, 2021

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫।୬ଦିନକର ବିରତି ପରେ ପୁଣି ଥରେ ତୈଳ ଦରରେ ପରିବର୍ତ୍ତନ ହୋଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍‌ (ଆଇଓସିଏଲ୍‌) ର ସୂଚନା ଅନୁସାରେ ଗୁରୁବାର ଭୁବନେଶ୍ୱରରେ ପେଟ୍ରୋଲ ଉପରେ ୨୬ ପଇସା ଏବଂ ଡିଜେଲରେ ୮ ପଇସା ବୃଦ୍ଧି ପାଇଛି। ଫଳରେ ଏଠାରେ ପେଟ୍ରୋଲ ଲିଟର ପିଛା ୯୮.୫୩ ଟଙ୍କା ଏବଂ ଡିଜେଲ ୯୬.୨୩ ଟଙ୍କାରେ ବିକ୍ରି ହେଉଛି। ଜୁନ୍‌ରେ ଅଦ୍ୟାବଧି ତେଲ ଦର ୧୩ ଥର ପରିବର୍ତ୍ତନ ହେବା ସହ ପେଟ୍ରୋଲ ଉପରେ ୩.୩୧ ଟଙ୍କା ଏବଂ ଡିଜେଲରେ ୩.୨୦ ଟଙ୍କା ବୃଦ୍ଧି ଘଟିଲାଣି। ଏପରିକି ଗତ ୫୨ ଦିନ ମଧ୍ୟରେ ପେଟ୍ରୋଲ ଲିଟର ପିଛା ୭.୪୧ ଟଙ୍କା ଏବଂ ଡିଜେଲ ୮.୨୫ ଟଙ୍କା ବଢିଥିବା ଉତ୍କଳ ପେଟ୍ରୋଲିୟମ ଡିଲର ଆସୋସିଏଶନ ପକ୍ଷରୁ ସୂଚନା ଦିଆଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inବାଣିଜ୍ୟ View All

ଭର୍ଚୁଆଲ କରେନ୍ସି ବିଟ୍‌କଏନ ଏବେ ଏଲ୍‌ ସାଲଭେଡରରେ ହେବ ଲାଗୁ…

ସାନ୍‌ ସାଲଭେଡର, ୯।୬: ସେଣ୍ଟ୍ରାଲ ଆମେରିକାର ଦେଶ ଏଲ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍‌କଏନ ବୈଧ କରିବାକୁ ଯୋଜନା ହୋଇଛି। ପୂର୍ବରୁ ରାଷ୍ଟ୍ରପତି ନାଏବ ବୁକେଲେ...

ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୨ ଗୁଣ ବଢ଼ିଲା

ନୂଆଦିଲ୍ଲୀ,୧୭।୬: ଚଳିତ ଆର୍ଥତ୍କ ବର୍ଷ ଅଦ୍ୟାବଧି ପ୍ରତ୍ୟକ୍ଷ ଟିକସ ସଂଗ୍ରହ ବେଶ୍‌ ଉନ୍ନତ ରହିଛି। ଆୟକର ବିଭାଗ ସୂଚନା ମୁତାବକ, ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୨...

ଏନ୍‌ଟିପିସି ଭାରତର ଶ୍ରେଷ୍ଠ ନିଯୁକ୍ତିଦାତା

ଭୁବନେଶ୍ୱର: ଦେଶର ଅଗ୍ରଣୀ ନବରତ୍ନ କମ୍ପାନୀ ନ୍ୟାଶନାଲ ଥର୍ମାଲ ପାୱାର କର୍ପୋରେଶନ(ଏନ୍‌ଟିପିସି)କୁ ପ୍ରଥମ ଥର ପାଇଁ ୨୦୨୧-ରାଷ୍ଟ୍ର ନିର୍ମାତାଙ୍କ ମଧ୍ୟରେ ସର୍ବଶ୍ରେଷ୍ଠ ନିଯୁକ୍ତିଦାତାର ସମ୍ମାନ ମିଳିଛି।...

ଜନମଙ୍ଗଳକାରୀ ଯୋଜନା ଲାଗି ଅର୍ଥ ସଞ୍ଚୟ କରୁଛୁ

ନୂଆଦିଲ୍ଲୀ: ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲ ଦର ଲଗାତର ବୃଦ୍ଧି ହୋଇ ରେକର୍ଡ ସ୍ତରରେ ରହିଛି। ତେଲ ଉପରେ ଉଚ୍ଚ ଟିକସକୁ ନେଇ ବିରୋଧୀ ଦଳଗୁଡିକ କେନ୍ଦ୍ର...

ପ୍ରଭାବିତ ହେବନି କୃଷି କ୍ଷେତ୍ର

ନୂଆଦିଲ୍ଲୀ: କରୋନା ଦ୍ୱିତୀୟ ଲହର ଯୋଗୁ ଦେଶର କୃଷି କ୍ଷେତ୍ର ଉପରେ କୌଣସି ପ୍ରତିକୂଳ ପ୍ରଭାବ ପଡିବ ନାହିଁ ବୋଲି ନୀତି ଆୟୋଗ ସଦସ୍ୟ ରମେଶ...

ରେଲଓ୍ବେକୁ ମିଳିବ ୫ ମେଗାହର୍ଜ ସ୍ପେକ୍ଟ୍ରମ

ନୂଆଦିଲ୍ଲୀ: ୭୦୦ ମେଗାହର୍ଜ ବ୍ୟାଣ୍ଡରେ ରେଲଓ୍ବେକୁ ୫ ମେଗାହର୍ଜ ସ୍ପେକ୍ଟ୍ରମ ପ୍ରଦାନ ସଂକ୍ରାନ୍ତ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ବୁଧବାର ମଞ୍ଜୁରୀ ପ୍ରଦାନ କରାଯାଇଛି। ଏଭଳି ପଦକ୍ଷେପ...

ସତର୍କ କଲା ଏସ୍‌ବିଆଇ: ଜୁନ୍‌ ୩୦ ମଧ୍ୟରେ କରି ନିଅନ୍ତୁ ଏହି କାମ; ନଚେତ…

ନୂଆଦିଲ୍ଲୀ,୨।୬: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ଗ୍ରାହକମାନଙ୍କୁ ଜୁନ୍‌ ୩୦ ସୁଦ୍ଧା ସେମାନଙ୍କର ପାନ୍‌-ଆଧାର ଲିଙ୍କ୍‌ କରିବାକୁ କହିଛି। ଏହାଦ୍ୱାରା ସେମାନେ ଭବିଷ୍ୟତରେ କୌଣସି ପ୍ରକାରର...

ଅର୍ଥ ବ୍ୟବସ୍ଥା ପାଇଁ ଆସିପାରେ ଅଧିକ ପଦକ୍ଷେପ

ନୂଆଦିଲ୍ଲୀ:  କରୋନା ମହାମାରୀ ଦ୍ୱିତୀୟ ଲହର ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ପୁଣି ଥରେ ପ୍ରୋତ୍ସାହିତ କରିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଜିଠୁ ଅଲାରନାଥଙ୍କ ଅନବସର ଦର୍ଶନ
Next Post Next post:
ଓ୍ବେବ୍‌ସାଇଟରେ ପ୍ରଭାବ ଏବଂ ପଇସା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts