E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

ଖୁସି ଖବର: ଆଜି ୩୦୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ
10:29 amJune 25, 2021

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୨୯୧୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୯୩,୫୦୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୬୭୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୨୩୭ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୦୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୮୨ ଏବଂ ଯାଜପୁରରୁ ୨୯୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧୧୯, ବାଲେଶ୍ୱର ୨୨୦, ବରଗଡ଼ ୩୧, ଭଦ୍ରକ ୧୩୬, ବଲାଙ୍ଗୀର ୧୨, ବୌଦ୍ଧ ୧୮, ଦେବଗଡ଼ ୪, ଢେଙ୍କାନାଳ ୪୨, ଗଜପତି ୧୩, ଗଞ୍ଜାମ ୧୮, ଜଗତସିଂହପୁର ୧୩୧, ଝାରସୁଗୁଡ଼ା ୧୪, କଳାହାଣ୍ଡି ୩୫, କନ୍ଧମାଳ ୩୬, କେନ୍ଦ୍ରାପଡ଼ା ୭୧, କେନ୍ଦୁଝର ୭୦, କୋରାପୁଟ ୫୪, ମାଲକାନଗିରି ୪୯, ମୟୂରଭଞ୍ଜ ୧୭୪, ନବରଙ୍ଗପୁର ୫୦, ନୟାଗଡ଼ ୧୪୦, ନୂଆପଡ଼ା ୮, ପୁରୀ ୧୬୧, ରାୟଗଡ଼ା ୫୨, ସମ୍ବଲପୁର ୩୦, ସୋନପୁରରୁ ୧୩ ଏବଂ ସୁନ୍ଦରଗଡ଼ରୁ ୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୬୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮,୯୩,୫୦୮ରେ ପହଞ୍ଚିଥିବା ବେଳେ ୮,୫୬,୪୯୮ ଜଣ ସୁସ୍ଥ ହୋଇଛନ୍ତି। ୩୩,୧୫୬ ଜଣ ଚିକିିତ୍ସିତ ହେଉଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ଆଉ ସପ୍ତାହେ ବଢ଼ିଲା ଲକ୍‌ଡାଉନ

ଚେନ୍ନାଇ,୫।୬: ତାମଲିନାଡୁରେ ଆଉ ସପ୍ତାହେ ବଢ଼ିଲା ଲକ୍‌ଡାଉନ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ ରାଜ୍ୟରେ କଟକଣା କୋହଳ କରିବା ସହ ଆଉ ସପ୍ତାହେ ଲକ୍‌ଡାଉନ ଅବଧିକୁ...

ବାତ୍ୟା କ୍ଷତିପୂରଣ ଅର୍ଥ ମିଳୁନି: ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଘେରିଲେ ଲୋକେ

ଖଇରା,୪ା୬(ଡି.ଏନ୍‌.ଏ.): ବାତ୍ୟା ‘ୟାସ୍‌’ କୁ ୧୦ଦିନ ବିତିଯାଇଥିଲେ ହେଁ ବାଲେଶ୍ବର ଜିଲା ଖଇରା ତହସିଲ ଅଧୀନ ଗଣ୍ଡିବେଡ଼ ତଥା ଅନ୍ୟାନ୍ୟ ରାଜସ୍ବ କ୍ଷେତ୍ର ଅଧୀନରେ ବନ୍ୟା...

ଦାୟିତ୍ୱ ଗ୍ରହଣ କଲେ ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ

ଭୁବନେଶ୍ୱର,୪ା୬(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଇନ୍ଦ୍ରମଣି ତ୍ରିପାଠୀ ଗୁରୁବାର ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।...

କରୋନାରେ ଡ୍ରିମ୍‌ଗର୍ଲ ଫେମ୍‌ ରିଙ୍କୁ ସିଂଙ୍କ ପରଲୋକ

ମୁମ୍ବାଇ,୪।୬: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍‌ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...

ସରକାର ଲୁଚାଉଛନ୍ତି କୋଭିଡ୍‌ ମୃତ୍ୟୁ ସଂଖ୍ୟା

କଟକ ଅଫିସ, ୧୯।୬: ରାଜ୍ୟରେ ବାସ୍ତବ ପକ୍ଷେ ଯେତିକି କୋଭିଡ୍‌ଜନିତ ମୃତ୍ୟୁ ଘଟୁଛି ସରକାର ତାହାକୁ ଦର୍ଶାଉ ନାହାନ୍ତି। ଏହି ମୃତ୍ୟୁସଂଖ୍ୟାକୁ ରାଜ୍ୟ ସରକାର ଲୁଚାଉଛନ୍ତି।...

କଟକରୁ ଲମ୍ବିଛି ନକଲି ଔଷଧର ଚେର

ଝାରସୁଗୁଡା ଅଫିସ୍‌,୧୩।୬: ହିମାଞ୍ଚଳ ପ୍ରଦେଶର ମ୍ୟାକ୍ସ ରିଲିଫ୍‌ ହେଲ୍‌ଥ କେୟାର କମ୍ପାନୀର ନକଲି ଔଷଧର ଚରେ କଟକରୁ ଲମ୍ବିଛି ଝାରସୁଗୁଡ଼ା। ଏହା ଜଣାପଡିବା ପରେ ଝାରସୁଗୁଡା...

ଅଧିକାଂଶ ଜିଲାରେ ଆଜିଠୁ ବର୍ଷା

ଭୁବନେଶ୍ୱର,୮।୬(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର...

ଭାରତୀୟ ଷ୍ଟ୍ରେନ୍‌କୁ ‘ଡେଲ୍ଟା’ ନାମ ଦେଲା ଡବ୍ଲ୍ୟୁଏଚ୍‌ଓ…

ଜେନେଭା/ନୂଆଦିଲ୍ଲୀ,୧।୬: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁର ଷ୍ଟ୍ରେନ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଗ୍ରୀକ୍‌ ଅକ୍ଷର ଡେଲ୍ଟଶ ଭାବେ ନାମକରଣ କରାଯାଇଛି। ଅକ୍ଟୋବର ୨୦୨୦ରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିଆର୍‌ପିଏଲ୍‌ ବିରୋଧରେ ଏନ୍‌ଜିଟି ମାମଲା: ଏସ୍‌ପିସିବିର ଲୋକଦେଖାଣିଆ ତଦନ୍ତ
Next Post Next post:
ଆଜି ଆଉ ୪୦ ଜୀବନ ନେଲା କରୋନା, ୩୮୦୦ ଟପିଲା ମୃତ୍ୟୁସଂଖ୍ୟା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts