E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ପଞ୍ଜାବରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟର ପ୍ରଥମ ମାମଲା: ମହାରାଷ୍ଟ୍ର-ମଧ୍ୟପ୍ରଦେଶର ଅନେକ ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍‌ ଘୋଷିତ
11:27 amJune 25, 2021

ଚଣ୍ଡିଗଡ଼/ମୁମ୍ବାଇ/ଭୋପାଳ,୨୫।୬: ଦେଶରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଧୀରେ ଧୀରେ ଏବେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଏବେ ବି ସଙ୍କଟ ଜାରି ରହିଛି। ଅନ୍ୟପଟେ ସମ୍ଭାବ୍ୟ ତୃତୀୟ ଲହର ଖୁବ୍‌ଶୀଘ୍ର ଆସିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଇତିମଧ୍ୟରେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଏବେ ସମସ୍ତଙ୍କ ଚିନ୍ତା ବଢ଼ାଇଛି। ପଞ୍ଜାବରେ କରୋନାର ଦ୍ୱିତୀୟ ଲହର ନିୟନ୍ତ୍ରଣକୁ ଆସିବା ପରେ ଏବେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଚିନ୍ତାର କାରଣ ପାଲଟିଛି। ରାଜ୍ୟରେ ଏହାର ପ୍ରଥମ ମାମଲା ସାମ୍ନାକୁ ଆସିଛି। ଏହାପରେ ଅନ୍ୟ ନମୁନାଗୁଡ଼ିକୁ ମଧ୍ୟ ଜିନୋମ୍‌ ସିକ୍ୱେନ୍ସିଂ ପାଇଁ ପଠାଯାଇଥିବା ଜଣାପଡ଼ିଛି। ଦେଶରେ ଏହି ଭାରିଆଣ୍ଟର ଅନେକ ମାମଲା ସାମ୍ନାକୁ ଆସିଛି। ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶ ସମେତ ଦେଶର ଅନ୍ୟ ଅଞ୍ଚଳରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ମଧ୍ୟପ୍ରଦେଶରେ ଏପର୍ଯ୍ୟନ୍ତ ୭କରୋନା ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ମାମଲା ଚିହ୍ନଟ ହୋଇଥିବା ଏଥିଯୋଗୁ ଜଣଙ୍କର ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶର ଉଜୈନରେ ଜଣେ ମହିଳାଙ୍କ ମୃତ୍ୟୁ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଯୋଗୁ ହୋଇଥିବା ଜଣାପଡ଼ିଛି। ଏନେଇ ମଧ୍ୟପ୍ରଦେଶ ମେଡିକାଲ ଶିକ୍ଷା ମନ୍ତ୍ରୀ ବିଶ୍ୱାସ ସାରଙ୍ଗ ସୂଚନା ଦେଇଛନ୍ତି। ଅନ୍ୟପଟେ ମହାରାଷ୍ଟ୍ରରେ ବି କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଆତଙ୍କ ରଚିଛି। କେବଳ ମହାରାଷ୍ଟ୍ରର ରତ୍ନଗିରିରେ ମୋଟ ୯ଟି ମାମଲା ଚିହ୍ନଟ ହୋଇଥିବା ବେଳେ ଏମାନଙ୍କର କୌଣସି ଲକ୍ଷଣ ନ ଥିବା ଜଣାପଡ଼ିଛି। ଏହାକୁ ଦୃଷ୍ଟିରେ ରଖାଯାଇ ମହାରାଷ୍ଟ୍ରର ୪ଟି ଗାଁକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି।

 


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ନୂଆ ଆକ୍ରାନ୍ତ ସଂଖ୍ୟା ବଢ଼ିଲା, ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

କଶ୍ମୀରକୁ ଫେରିବ କି ରାଜ୍ୟ ମାନ୍ୟତା

ନୂଆଦିଲ୍ଲୀ/ଶ୍ରୀନଗର,୨୧ା୬: ୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରିବା ସହ ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରତ୍ୟାହାର କରିଥିଲେ। ଉପଯୁକ୍ତ...

ଶ୍ରମିକଙ୍କ ପୁଅ ହେଲେ ଇସ୍ରୋ ବୈଜ୍ଞାନିକ

ମୁମ୍ବାଇ,୧୮ା୬: ଦୃଢ଼ ଇଚ୍ଛାଶକ୍ତି ଥିଲେ ମଣିଷ ସବୁ ଅସାଧ୍ୟ କାମକୁ ସାଧନ କରିପାରେ। ସେମିତି କରି ଦେଖାଇଛନ୍ତି ଜଣେ ଶ୍ରମିକଙ୍କ ପୁଅ। କଠିନ ଅଧ୍ୟବସାୟ ବଳରେ...

ଇନ୍ଦୋରରେ ଗ୍ରୀନ୍‌ ଫଙ୍ଗସ୍‌

ଇନ୍ଦୋର,୧୬।୬: କରୋନା ସଂକ୍ରମଣରୁ ଠିକ୍‌ ହେବା ପରେ ବ୍ୟକ୍ତିଙ୍କ ନିକଟରେ ଏବେ ବ୍ଲାକ୍‌, ହ୍ବାଇଟ ଓ ୟେଲୋ ଫଙ୍ଗସ୍‌ ପରେ ଏବେ ଗ୍ରୀନ୍‌ ପଙ୍ଗସ୍‌ ଲକ୍ଷଣ...

ଭାଜପା ନେତାଙ୍କ ଝିଅଙ୍କୁ ନିସ୍ତୁକ ମାଡ଼ ପରେ ହତ୍ୟା

ରାଞ୍ଚି, ୯।୬: ଝାଡ଼ଖଣ୍ଡର ପାଲାମୁ ଜିଲାର ଲାଲିମାଟି ଜଙ୍ଗଲରୁ ବୁଧବାର ୧୬ ବର୍ଷୀୟା ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ସ୍ଥାନୀୟ ଭାଜପା ନେତାଙ୍କ ଝିଅ...

ସୁକିନ୍ଦା ତହସିଲଦାର ନିଲମ୍ବିତ: କରୋନା ନିୟମ ଉଲ୍ଲଂଘନ ଅଭିଯୋଗ

ଯାଜପୁର ଅଫିସ/କାଳିଆପାଣି, ୧୯।୬(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରାଙ୍କୁ ରାଜ୍ୟ ସରକାର ଶୁକ୍ରବାର ନିଲମ୍ବନ କରିଥିବା ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର...

ତେନ୍ଦୁଲକର ସହ କଥା ହୋଇଥିବେ, ମୋ ସହ ନୁହେଁ : ପାଇଲଟ

ଜୟପୁର,୧୧।୬: ରାଜନୈତିକ ଦଳରେ ଏବେ ମିଶ୍ରଣ ପର୍ବ ଚାଲିଛି। ପୂର୍ବତନ ସହଯୋଗୀ ତଥା କଂଗ୍ରେସ ନେତା ଜିତିନ ପ୍ରସାଦ ଭାଜପାରେ ସାମିଲ ହେବା ପରେ କଂଗ୍ରେସ...

ବର ପଢ଼ିପାରିଲେନି ଖବରକାଗଜ: କନ୍ୟା ଭାଙ୍ଗିଦେଲେ ବାହାଘର

ଅରୈୟା,୨୫।୬: ପୂର୍ବରୁ ବିବାହ ଭାଙ୍ଗିବା ନେଇ ଅନେକ କାରଣ ଶୁଣିଥିବେ। ହେଲେ କେବେ ଶୁଣିଛନ୍ତି କି, ବର ଖବରକାଗଜ ପଢ଼ି ନ ପାରିବାରୁ ବିବାହ ଭାଙ୍ଗିଯିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଗାଁରେ ପଶିଲା ହାତୀ, ଗ୍ରାମବାସୀ ଭୟଭୀତ
Next Post Next post:
ସ୍ବାମୀଙ୍କଠାରୁ ଏତିକି ଲମ୍ବା ସ୍ତ୍ରୀ, ସୃଷ୍ଟି କଲେ ଓ୍ବାଲର୍‌ଡ ରେକର୍ଡ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts