E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, ଅପରାଧ

୧୬ ବର୍ଷର ଛାତ୍ରଙ୍କ ପ୍ରେମରେ ପାଗଳ ଶିକ୍ଷୟିତ୍ରୀ, ମାମଲା ପହଞ୍ଚିଲା କୋର୍ଟରେ, ଜାଣିଲେ…
12:16 pmJune 25, 2021June 27, 2021

ଓ୍ବାଶିଂଟନ,୨୫ା୬: ଆମେରିକାର ଟେକ୍ସାସରେ ଜଣେ ୧୬ ବର୍ଷୀୟ ଛାତ୍ରଙ୍କ ପ୍ରେମରେ ପାଗଳ ହୋଇ ଶ୍ରେଣୀ ଶିକ୍ଷୟିତ୍ରୀ ହରଡ଼ଘଣାରେ ପଡ଼ିଛନ୍ତି। ଯେତେବେଳେ ଛାତ୍ର ତାଙ୍କ ଗର୍ଲଫ୍ରେଣ୍ଡଙ୍କ ସହ ଶ୍ରେଣୀରେ ବସିଥିଲେ ଏହା ଦେଖି ଶିକ୍ଷୟିତ୍ରୀ ଜଣକ ଈର୍ଷାରେ ଜଳିଗଲେ। ସେ ଛାତ୍ରଙ୍କ ମୁଣ୍ଡକୁ କଇଁଚି ଫିଙ୍ଗିଥିଲେ। ଖାଲି ଏତିକି ନୁହେଁ ପୂର୍ବରୁ ଶିକ୍ଷୟିତ୍ରୀ ଜଣକ ଛାତ୍ରଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏହି ମାମଲା ସେତେବେଳେ ଖୁଲାସା ହେଲା ଯେତେବେଳେ ଅଭିଯୁକ୍ତ ଶିକ୍ଷୟିତ୍ରୀଙ୍କୁ ଗିରଫ କରାଯାଇଥିଲା।

ଟେକ୍ସାସର ସିଇ କିଙ୍ଗ୍‌ ହାଇସ୍କୁଲର ଶିକ୍ଷୟିତ୍ରୀ କ୍ୟାଟ୍ରିନା ମେକ୍ସଓ୍ବେଲ ତାଙ୍କର ଜଣେ ୧୬ ବର୍ଷୀୟ ଛାତ୍ରଙ୍କ ସହ ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗ ହୋଇଛି। ଛାତ୍ରଙ୍କ ପ୍ରତି ଶିକ୍ଷୟିତ୍ରୀଙ୍କ ଏପରି ବ୍ୟବହାର ଦେଖି ଅନ୍ୟ ଶିକ୍ଷୟିତ୍ରୀ/ଶିକ୍ଷକମାନେ ଆଶ୍ଚର୍ଯ୍ୟ ହୋଇଥିଲେ। ଛାତ୍ର ଜଣକ ତାଙ୍କ ଗର୍ଲଫ୍ରେଣ୍ଡଙ୍କ ସହ କେଉଁଠି ବସିଲେ, ହସିଲେ କିମ୍ବା ବୁଲାବୁଲି କଲେ ଶିକ୍ଷୟିତ୍ରୀ ଆଦୌ ସହି ପାରୁ ନ ଥିଲେ। ଦିନେ ସେ ତାଙ୍କ ଗର୍ଲଫ୍ରେଣ୍ଡଙ୍କ ସହ କ୍ଲାସରେ ବସି ଗପୁଥିବା ଦେଖିଥିଲେ ଶିକ୍ଷୟିତ୍ରୀ। ଏଥିରେ ସେ ରାଗିଯାଇ ଛାତ୍ରଙ୍କ ଉପରୁ ଏକ କଇଁଚି ଫିଙ୍ଗିଥିଲେ। ଫଳରେ ଛାତ୍ରଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଏନେଇ ପୋଲିସକୁ ସୂଚନା ଦେବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରି ସମ୍ପୃକ୍ତ ଶିକ୍ଷୟିତ୍ରୀଙ୍କୁ ଗିରଫ କରିଛି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, ଅପରାଧ View All

ମାଡ଼ି ଆସୁଛି ନୂଆ ମହାମାରୀ: ଚାଇନାରେ ଲୋକଙ୍କଠାରେ ଏଚ୍‌-୧୦-ଏନ୍‌-୩ ଭୁତାଣୁ ଚିହ୍ନଟ…

ବେଜିଂ,୧।୬: କରୋନା ମହାମାରୀର ଅନ୍ତୁଡ଼ିଶାଳ ଚାଇନାର ଉହାନ୍‌ ସହର ପାଲଟିଥିଲା। ଏହାଯୋଗୁୂ ପୃଥିବୀରେ ଦେଖାଦେଇଥିବା ଆତଙ୍କ ଏବେ ବି ଥମିନି। ଏପରିସ୍ଥଳେ ଚାଇନାରେ ପୁଣି ଏକ...

କୋଭିଡ୍‌ ମୂଳକୁ ଖୋଜ

ଓ୍ବାଶିଂଟନ, ୧ା୬: କୋଭିଡ୍‌-୧୯ର ମୂଳ ଖୋଜି ବାହାର କରିବା ସହ ଭବିଷ୍ୟତ ମହାମାରୀ ଆଶଙ୍କାକୁ ରୋକିବାକୁ ହେବ। ଏଥିପାଇଁ ସାରା ବିଶ୍ୱ ଚାଇନା ସରକାରଙ୍କ ସହଯୋଗ...

ଡେଥ୍‌ କମିଶନରୁ ରାଷ୍ଟ୍ରନେତା

ତେହେରାନ,୨୦ା୬: ଇବ୍ରାହିମ୍‌ ରଇସିଙ୍କୁ ଇରାନ ନୂଆ ରାଷ୍ଟ୍ରପତି ବାଛିଛି। ଇରାନର ଗୃହ ମନ୍ତ୍ରୀ ଅବଦୁଲରଜା ରହମାନୀ ଫଜଲି ଶନିବାର ତ୍ରୟୋଦଶ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ଘୋଷଣା...

ପଳାତକ ଚୋକ୍‌ସିଙ୍କ ଜାମିନ ଆବେଦନ ଖାରଜ…

ଡୋମିନିକା,୩।୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ବ୍ୟାପକ ଅର୍ଥ ହେର୍‌ଫେର୍‌ କରି ବିଦେଶରେ ଲୁଚି ବସିଥିବା ପଳାତକ ମେହୁଲ୍‌ ଚୋକ୍‌ସିଙ୍କ ଜାମିନ୍‌ ଆବେଦନ ଖାରଜ ହୋଇଯାଇଛି। ସାମ-ଦାମ-ଦଣ୍ଡ-ଭେଦ...

ଚାଇନା ଆପ୍‌ ଉପରୁ ପ୍ରତିବନ୍ଧକ ହଟାଇଲେ ବାଇଡେନ୍‌

ଓ୍ବାଶିଂଟନ,୧୦ା୬: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ୍‌ ତାଙ୍କର ପ୍ରଥମ ବିଦେଶ ଗସ୍ତ ପୂର୍ବରୁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଚାଇନିଜ ଆପ ଉପରେ ଥିବା ପ୍ରତିବନ୍ଧକକୁ...

ବାବା ରାମଦେବଙ୍କୁ ଝଟ୍‌କା ଦେଲା ନେପାଳ

କାଠମାଣ୍ଠୁ,୯।୬: ନେପାଳ ସରକାର ଦେଶରେ ପତଞ୍ଜଳି ଦ୍ୱାରା ପ୍ରସ୍ତୁତ କରୋନିଲ କିଟ୍‌ର ବିତରଣ ଉପରେ ରୋକ ଲଗାଇଛନ୍ତି। ଯୋଗ ଗୁରୁ ରାମଦେବଙ୍କ କମ୍ପାନୀ ପତଞ୍ଜଳି ଉପହାର...

ମାଲାଲାଙ୍କୁ ଧମକ ଦେଇ ପାକ୍‌ ମୌଲବୀ ଗିରଫ

ପେଶାଓ୍ବର, ୧୧।୬(ପି.ଟି.):ନୋବେଲ ପୁରସ୍କାର ବିଜେତା ମାଲାଲା ୟୁସୁଫ୍‌ଜାଇଙ୍କୁ ଆକ୍ରମଣ ଧମକ ଦେଇଥିବା ପାକିସ୍ତାନର ଜଣେ ମୌଲବୀଙ୍କୁ ଗିରଫ କରାଯାଇଛି। ଖାଇବର ପଖ୍‌ତୁନ୍‌ଖ୍ବା ପ୍ରଦେଶ ମରଓ୍ବାତ ଜିଲାର...

୩ ଦେଶରେ ଟିକାକରଣର ୬୦%

ଜାତିସଂଘ,୬।୬(ପି.ଟି.): ସାରା ବିଶ୍ୱରେ ଏପର୍ଯ୍ୟନ୍ତ କୋଭିଡ୍‌-୧୯ ଟିକାର ୨୦୦ କୋଟି ଡୋଜ୍‌ ଆବଣ୍ଟନ ହୋଇଛି। ଏହାର ୬୦ ପ୍ରତିଶତ ଭାରତ, ଆମେରିକା ଓ ଚାଇନାରେ ଦିଆଯାଇଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍ବାମୀଙ୍କଠାରୁ ଏତିକି ଲମ୍ବା ସ୍ତ୍ରୀ, ସୃଷ୍ଟି କଲେ ଓ୍ବାଲର୍‌ଡ ରେକର୍ଡ
Next Post Next post:
ବର ପଢ଼ିପାରିଲେନି ଖବରକାଗଜ: କନ୍ୟା ଭାଙ୍ଗିଦେଲେ ବାହାଘର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts