E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଜୁଲାଇ ପହିଲା ପର୍ଯ୍ୟନ୍ତ ଭୁବନେଶ୍ୱର ୧ ନମ୍ବର ହାଟ ବନ୍ଦ
1:19 pmJune 25, 2021

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଭୁବନେଶ୍ୱର ୧ ନମ୍ବର ହାଟକୁ ବନ୍ଦ କରାଯାଇଛି। ଶୁକ୍ରବାରଠାରୁ ଜୁଲାଇ ପହିଲା ପର୍ଯ୍ୟନ୍ତ ହାଟ ବନ୍ଦ କରାଯାଇଛି। ଉଭୟ ହୋଲ୍‌ସେଲ୍‌ ଓ ରିଟେଲ ବ୍ୟବସାୟୀଙ୍କ ପାଇଁ ହାଟ ବନ୍ଦ କରାଯାଇଛି । କରୋନା ସଂକ୍ରମଣ ବଢ଼ିବା ଆଶଙ୍କା କରି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।
ଶନିବାର ଓ ରବିବାର ଶଟଡାଉନ ଥିବାରୁ ଶୁକ୍ରବାର ହାଟରେ ପ୍ରବଳ ଗହଳି ଲାଗିଥିଲା। ପ୍ରବଳ ଗହଳି ସହ ସାମାଜିକ ଦୂରତା, ମାସ୍କ ନ ପିନ୍ଧିବା ଭଳି କରୋନା ନିୟମାବଳୀର ଉଲ୍ଲଂଘନ ହେଉଥିବା ହାଟରେ ନଜରକୁ ଆସିଥିଲା । ପରେ ହାଟକୁ ବନ୍ଦ କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୦।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ...

ସିବିଏସ୍‌ଇ, ସିଆଇଏସ୍‌ସିଇ ଦ୍ୱାଦଶ ବୋର୍ଡ ପରୀକ୍ଷା ଶୁଣାଣି ୩କୁ ଘୁଞ୍ଚିଲା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ୍‌ ସାର୍ଟିଫିକେଟ୍‌ ଏଜୁକେଶନ (ସିଆଇଏସ୍‌ସିଇ)ର ଦ୍ୱାଦଶ ବୋର୍ଡ...

ଏହି ନେତାମାନଙ୍କୁ ୩୦ ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ବରିଷ୍ଠ ନେତାମାନଙ୍କୁ ବିଜେଡି ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ୬ ଜଣ ନେତାଙ୍କୁ ବିଭିନ୍ନ ଜିଲା ପାଇଁ  ପର୍ଯ୍ୟବେକ୍ଷକ ଭାବରେ ଦଳ ପକ୍ଷରୁ ନିଯୁକ୍ତି...

କେହି ଶୁଣିଲେନି, କରୋନା ମୃତକଙ୍କୁ କାନ୍ଧ ଦେଲେ ବିଡିଓ, ସରପଞ୍ଚ

ଭଦ୍ରକ ଅଫିସ,୧୭।୬: କରୋନା ଭୟରେ ମୃତଦେହ ପାଖ ମାଡ଼ିଲେନି ସାହି ଭାଇ କିମ୍ବା ସମ୍ପର୍କୀୟ। ଫଳରେ ସ୍ଥାନୀୟ ସରପଞ୍ଚ ଓ ବିଡିଓ ଆଗେଇ ଆସି ମୃତକଙ୍କୁ...

ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ

ଭୁବନେଶ୍ବର,୧୯।୬: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର...

ୟୁଜି-ପିଜି ପରୀକ୍ଷା, ଜଣେ ପିଲାଙ୍କୁ ଜଣେ ଶିକ୍ଷକଙ୍କ ଦାୟିତ୍ୱ

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କୁ ନେଇ ଶୁକ୍ରବାର ଏକ ବୈଠକ ବସିଥିଲା । ଏଥିରେ ୟୁଜି ଓ ପିଜି ପରୀକ୍ଷା ନେଇ ଆଲୋଚନା ହୋଇଛି। ଭର୍ଚୁଆଲ ବୈଠକରେ...

ମହିଳାଙ୍କ ସହ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା

ବୌଦ୍ଧ,୫ା୬: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ସରସରା ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । ମୃତକ ହେଲେ...

ଆଜି ରାଜ୍ୟରୁ ୪୩୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୪୩୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ୟୁଜି-ପିଜି ପରୀକ୍ଷା, ଜଣେ ପିଲାଙ୍କୁ ଜଣେ ଶିକ୍ଷକଙ୍କ ଦାୟିତ୍ୱ
Next Post Next post:
ଗପରେ ଏମିତି ମଜ୍ଜିଗଲେ ଯେ ଟିକା ନ ଭରି ଖାଲି ଇଞ୍ଜେକଶନ ଫୋଡ଼ିଦେଲେ ନର୍ସ; ଭିଡିଓ ଭାଇରାଲ ପରେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts