ଛତ୍ରପୁର,୨୫।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ମେଗା କୋଭିଡ୍ ଟିକାକାରଣ ଶୁକ୍ରବାର ଠାରୁ ପୁଣି ସ୍ବଭାବିକ ହୋଇଛି। ଗୁରୁବାର ଜିଲାର ୧୦ବ୍ଲକରେ ଟିକା ଦେବା ବନ୍ଦ ଥିଲା। ତେବେ ଶୁକ୍ରବାର ଜିଲାର ସମସ୍ତ ୧୮ ସହର ଏବଂ ୨୨ ବ୍ଲକ ଅଧୀନ ଗ୍ରାମାଞ୍ଚଳ ସ୍ତରରେ ଥିବା କେନ୍ଦ୍ରରେ ଟିକା ଦିଆଯାଉଛି । ଉଭୟ ଅନ୍ଲାଇନ ଓ ସ୍ପଟ ପଞ୍ଜିକରଣରେ ଟିକା ଦିଆଯାଉଥିବା ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ସୁକିନ୍ଦା ତହସିଲଦାର ନିଲମ୍ବିତ: କରୋନା ନିୟମ ଉଲ୍ଲଂଘନ ଅଭିଯୋଗ
ଯାଜପୁର ଅଫିସ/କାଳିଆପାଣି, ୧୯।୬(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ତହସିଲଦାର ବୁଲ୍ବୁଲ୍ ବେହେରାଙ୍କୁ ରାଜ୍ୟ ସରକାର ଶୁକ୍ରବାର ନିଲମ୍ବନ କରିଥିବା ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର...
ବିଭିନ୍ନ ସ୍ଥାନରେ ଚଢାଉ କଲେ ଏସଡିପିଓ: ୨ ଗିରଫ
ପୁରୁଷୋତ୍ତମପୁର,୨୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍ଡିପିଓ ସୂର୍ଯ୍ୟମଣି ପ୍ରଧାନ ପୁରୁଷୋତ୍ତମପୁର ଥାନା ନନ୍ଦିକ ଗ୍ରାମରେ ଅଚାନକ ଚଢାଉ କରିଥିଲେ। ବେଆଇନ ଭାବେ ମଦ ବିକ୍ରି କରୁଥିବା...
କାର୍ରେ ପ୍ରେସ୍ ଲେଖି ଚାଲାଣ କରୁଥିଲେ କଫ ସିରପ୍
ବରଗଡ଼ ଅଫିସ୍,୨୫।୬: ପୋଲିସକୁ ଚଖ୍ମା ଦେବା ପାଇଁ କଫ ସିରପ୍ ଚାଲାଣରେ ବ୍ୟବହାର ହେଉଥିଲା ପ୍ରେସ୍ ଲେଖାଥିବା ଗାଡି। ବିଶେଷ ସୂତ୍ରରୁ ଖବର ପାଇ ଓଆର୦୨ବିଏଫ୍/୫୯୯୮...
ବର୍ଷକଠାରୁ ବଳିଗଲା ମାସକ ମୃତ୍ୟୁ
ଅନୁଗୋଳ ଅଫିସ, ୨ା୬ – କୋଭିଡ୍-୧୯ର ଦ୍ୱିତୀୟ ଲହର କେତେ ଭୟଙ୍କର ତାହାର ଚିତ୍ର ମିଳିଛି ଅନୁଗୋଳ ଜିଲାରୁ। ବର୍ଷକ ମଧ୍ୟରେ ଜିଲାରେ ଯେତିକି ସଂଖ୍ୟକ...
୧୯ ମାଛ ୧୮.୬୫ ଲକ୍ଷ
ପାରାଦୀପ,୨୩ା୬(ସ୍ବ.ପ୍ର.): ପାରାଦୀପ ନିକଟ ସମୁଦ୍ରରୁ ମଙ୍ଗଳବାର ୧୯ଟି ତେଲିଆ ବୋରେଇ ମାଛ ମିଳିଛି। ସେଗୁଡିକ ମଧ୍ୟରେ ୪ଟି ମାଛ ୩୦ କିଲୋ ଓଜନର ହୋଇଥିବା ବେଳେ...
ବଜ୍ରପାତରେ ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ
ମହାକାଳପଡା,୨।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକର ମହାନଦୀର ବରଜ ବାହାକୁଦଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାଛ ଧରୁଥିବା ବେଳେ ବ୍ରଜପାତ ଘଟିବାରୁ ଜଣେ ମତ୍ସ୍ୟଜୀବୀଙ୍କ...
ଛତ୍ରପୁର ଅଞ୍ଚଳରେ ବଢୁଛି ବେଆଇନ ଇଟା ଭାଟି
ଛତ୍ରପୁର,୧୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଛତ୍ରପୁର ତହସିଲ ଅଞ୍ଚଳରେ ଦୀର୍ଘ ବର୍ଷ ଧରି ବେଆଇନ ଇଟା, ବାଲି, ମାଟି ବ୍ୟବସାୟ କାରବାର ବୃଦ୍ଧି ପାଉଛି। ସେହିପରି ପୋଟଲାମପୁର...
ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଗୁରୁତର
କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା...


