E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ସୁରକ୍ଷାକର୍ମୀଙ୍କୁ ମାଡ଼ ମାରି ସୋରୁମରୁ ୨ ବାଇକ ଚୋରି: ୨ ଗିରଫ
3:52 pmJune 25, 2021

ଛତ୍ରପୁର,୨୫।୬(ଡି.ଏନ୍‌.ଏ.): ଗଞ୍ଜମ ଜିଲା ଛତ୍ରପୁର ଥାନା ଅଧୀନ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଗାଡ଼ି ଶୋରୁମରୁ ଏପ୍ରିଲ ୨ ତାରିଖ ମଧ୍ୟରାତ୍ରରେ ଚୋରି ହୋଇଥିଲା। ସୁରକ୍ଷାକର୍ମୀଙ୍କୁ ମାଡ଼ ମାରି ୨ଟି ବାଇକୁ ଦୁର୍ବୃତ୍ତମାନେ ନେଇ ଯାଇଥିଲେ। ଏଥିସହ ସିସିଟିଭି ହାର୍ଡଡିସ୍କକୁ ନେଇଯାଇଥିଲେ । ଏହି ମାମଲାରେ ସମ୍ପୃକ୍ତ ୫ଜଣିଆ ଆନ୍ତଃରାଜ୍ୟ ଡକାୟତି ଦଳକୁ ଛତ୍ରପୁର ପୋଲିସ ଚି଼ହ୍ନଟ କରିବାରେ ସକ୍ଷମ ହୋଇଛନ୍ତି । ଏଥିରୁ ୨ଜଣ ଡକାୟତଙ୍କୁ ଛତ୍ରପୁର ପୋଲିସ ଗିରଫ କରିଥିବା ନେଇ ଥାନା ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ ଶୁକ୍ରବାର ସୂଚନା ଦେଇଛନ୍ତି । ଗିରଫମାନେ ହେଲେ ବ୍ରହ୍ମପୁର ବଡବଜାର ଥାନା ଅଧୀନ ସୁକୁଣ୍ଡାର ପି ନରସିଂହ ଓ ସିଏଚ୍‌ ରାମବାବୁ । ଏମାନଙ୍କୁ କୋର୍ଟଚାଲାଣ କରାଯିବ ବୋଲି ସେ କହିଛନ୍ତି । ଏମାନଙ୍କଠାରୁ ଗୋଟିଏ ଚୋରି ବାଇକକୁ ମଧ୍ୟ ପୋଲିସ ଜବତ କରିଛନ୍ତି । ପୂର୍ବରୁ ମଧ୍ୟ ଗୋଟିଏ ଚୋରି ବାଇକକୁ ପୋଲିସ ଜବତ କରିଥିଲେ । ଉକ୍ତ ଡକାୟତ ମାମଲରେ ଅନ୍ୟ ୩ ସମ୍ପୃକ୍ତଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ଥାନା ଆଇଆଇସି କହିଛନ୍ତି ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

ମା’ ସହ ନାବାଳିକାଙ୍କୁ ଗାଁ ରାସ୍ତାରେ ଘୋଷାରି ନିସ୍ତୁକ ପିଟିଲେ

ଦିଗପହଣ୍ଡି,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ମା’ ଏବଂ ତାଙ୍କ ନାବାଳିକା ଝିଅଙ୍କୁ ଆକାଶ ଗୌଡ ନାମକ ଜଣେ ଯୁବକ ରାସ୍ତାରେ...

ରଥଯାତ୍ରା ପରିଚାଳନା ପାଇଁ ଏସ୍‌ଓପି ପ୍ରସ୍ତୁତ ହେବ

ପୁରୀ ଅଫିସ, ୧୧।୬: କରୋନା ମହାମାରୀ ଯୋଗୁ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ କୋଭିଡ୍‌ କଟକଣା ଭିତରେ ମହାପ୍ରଭୁଙ୍କ ଘୋଷଯାତ୍ରାକୁ ବିନା ଭକ୍ତରେ କରିବା ପାଇଁ...

ସିଏସ୍‌ଓ ଅଫିସରେ ଗଜାଧାନ ଗଦାଇଲେ ଚାଷୀ

ବରଗଡ଼ ଅଫିସ,୧୪।୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକ ମାସରୁ ଊର୍ଦ୍ଧ୍ବ ସମୟ ବିତି ଗଲାଣି। ମାତ୍ର ଧାନ କିଣାବିକା ସମସ୍ୟା ଅସମାହିତ...

ବାପାଙ୍କ ଉନ୍ମତ୍ତକାଣ୍ଡ: ସାଢ଼େ ୩ ବର୍ଷର ଝିଅକୁ ହତ୍ୟା ପରେ ଅନ୍ୟ ୩ ଝିଅ, ସ୍ତ୍ରୀକୁ ହତ୍ୟା ଉଦ୍ୟମ

ସମ୍ବଲପୁର,୧୨।୬(ବ୍ୟୁରୋ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧୀନ ଯୌତୁକବାହାଲ ଗାଁରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ତାଙ୍କର...

ଗଞ୍ଜାମରେ ଟିକାକରଣ ସ୍ବଭାବିକ

ଛତ୍ରପୁର,୨୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମେଗା କୋଭିଡ୍‌ ଟିକାକାରଣ ଶୁକ୍ରବାର ଠାରୁ ପୁଣି ସ୍ବଭାବିକ ହୋଇଛି। ଗୁରୁବାର ଜିଲାର ୧୦ବ୍ଲକରେ ଟିକା ଦେବା ବନ୍ଦ ଥିଲା। ତେବେ...

୫୫ ଏକର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ବାଲୁଗାଁ,୬।୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଅଧୀନ ହାଟବରଡ଼ି ମୌଜାର ନିମୁନା ଠାରୁ ହାଟବରଡ଼ି ମଧ୍ୟରେ ଚିଲିକାରେ ବେଆଇନ ଭାବେ ଗଢ଼ି ଉଠିଥିବା ୫୫ ଏକର ପରିବ୍ୟାପ୍ତ ୧୦ଟି...

କୂଅରେ ପଡ଼ିଥିବା ଶିଶୁକୁ ଉଦ୍ଧାର କରିବାକୁ ଯାଇ ଯୁବକଙ୍କ ଜୀବନ ଗଲା

ଛେଣ୍ଡିପଦା,୨୧ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା ଅନ୍ତର୍ଗତ ଶିମିଳିପାଳ ଗ୍ରାମ ପୁରିହାପାଟ ଠାକୁରାଣୀ ପୀଠ ନିକଟରେ ଥିବା କୂଅରେ ପଡ଼ିଯାଇଥିବା ୩ ବର୍ଷର ଶିଶୁକୁ ଉଦ୍ଧାର...

ଜୀବନ ସହ ସଂଘର୍ଷ କରୁଛନ୍ତି ଯଦୁମଣି

ବାଣପୁର,୧୩ା୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଆୟତପୁର ପଞ୍ଚାୟତର ପାତ୍ରପୁର ଗ୍ରାମର ଯଦୁମଣି ନାୟକ(୪୫)। ସ୍ତ୍ରୀ ସୁକୁମାରୀ, ଗୋଟିଏ ଝିଅ ଓ ପୁଅ ଏବଂ ବିଧବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ନେଇ ଭାଜପାର ବିରୋଧ
Next Post Next post:
ଅର୍ଜୁନଙ୍କ ସହ ସମ୍ପର୍କକୁ ପସନ୍ଦ କରୁ ନ ଥିଲେ ମଲାଇକାଙ୍କ ଭାବି ଶ୍ୱଶୁର; ସିଧାସିଧା ଅଲଗା ରହିବାକୁ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts