E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଅର୍ଜୁନଙ୍କ ସହ ସମ୍ପର୍କକୁ ପସନ୍ଦ କରୁ ନ ଥିଲେ ମଲାଇକାଙ୍କ ଭାବି ଶ୍ୱଶୁର; ସିଧାସିଧା ଅଲଗା ରହିବାକୁ…
3:56 pmJune 25, 2021

ବମ୍ବେ: ସ୍ବାମୀ ଅରବାଜ ଖାନ୍‌ଙ୍କଠାରୁ ଅଲଗା ହେବା ପରେ ଅଭିନେତା ଅର୍ଜୁନ କପୁରଙ୍କ ପ୍ରେମରେ ପଡ଼ିଛନ୍ତି ମଲାଇକା ଅରୋରା। ବେଶ କିଛି ଦିନ ସେ ନିଜ ସମ୍ପର୍କକୁ ନେଇ ନିରବ ଥିଲେ। ହେଲେ ଏବେ ଉଭୟ ଖୁଲମଖୁଲା ପ୍ରେମର ପରିପ୍ରକାଶ କରୁଛନ୍ତି। ସୋସିଆଲ ମିଡିଆରେ ଉଭୟଙ୍କ ଫଟୋ ପୋଷ୍ଟ କରିବା ସହ ସ୍ବତନ୍ତ୍ର ବାର୍ତ୍ତା ମଧ୍ୟ ସେମାନେ ଦେଉଛନ୍ତି।

ଅପରପକ୍ଷେ ଦେଖିଲେ ମଲାଇକାଙ୍କଠାରୁ ୧୨ ବର୍ଷ ସାନ ଅର୍ଜୁନ। ହେଲେ ବୟସକୁ ନେଇ ତାଙ୍କ ସମ୍ପର୍କରେ ଫରକ ପଡେନା ବୋଲି ଅର୍ଜୁନ ସଫାସଫା କହିସାରିଛନ୍ତି। ବର୍ତ୍ତମାନ ବିବାହ ନେଇ କୌଣସି ଯୋଜନା ନାହିଁ। ସେ ସମୟ ଆସିଲେ ସେ ଲୁଚିଛପି ନୁହେଁ ବରଂ ସମସ୍ତଙ୍କ ଆଶୀର୍ବାଦ ନେଇ ବିବାହ କରିବେ ବୋଲି ମଧ୍ୟ କହିଛନ୍ତି।

କୁହାଯାଏ ୨୦୧୬ରେ ସ୍ବାମୀ ଅରବାଜଙ୍କଠାରୁ ଅଲଗା ହେବା ପରେ ମଲାଇକା ଅର୍ଜୁନଙ୍କ ପ୍ରେମରେ ଡେଣା ଲାଗିଥିଲା। ହେଲେ ବାପା ବୋନି କପୁରଙ୍କୁ କଥାଟା ହଜମ ହୋଇ ନ ଥିଲା। ସେ ସମ୍ପର୍କକୁ ନେଇ ସହମତି ପ୍ରକାଶ କରି ନ ଥିଲେ। ଏପରିକି ମଲାଇକାଙ୍କଠାରୁ ଦୂରରେ ରୁହନ୍ତୁ ବୋଲି ରୋକଠୋକ ଶୁଣାଇଦେଇଥିଲେ। ସଲମାନଙ୍କ ଭାଉଜଙ୍କୁ ଡେଟ୍‌ କରୁଥିବାରୁ ତାଙ୍କ କ୍ୟାରିୟର ବରବାଦ ହୋଇପାରେ ବୋଲି ତାଙ୍କୁ ଲାଗୁଥିଲା। ହେଲେ ଏବେ ପରିସ୍ଥିତି ସାମାନ୍ୟ ଥିବା କୁହାଯାଉଛି। ବୋନିଙ୍କ ଭାଇ ତଥା ଅଭିନେତା ଅନିଲ କପୁର ଉଭୟଙ୍କୁ ନେଇ ଖୁସି ଥିବା କହିଛନ୍ତି। ଫଳରେ ବୋନି ମଧ୍ୟ ପୁଅଙ୍କ ଖୁସି ପାଇଁ ସମ୍ପର୍କକୁ ମାନି ନେବେ ବୋଲି ଚର୍ଚ୍ଚା ହେଉଛି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ବେବି ବମ୍ପ୍‌ରେ ନଜର ଆସିଲେ ନୁସରତ

ମୁମ୍ବାଇ: ଟିଏମ୍‌ସି ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁସରତ ଜାହାଁ ଗର୍ଭବତୀ ଥିବା ଚର୍ଚ୍ଚା ହେଉଛି। ଖାଲି ଏତିକି ନୁହେଁ ନୁସରତଙ୍କ ସ୍ବାମୀ ନିଖିଲ ଜୈନ...

୨ ଫ୍ଲାଟ୍‌, ୧୧ କୋଟିର ବଙ୍ଗଳାର ମାଲିକାଣୀ ହେଉଛନ୍ତି ଡ୍ରାମା କୁଇନ୍‌; ମୋଟ ସମ୍ପତ୍ତି ଜାଣିଲେ…

ବମ୍ବେ: ବଲିଉଡ୍‌ର ଡ୍ରାମା କୁଇନ୍‌ ତଥା ବିବାଦୀୟ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତ କିଛି ନା କିଛି କାରଣରୁ ଚର୍ଚ୍ଚାରେ ରହିବାକୁ ଭଲ ପାଆନ୍ତି। ବଡ଼ ପରଦାରୁ...

ଦୁଇଦୁଇ ଥର ମୃତ୍ୟୁକୁ ଅତି ପାଖରୁ ଦେଖିଛନ୍ତି ଏହି ଅଭିନେତ୍ରୀ

ଫିଲ୍ମରେ ଅଭିନେତ୍ରୀମାନେ ଅନେକଥର ଗୁରୁତର ଦୁର୍ଘଟଣାର ଶିକାର ହୁଅନ୍ତି। କିନ୍ତୁ ସେମାନେ ମୃତ୍ୟୁ ମୁଖରୁ ବଞ୍ଚିକି ଆସିଥାନ୍ତି। ମାତ୍ର ବାସ୍ତବ ଜୀବନରେ ନନେକ କଳାକାରଙ୍କ ସହିତ...

ସ୍ବାମୀଙ୍କ ନାଁରେ ଅଭିଯୋଗ ଆଣିଲେ ନୁଶ୍‌ରତ୍‌: ବ୍ୟାଙ୍କ୍‌ରୁ ନେଇଯାଇଛନ୍ତି ମୋ ଟଙ୍କା, ପୈତୃକ ଅଳଙ୍କାର

ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍‌ରତ୍‌ ଜାହାଁ ଏବେ ଚର୍ଚ୍ଚାରେ ଅଛନ୍ତି। ଏବେ ଚର୍ଚ୍ଚା ହେଉଛି ନୁଶ୍‌ରତ୍‌ କୁଆଡେ ୬ ମାସର ଗର୍ଭବତୀ...

‘ଜୀବନରେ ଦୁଇ ଆଦର୍ଶ ପୁରୁଷଙ୍କୁ ଭେଟିଛି’

ଆଜି ପିତୃଦିବସ। ଏହି ଅବସରରେ ଅନେକ ବଲିଉଡ୍‌ ସେଲିବ୍ରିଟି ସୋସିଆଲ ମିଡିଆରେ ଫଟୋ ଶେୟାର କରି ନିଜ ପିତାଙ୍କୁ ମନେ ପକାଇଛନ୍ତି। ଏଥିରେ ସାମିଲ ଅଛନ୍ତି...

ବୋଲ୍ଡ ଶଟ୍‌ ପାଇଁ..

କିଆରା ଆଡଓ୍ବାନୀଙ୍କୁ ନେଇ ଏବେ ଚର୍ଚ୍ଚା। କାରଣ କ’ଣ ଜାଣନ୍ତି ? ନିକଟରେ ଏକ ସିନେମାରେ ଅଭିନୟ କରିବାକୁ ତାଙ୍କୁ ଅଫର ମିଳିଥିଲା। କିନ୍ତୁ ଏଥିରେ...

ଏହି ଅଭିନେତ୍ରୀଙ୍କ ସୌନ୍ଦର୍ଯ୍ୟରେ ପାଗଳ ଥିଲେ ଏମ୍‌ଏଫ୍‌ ହୁସେନ୍‌

ବଲିଉଡ୍‌ ଅଭିନେତ୍ରୀ ଅମୃତା ରାଓ ଆଜି ନିଜର ୪୦ତମ ଜନ୍ମଦିନ ପାଳନ କରୁଛନ୍ତି। ଅମୃତା ଇଶ୍କ-ଭିସ୍କ, ମେଁ ହୁଁ ନା, ବିବାହ, ମସ୍ତି ଏବଂ ଜଲି...

୧୫ ବର୍ଷ ବୟସରେ ସୁନ୍ଦରତାକୁ ନେଇ କଟୁକଥା ଶୁଣୁଥିଲେ ଏହି ଅଭିନେତ୍ରୀ, ଏବେ କିନ୍ତୁ…

ବମ୍ବେ: କଥାରେ ଅଛି କଷ୍ଟ କଲେ କୃଷ୍ଣ ମିଳନ୍ତି। ଏହାର ତାତ୍ପର୍ଯ୍ୟ ସଫଳତା ପାଇବାକୁ ହେଲେ ସଂଘର୍ଷ କରିବାକୁ ପଡ଼ିଥାଏ। ସେଭଳି କିଛି ଘଟିଛି ଅଭିନେତ୍ରୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସୁରକ୍ଷାକର୍ମୀଙ୍କୁ ମାଡ଼ ମାରି ସୋରୁମରୁ ୨ ବାଇକ ଚୋରି: ୨ ଗିରଫ
Next Post Next post:
ଶୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts