E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟରେ ଦେଶର ଦ୍ୱିତୀୟ ମୃତ୍ୟୁ
4:35 pmJune 25, 2021

ମୁମ୍ବାଇ,୨୫।୬: ଭାରତରେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଏବେ ସମସ୍ତଙ୍କ ପାଇଁ ଚିନ୍ତା ବଢ଼ାଇଦେଇଛି। ମହାରାଷ୍ଟ୍ରରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା ବେଳେ ଏଥିଯୋଗୁ ଜଣେ ୮୦ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଏନେଇ ଶୁକ୍ରବାର ମହାରାଷ୍ଟ୍ର ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ସୂଚନା ଦେଇଛନ୍ତି। ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟଜନିତ ଦେଶରେ ଏହା ଦ୍ୱିତୀୟ ମୃତ୍ୟୁ ହୋଇଥିବା ବେଳେ ମହାରାଷ୍ଟ୍ରର ପ୍ରଥମ ମୃତ୍ୟୁ। ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୨୧ଜଣ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ସଂକ୍ରମିତ ଚିହ୍ନଟ ହୋଇସାରିଛନ୍ତି। ସ୍ଥିତି ଉପରେ ନଜର ରଖାଯାଇଛି ଏବଂ ମହାରାଷ୍ଟ୍ରର ୩୬ଟି ଜିଲାରୁ ପ୍ରତି ମାସରେ ୧୦୦ଟି ନମୁନା ସଂଗ୍ରହ କରାଯାଉଥିବା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ସୂଚନା ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ସ୍ତ୍ରୀ-ସ୍ବାମୀ ଏକାଠି ମିଶି ପିଉଥିଲେ ମଦ, ଆସିଲା ଫୋନ୍‌ କଲ୍‌; ଆଉ ତା’ପରେ ସବୁ ବଦଳି ଗଲା

ମିରୁଟ୍‌,୧୧।୬: ଉତ୍ତରପ୍ରଦେଶର ମିରୁଟ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀ ତୀକ୍ଷ୍ଣ ଅସ୍ତ୍ରରେ ନିଜ ସ୍ତ୍ରୀଙ୍କ ବେକକୁ କାଟି ଦେଇଛନ୍ତି। ଆକ୍ରମଣ ସମୟରେ...

ତଥ୍ୟ ଦେଲେ ୮୦୦ ଓଟିଟି ପ୍ଲାଟଫର୍ମ

ନୂଆଦିଲ୍ଲୀ, ୧୪।୬: ଭିଡିଓ ଷ୍ଟ୍ରିମିଂ ସେବା ପ୍ରଦାନକାରୀ ନେଟ୍‌ଫ୍ଲିକ୍ସ, ହଟ୍‌ଷ୍ଟାର ଭଳି ୮୦୦ରୁ ଊର୍ଦ୍ଧ୍ୱ ଓଭର ଦି ଟପ୍‌ (ଓଟିଟି) ପ୍ଲାଟଫର୍ମ ଏବଂ ଡିଜିଟାଲ ନ୍ୟୁଜ୍‌...

ଔଷଧ ଦୋକାନ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟର ସମସ୍ତ ଔଷଧ ଦୋକାନର କର୍ମଚାରୀଙ୍କୁ ଟିକା ଦେବା ପାଇଁ ପ୍ରାଥମିକତା ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୮।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୫ ଜଣଙ୍କ ଜୀବନ...

ସଂଶୋଧନ ହୋଇପାରିବ ଟିକା ପ୍ରମାଣପତ୍ର ତ୍ରୁଟି

ନୂଆଦିଲ୍ଲୀ, ୧୦ା୬: ଟିକା ନେଇଥିବା ବ୍ୟକ୍ତିଙ୍କ ପ୍ରମାଣପତ୍ରରେ କୌଣସି ତ୍ରୁଟି ଥିଲେ ଏଣିକି ସେମାନେ କୋଓ୍ବିନ୍‌ ଆପ୍‌ ଯୋଗେ ତାହାକୁ ସଂଶୋଧନ କରିପାରିବେ। କେନ୍ଦ୍ର ସରକାରଙ୍କ...

ଦିଲ୍ଲୀରୁ ଆସିଲା ଖୁସି ଖବର, ମୃତ୍ୟୁ ରୋକିବାରେ ଭାକ୍ସିନ୍‌ର ଦ୍ୱିତୀୟ ଡୋଜ୍‌ ୯୫ ପ୍ରତିଶତ ପ୍ରଭାବଶାଳୀ…

ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ଅଧିକ ଆଣ୍ଟିବଡି ସୃଷ୍ଟି କରୁଛି କୋଭିଶିଲ୍ଡ

ନୂଆଦିଲ୍ଲୀ,୭।୬: କୋଭାକ୍ସିନ ଅପେକ୍ଷା କୋଭିଶିଲ୍ଡ ଟିକା ଅଧିକ ଆଣ୍ଟିବଡି ସୃଷ୍ଟି କରୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଉପରୋକ୍ତ ଟିକାର ଦୁଇଟି ଡୋଜ୍‌ ନେଇଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ...

ଲାବ୍‌ରୁ ବାହାରିନି ଭୂତାଣୁ: ବ୍ୟାଟ୍‌ ଓମ୍ୟାନ

ବେଜିଂ, ୧୭ା୬: ଚାଇନାର ଉହାନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜିରୁ କରୋନା ଭୂତାଣୁ ଲିକ୍‌ ହୋଇଥିବା କଥା ଭୁଲ୍‌ ବୋଲି କହିଛନ୍ତି ଚାଇନା ବ୍ୟାଟ୍‌ ଓମ୍ୟାନ ଭାବେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏକଦା ଶାହାରୁଖଙ୍କୁ ‘କୁକୁର’ ବୋଲି ସମ୍ବୋଧନ କରିଥିଲେ ମିଷ୍ଟର ପରଫେକ୍ଟ: କହିଥିଲେ ‘ମୋ ପାଦ ଚାଟୁଛି’; ଆଉ…
Next Post Next post:
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ପାସ ହାର ରହିଛି ୯୭.୮୯%; ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ମାର୍କ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts