E-Paper
  • logo
  • Sunday 26th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଶତକ ନ ମାରି ବି କ୍ରିକେଟରେ ସର୍ବାଧିକ ରନ୍‌ କରିଛନ୍ତି ଏହି ଖେଳାଳି: ଆଜି ବି ଭାଙ୍ଗିନି ରେକର୍ଡ
10:18 amJune 26, 2021June 27, 2021

ନୂଆଦିଲ୍ଲୀ,୨୬।୬: କ୍ରିକେଟ ଇତିହାସରେ ଅନେକ ଖେଳାଳି ଏଭଳି ଅଛନ୍ତି ଯିଏ ନିଜର ଅଜବ ରେକର୍ଡକୁ ନେଇ ଆଜିବି ପରିଚିତ। ସେଭଳି ଜଣେ ହେଲେ ଅଷ୍ଟ୍ରେଲିଆର ଅଭିଜ୍ଞ ସେନ୍‌ ଓ୍ବାର୍ନ। ଉଇକେଟ ସହ ରନ୍‌ କରିବାକୁ ନେଇ ସେ ଚର୍ଚ୍ଚାରେ ରହୁଥିଲେ ହେଁ ଗୋଟିଏ ବି ଶତକ ମାରିନାହାନ୍ତି। ଏଣୁ ସେ ବିନା ଶତକରେ ଟେଷ୍ଟ କ୍ରିକେଟରେ ସର୍ବାଧିକ ରନ୍‌ କରିଥିବା ଖେଳାଳି ଭାବେ ବିବେଚିତ ହୋଇଥାନ୍ତି।

ଅଷ୍ଟ୍ରେଲିଆର ଏହି ପୂର୍ବତନ ମହାନ କ୍ରିକେଟର ଦଳ ପାଇଁ ୧୯୯୨ରୁ ୨୦୦୭ ଯାଏ କ୍ରିକେଟ ଖେଳିଥିଲେ। ସେ ୧୪୫ ଟେଷ୍ଟ ମ୍ୟାଚ୍‌ର ୧୯୯ ପାଳିରେ ୩୧୫୪ରନ୍‌ କରିଛନ୍ତି। ହେଲେ ସେଥିରେ ଗୋଟିଏ ମଧ୍ୟ ଶତକ ନାହିଁ। ଏକଦା ତାଙ୍କ ପାଖରେ ଶତକ ମାରିବାର ସୁଯୋଗ ଥିଲା। ହେଲେ ସେ ଗୋଟିଏ ରନ୍‌ ପଛରେ ରହିଯାଇଥିଲେ। ଏଣୁ ଏବେ ବି ୯୯ ତାଙ୍କର ସର୍ବଶ୍ରେଷ୍ଠ ସ୍କୋର ଭାବେ ରହିଛି।

ଟେଷ୍ଟ କ୍ରିକେଟରେ ବିନା ଶତକ କରି ସର୍ବାଧିକ ରନ୍‌ କରିଥିବା ଟପ୍‌ ୫ ଖେଳାଳି:
ସେନ୍‌ ଓ୍ବାର୍ନ-୩୧୫୪ରନ୍‌
ଚେତନ ଚୌହାନ-୨୦୮୪ରନ୍‌
ନିରୋଶନ ଡିକବେଲା-୨୦୬୪ରନ୍‌
ଡିଏଲ୍‌ ମୁରେ-୧୯୯୩ରନ୍‌
ମେଲକମ୍‌ ମାର୍ଶଲ-୧୮୧୦ ରନ୍‌

 


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଛେତ୍ରୀଙ୍କ ଡବଲ ଗୋଲରେ ଭାରତ ବିଜୟୀ

ଦୋହା, ୮।୬(ପି.ଟି.): ଚଳିତ ଫିଫା ବିଶ୍ୱକପ୍‌ ଓ ଏସିଆନ କପ୍‌ କ୍ୱାଲିଫାୟର୍ସ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତ ସୋମବାର ପଡ଼ୋଶୀ ବାଂଲାଦେଶକୁ ୨-୦ ଗୋଲରେ ପରାସ୍ତ କରିଛି।...

ଘରୋଇ କ୍ରିକେଟରେ କେନ୍ଦ୍ରୀୟ ଚୁକ୍ତି ଲାଗୁ ନେଇ ଦାବି

ନୂଆଦିଲ୍ଲୀ,୩।୬(ପି.ଟି.): କୋଭିଡ୍‌-୧୯ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ଘରୋଇ କ୍ରିକେଟରଙ୍କ ଲାଗି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କ୍ଷତିପୂରଣ ଦେବାକୁ ପ୍ରୟାସ ଆରମ୍ଭ କରିଛି। ଯଦିଓ...

ଆଇପିଏଲ୍‌ ୨୦୨୧ରେ ସବୁ ଦଳକୁ ଲାଗିପାରେ ଝଟ୍‌କା: ଖେଳି ନ ପାରନ୍ତି ଏହି ୪୦ ଖେଳାଳି

ନୂଆଦିଲ୍ଲୀ,୨।୬: ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ୟୁଏଇରେ ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ ଆୟୋଜନ ହେବ ବୋଲି ଘୋଷଣା କରିଛି।...

କୋହଲିଙ୍କ ସବୁଠାରୁ ଭଲ ଗୁଣ କ’ଣ ଜାଣନ୍ତି: ପ୍ରଶଂସାରେ ଶତମୁଖ ହୋଇ ଏଭଳି କହିଲେ କୋଚ୍‌…

ନୂଆଦିଲ୍ଲୀ,୫।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ହେବ। ଜୁନ୍‌ ୧୮ରୁ ଡବ୍ଲୁଟିସି ଫାଇନାଲ ଇଂଲଣ୍ଡରେ ଖେଳାଯିବ। ଏହି ମହାମୁକାବିଲା ପୂର୍ବରୁ ଭାରତୀୟ...

୬ ବର୍ଷ ଝିଅର ବ୍ୟାଟିଂ ଦେଖି ବଡ଼ ବଡ଼ କ୍ରିକେଟର୍‌ ହେଲେ ଆଶ୍ଚର୍ଯ୍ୟ

ଭାରତରେ କ୍ରିକେଟ୍‌ ସବୁଠୁ ଅଧିକ ଲୋକପ୍ରିୟ ଖେଳ। ଏହାକୁ ସବୁ ବର୍ଗର ଲୋକ ଦେଖିଥାନ୍ତି। ନିକଟରେ ଜଣେ ୬ ବର୍ଷୀୟ ଝିଅଙ୍କ ଏକ ଭିଡିଓ ଭାଇରାଲ...

ଫ୍ରେଞ୍ଚ୍‌ ଓପନ ଟେନିସ: ଜିଡାନସେକ-ବଦୋସା କ୍ୱାର୍ଟର ଫାଇନାଲ

ପ୍ୟାରିସ, ୭।୬-ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସରେ ତାମାରା ଜିଡାନସେକ ଓ ପାଉଲା ବଦୋସାଙ୍କ ମଧ୍ୟରେ କ୍ୱାର୍ଟର ଫାଇନାଲ ମୁକାବିଲା ହେବ। ସ୍ଲୋଭାନିଆର...

ଆଧୁନିକ କ୍ରିକେଟରେ କେଉଁ ଖେଳାଳିଙ୍କ ଭଳି ବ୍ୟାଟିଂ କରିବାକୁ ଚାହାନ୍ତି ପ୍ରଶ୍ନରେ ଏଭଳି କହିଲେ ଗାଭାସ୍କର; ଚକିତ କଲା ନାମ…

ନୂଆଦିଲ୍ଲୀ,୩।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ସୁନିଲ ଗାଭାସ୍କର ଟି୨୦ କ୍ରିକେଟର ବଡ଼ ପ୍ରଶଂସକ ବୋଲି ସ୍ବୀକାର କରିଛନ୍ତି। ତାଙ୍କ ସମୟର ଅନେକ ଖେଳାଳି...

ମନୀଷ କୁମାର ଜାତୀୟ ଚାମ୍ପିୟନ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶାର ମନୀଷ କୁମାର ଜାତୀୟ ୧୮ ବର୍ଷରୁ କମ୍‌ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଟାଇଟଲ ହାସଲ କରିଛନ୍ତି। ୧୧ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ
Next Post Next post:
ପାନ୍‌-ଆଧାର ଲିଙ୍କ୍‌ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts