E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଡରହାମରେ ଇଣ୍ଟ୍ରା ସ୍କାଡ୍‌ ମ୍ୟାଚ୍‌ ଖେଳିବ ଟିମ୍‌ ଇଣ୍ଡିଆ
6:07 pmJune 25, 2021

ନୂଆଦିଲ୍ଲୀ,୨୫।୬: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ପ୍ରସ୍ତୁତି ଲାଗି ଡରହାମଠାରେ ଏକତ୍ରିତ ହେବେ ଭାରତୀୟ ଦଳର ଖେଳାଳିମାନେ। ସେଠାରେ ଟିମ୍‌ ଇଣ୍ଡିଆର ଖେଳାଳିମାନେ ଦୁଇ ଭାଗରେ ବିଭକ୍ତ ହୋଇ ପରସ୍ପର ବିରୋଧରେ ଦୁଇଟି ମ୍ୟାଚ୍‌ ଖେଳିବେ। ବୁଧବାର ସାଉଥାମ୍ପଟଠାରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶପ୍‌ ଫାଇନାଲରେ ପରାଜୟ ପରେ ଖେଳାଳିମାନେ ଲଣ୍ଡନରେ ଅଛନ୍ତି। ଫାଇନାଲ ଲାଗି ଭାରତୀୟ ଦଳରେ ସ୍ଥାନ ପାଇ ନ ଥିବା ୮ ଖେଳାଳି ଗତ ସପ୍ତାହରୁ ଲଣ୍ଡନ ଚାଲି ଆସିଥିଲେ।

ଅଗଷ୍ଟ ୪ ତାରିଖରୁ ନଟିଂହାମଠାରେ ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ପୂର୍ବରୁ ଭାରତୀୟ ଦଳ ଡରହାମ ସ୍ଥିତ ରିଭରସାଇଡ୍‌ ଗ୍ରାଉଣ୍ଡରେ ଦୁଇଟି ଇଣ୍ଟ୍ରା-ସ୍କାଡ୍‌ ମ୍ୟାଚ୍‌ ଖେଳିବ। ଏହି ଗୁରୁତ୍ୱପୂର୍ଣ୍ଣ ସିରିଜ୍‌ ପୂର୍ବରୁ ଭାରତୀୟ ଦଳକୁ କୌଣସି ପ୍ରଥମ ଶ୍ରେଣୀ ଦଳ ସହ ଖେଳିବାକୁ ସୁଯୋଗ ଦେଇ ନାହିଁ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)। କୋଭିଡ୍‌ ପ୍ରୋଟୋକୋଲକୁ ଦୃଷ୍ଟିରେ ରଖି ଭାରତୀୟ ଦଳ ପାଇଁ ଅଭ୍ୟାସ ମ୍ୟାଚ୍‌ ବ୍ୟବସ୍ଥା କରାଯାଇ ନାହିଁ। କାଉଣ୍ଟି ଦଳକୁ ଭାରତୀୟ ଦଳ ସହ ଗୋଟିଏ ବବଲ୍‌ରେ ରଖିବା ସହଜ ନୁହେଁ। ଇସିବି ଖେଳାଳିଙ୍କ ସୁରକ୍ଷା ଲାଗି ବେଶ୍‌ ଜତ୍ନବାନ ବୋଲି ବିସିସିଆଇ ପକ୍ଷରୁ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଭୁବନେଶ୍ୱରଙ୍କ ଦୁଃଖ ସରୁନି: ପିତାଙ୍କ ମୃତ୍ୟୁ ପରେ ମା’ ହସ୍ପିଟାଲରେ, ନିଜଠାରେ କରୋନା ଲକ୍ଷଣ

ଟିମ ଇଣ୍ଡିଆର ଦ୍ରୁତ ବୋଲର ଭୂବନେଶ୍ୱର କୁମାରଙ୍କ ସମସ୍ୟା ଶେଷ ହେବାର ନାଁ ନେଉନାହିଁ। ନିକଟରେ ତାଙ୍କ ପିତାଙ୍କ ମୃତୁ ପରେ ଏବେ ଭୁବନେଶ୍ୱରଙ୍କ ମା’...

ଆଇସିସି ଉପରେ କୋହଲି ଖପ୍ପା: କଥାରେ କଥାରେ ଦେଲେ ଚେତାବନୀ; କହିଲେ ଏହା ଉପରେ ବିଚାର କରିବା…

ସାଉଥାମ୍ପଟନ,୨୪।୬: ଭାରତୀୟ କ୍ରିକେଟ ଟିମ୍‌ର ମୁଖ୍ୟ ପ୍ରଶିକ୍ଷକ ରବିଶାସ୍ତ୍ରୀଙ୍କ ସ୍ବରରେ ସ୍ବର ମିଳାଇଛନ୍ତି ଅଧିନାୟକ ବିରାଟ କୋହଲି। ଦୁନିଆର ସର୍ବଶ୍ରେଷ୍ଠ ଟେଷ୍ଟ ଦଳକୁ ଗୋଟିଏ ଫାଇନାଲ...

ଏଫ୍‌ସି ବେୟର୍ନ ବିଶ୍ୱ ଦଳରେ ଶୁଭୋ ପଲ୍‌

ନୂଆଦିଲ୍ଲୀ, ୧୨ା୬ (ପି.ଟି.)- ଦିଲ୍ଲୀଭିତ୍ତିକ ସୁଦେଭା ଏଫ୍‌ସି ଆଇ-ଲିଗ୍‌ ଦଳର ଅଧିନାୟକ ଶୁଭୋ ପଲ୍‌ ପ୍ରସିଦ୍ଧ ଜର୍ମାନ ଫୁଟ୍‌ବଲ କ୍ଲବ ଏଫ୍‌ସି ବେୟର୍ନର ୧୯ ବର୍ଷରୁ...

ପାକିସ୍ତାନ ଟି୨୦ ଦଳରେ ପୂର୍ବତନ ଅଧିନାୟକଙ୍କ ପୁଅ

କରାଚୀ,୪।୬: ଆଗକୁ ହେବାକୁ ଥିବା ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ପିସିବି ପକ୍ଷରୁ ଘୋଷଣା କରାଯାଇଛି ପାକିସ୍ତାନ ଟି୨୦ ଦଳ। ଏହି ଦଳରେ ସ୍ଥାନ...

ଟ୍ରାନ୍ସଜେଣ୍ଡର ହୁବାର୍ଡଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ଓ୍ବେଲିଂଟନ, ୨୨ା୬ (ଏପି)- ଲରେଲ ହୁବାର୍ଡ ଦୁଇ ଟିଟି ଲିଫ୍ଟରେ ୬୨୮ ପାଉଣ୍ଡ (୧୮୫ କିଲୋଗ୍ରାମ୍‌) ଉତ୍ତୋଳନ କରି ଟୋକିଓ ଅଲିମ୍ପିକ୍ସ ମହିଳା ସୁପର-ହେଭିଓ୍ବେଟ୍‌ ଡିଭିଜନ...

୭ ବଲ୍‌ରେ ବିସ୍ଫୋରକ ୪୨ ରନ୍‌ କଲେ ଏହି ବ୍ୟାଟ୍ସମ୍ୟାନ୍‌: ରଚିଲେ ଇତିହାସ

ୟୁଏଇ,୨୦।୬: ପାକିସ୍ତାନ ସୁପର ଲିଗ (ପିଏସଏଲ)ରେ କରାଚି କିଙ୍ଗସ ଏବଂ କ୍ୱେଟା ଗ୍ଲେଡିଏଟର୍ସ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ବ୍ୟାଟିଂ କରି କରାଚି ନିର୍ଦ୍ଧାରିତ...

ଲାଲରୁଥରାଙ୍କ ସହ ଚୁକ୍ତିକଲା ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୯।୬(କ୍ରୀଡ଼ା ପ୍ରତିନିଧି)-ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ର ୮ମ ସଂସ୍କରଣ ପୂର୍ବରୁ ୨୬ ବର୍ଷୀୟ ଭାରତୀୟ ଡିଫେଣ୍ଡର ଲାଲରୁଥରାଙ୍କ ସହ ଚୁକ୍ତି କରିଛି ଓଡ଼ିଶା ଏଫ୍‌ସି। ଭୁବନେଶ୍ୱରଭିତ୍ତିକ...

ଫାଇନାଲ୍‌ ହାରିବା ପରେ ଏମିତି କହିଲେ କୋହଲି

ସାଉଥାମ୍ପଟନ୍‌,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଫାଇନାଲରେ ନ୍ୟୁଜିଲାଣ୍ଡ ଭାରତକୁ ୮ ଉଇକେଟରେ ପରାସ୍ତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଡ଼ିଶାରେ ଡେଲଟା ପ୍ଲସ
Next Post Next post:
ମାସ୍କ ନ ପିନ୍ଧିବାରୁ ବ୍ୟାଙ୍କ୍‌ରେ ଗ୍ରାହକଙ୍କୁ ଗୁଳି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts