E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବାଲେଶ୍ୱର

ଗ୍ରାହକ ସାଜି ନେଇଗଲେ ସୁନା ହାର
7:13 pmJune 25, 2021

ସୋର,୨୫।୬: ବାଲେଶ୍ୱର ଜିଲା ସୋର ଥାନା ବଡ଼ଖୁରି ଛକରେ ଥିବା ଏକ ଜୁଏଲାରୀ ଦୋକାନରୁ ସୁନା ଅଳଙ୍କାର ଲୁଟ ହୋଇଛି । ଗ୍ରାହକ ବେଶରେ ଆସି ଜଣେ ଯୁବକ ଦୋକାନରୁ ୧୪ ଗ୍ରାମ ଓଜନର ଏକ ସୁନା ହାର ଲୁଟି ନେଇ ଫେରାର ହୋଇଯାଇଛନ୍ତି। ଦୋକାନରେ ଲାଗିଥିବା ସିସିଟିଭିରେ ଏହା କଏଦ ହୋଇଛି। ପୋଲିସ ସିସିଟିଭି ଫୁଟେଜ ଆଧାରରେ ଘଟଣାର ଅଧିକ ତଦନ୍ତ ଚଳାଇଛି।

ସୂଚନା ଯୋଗ୍ୟ, ଜଣେ ଯୁବକ ଦୋକାନକୁ ଆସି ମାଲିକଙ୍କୁ ସୁନା ହାର ଦେଖାଇବାକୁ କହିଥିଲେ। ସେ ଏକ ୧୪ ଗ୍ରାମ ଓଜନର ସୁନା ହାର ତାଙ୍କୁ ଦେଖାଇଥିଲେ। ସେତିକିବେଳେ୨ ଜଣ ମହିଳା ଗ୍ରାହକ ଦେକାନକୁ ଆସିବାରୁ ତାଙ୍କୁ ମଧ୍ୟ ମାଲିକ ଅନ୍ୟ ସୁନା ଅଳଙ୍କାର ଦେଖାଉଥିଲେ। ଏହାର ସୁଯୋଗ ନେଇ ଯୁବକ ଜଣଙ୍କ ଏକ ହାର ନେଇ ଦୋକାନରୁ ଚମ୍ପଟ ମାରିଥିଲେ। ଏହା ଜାଣିବା ପରେ ଦୋକାନ ମାଲିକ ସୋର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବାଲେଶ୍ୱର View All

୮ଘଣ୍ଟା ପରେ ଉଦ୍ଧାର ହେଲା ଭାଲୁ

ଝରିଗାଁ, ୧୧।୬: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ରତାଖଣ୍ଡିଗୁଡା ପଞ୍ଚାୟତ ଅଧୀନ ରାଣୀଚଚରା ଗ୍ରାମକୁ ପଶି ଆସିଥିଲା ଶୁକ୍ରବାର ଏକ ଭାଲୁ। ଗ୍ରାମବାସୀ ଭାଲୁକୁ ଦେଖି...

ଗାଁରେ ପଶିଲା ହାତୀ, ଗ୍ରାମବାସୀ ଭୟଭୀତ

ରୂପ୍‌ସା,୨୫ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଜହତା ଗ୍ରାମରେ ଶୁକ୍ରବାର ସକାଳେ ଏକ ଦନ୍ତାହାତୀ ପଶି ଆସିଥିବା ଦେଖିବାକୁ ମିଳିଛି। ଜଣେ...

ଦୁଇ କାର୍‌ ମୁହାଁମୁହିଁ ଧକ୍କା: ମାଉସୀ-ପୁତୁରା ଆହତ, ଜଣେ ଗୁରୁତର

ଦିଗପହଣ୍ଡି,୧୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ନିକଟରେ ଶନିବାର ପୂର୍ବାହ୍ନରେ ବିପରୀତ ଦିଗରୁ ଆସୁଥିବା ୨ଟି କାର ଚାଳକଙ୍କ ଅସାବଧାନତା ଯୋଗୁ...

କରୋନା ଛଡ଼ାଇନେଲା ଜୀବିକା

ଖୋର୍ଦ୍ଧା ଅଫିସ,୨୦ା୬: କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଏଥିସହ ସପ୍ତାହାନ୍ତ ଶଟ୍‌ଡାଉନ ରହିଛି। ପୂର୍ବରୁ ଲକ୍‌ଡାଉନ ସମୟରେ କେବଳ ୪ଘଣ୍ଟା...

ବୋମାମାଡ଼ କରି ବିଜେଡି ନେତା ଗିରଫ

ଗୋପାଳପୁର,୧୩ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ଗତ ୧୦ ତାରିଖରେ ୨ ଗୋଷ୍ଠୀ ମଧ୍ୟରେ ବୋମାମାଡ଼ ହୋଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ...

ଦିବ୍ୟାଙ୍ଗ ଝିଅ ସହ ରାହା ଖୋଜୁଛନ୍ତି ରଜନୀ

ସିମୁଳିଆ, ୨୦।୬ (ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମୁରୁଣା ପଞ୍ଚାୟତ ୩ନଂ. ୱାର୍ଡ ରାଉତପଡା ଅଞ୍ଚଳର ୫୫ ବର୍ଷୀୟା ରଜନୀ ଦାସଙ୍କ ନିକଟରେ ମୁଣ୍ଡ ଗୁଞ୍ଜିବାକୁ...

କୋଭିଡ୍‌ଜନିତ ମୃତ୍ୟୁ ଅଡିଟ୍‌ ପ୍ରସଙ୍ଗ: ହାଇକୋର୍ଟରେ ମାମଲା ଖାରଜ

କଟକ ଅଫିସ,୨୫।୬: କୋଭିଡ୍‌ଜନିତ ମୃତ୍ୟୁର ଅଡିଟ୍‌ ପାଇଁ ହୋଇଥିବା ଜନସ୍ବାର୍ଥ ମାମଲାକୁ ଗୁରୁବାର ହାଇକୋର୍ଟ ମୁଖ୍ୟବିଚାରପତି ଏସ୍‌. ମୁରଲୀଧର ଏବଂ ବିଚାରପତି ଏସ୍‌.କେ. ପାଣିଗ୍ରାହୀଙ୍କୁ ନେଇ...

ପୁଅର ମୃତଦେହ ଛୁଇଁଲେନି ବାପା

ବୌଦ୍ଧ,୨୧।୬: ପୁଅର ମୃତ୍ୟୁ ପରେ ବାପା ମୃତଦେହ ଛୁଇଁଲେନି କି ସଂସ୍କାର ପାଇଁ ନେଲେନାହିଁ। ଫଳରେ ପୁତ୍ରବଧୂ ଥାନାର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ବୁଝାଶୁଝା କରିବାରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମାସ୍କ ନ ପିନ୍ଧିବାରୁ ବ୍ୟାଙ୍କ୍‌ରେ ଗ୍ରାହକଙ୍କୁ ଗୁଳି
Next Post Next post:
ମଦ୍ରାସା ପରୀକ୍ଷାରେ ସମସ୍ତେ ପାସ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts