ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓଡ଼ିଶା ରାଜ୍ୟ ମଦ୍ରାସା ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମୌଲବୀର ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଭୁବନେଶ୍ୱର ୟୁନିଟ୍-୯ ସ୍ଥିତ ଉର୍ଦ୍ଦୁଭବନ ପରିସରରେ ଫଳ ପ୍ରକାଶ କରାଯାଇଛି। ମୌଲବୀ ପରୀକ୍ଷାରେ ମୋଟ୍ ୨୧୨ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୯୨ ଜଣ ରେଗୁଲାର ଓ ୨୦ ଜଣ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର ଥିଲେ। ପରୀକ୍ଷାରେ ସମସ୍ତ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ୨୧୨ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରେ ୮୪ ଛାତ୍ରୀ ଥିବା ବେଳେ ୧୨୮ ଛାତ୍ର ଅଛନ୍ତି। ମଦ୍ରାସା ଇସ୍ଲାମିଆ ଆର୍ବିଆର ଛାତ୍ରୀ କନିଜ୍ ଫାତମା ୭୦୦ରୁ ୬୪୪ ନମ୍ବର ରଖି ଏ ୱାନ୍ ଗ୍ରେଡ୍ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହି ପରୀକ୍ଷା ଫଳ osbme.org.in ୱେବ୍ସାଇଟ୍ରେ ଉପଲବ୍ଧ।
ଦୀର୍ଘ ୫ଘଣ୍ଟା ପରେ ଅପହରଣକାରୀ ଗିରଫ
ବଲାଙ୍ଗୀର ଅଫିସ,୧୫।୬: ଶେଷରେ ବଲାଙ୍ଗୀର ଶାନ୍ତିପଡ଼ାର ହାଇପ୍ରୋଫାଇଲ୍ ଡ୍ରାମାର ଅନ୍ତ ଘଟିଛି। ଘର ଭିତରେ ପଶି ସୁରକ୍ଷିତ ଭାବେ ଅପହରଣକାରୀଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ।...
ଯୁକ୍ତ ୨ମୂଲ୍ୟାୟନ: ଦଶମ ମାର୍କ ପାଖାପାଖି ନ ହେଲେ ତା’ଠୁ ଅଧିକ ମିଳିବ
ଭୁବନେଶ୍ୱର,୨୦।୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ ପରେ ମୂଲ୍ୟାୟନକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ଚିନ୍ତା ବଢ଼ିଥିଲା। ଏକ ପ୍ରକାର ସମସ୍ତେ ସସ୍ପେନ୍ସରେ ଥିଲେ, କିପରି...
ଗୋଟିଏ ଜୁଇରେ ୧୦ କୋଭିଡ୍ ମୃତଦେହ ସତ୍କାର ଘଟଣା ହାଇକୋର୍ଟରେ ମାମଲା
କଟକ ଅଫିସ,୨୨।୬: ବଲାଙ୍ଗୀରରେ ଗୋଟିଏ ଜୁଇରେ ୧୦ କୋଭିଡ୍ ସଂକ୍ରମିତଙ୍କ ମୃତଦେହ ସତ୍କାର ଏବଂ ବାରିପଦା କୋଭିଡ୍ ହସ୍ପିଟାଲରେ ଅବ୍ୟବସ୍ଥା ଘଟଣାକୁ ନେଇ ସୋମବାର ହାଇକୋର୍ଟରେ...
ପରୀ ପରେ ବେବିନାଙ୍କୁ ହତ୍ୟା
ନୟାଗଡ଼ ଅଫିସ/ଦଶପଲ୍ଲା, ୧୭ା୬(ଡି.ଏନ୍.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ନୂଆଗଁା ପଞ୍ଚାୟତ ଧୁନ୍ଦୁଗାଡିଆ ଗଁାର ୫ ବର୍ଷୀୟା ଶିଶୁକନ୍ୟା ବେବିନା ନାୟକଙ୍କୁ ହତ୍ୟା...
ନକଲି ଔଷଧ ଧରିବ ଏସ୍ଟିଏଫ୍
ଭୁବନେଶ୍ୱର,୧୬।୬(ବ୍ୟୁରୋ): କରୋନା ମହାମାରୀ ଭଳି ଘଡ଼ିସନ୍ଧି ସମୟରେ ରାଜ୍ୟରେ ନକଲି ଔଷଧ କାରବାର ଚାଲିଛି। ଏହାକୁ ଗୁରୁତ୍ୱର ସହ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...
୪ବର୍ଷର ପ୍ରତିଭା ସାଇସାଗର
ଖୋର୍ଦ୍ଧା ଅଫିସ/ବେଗୁନିଆ, ୧୩ା୬(ଡି.ଏନ୍.ଏ.): କଥାରେ ଅଛି ତୁଳସୀ ଦୁଇପତ୍ରରୁ ବାସେ। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଦୁର୍ଗାପୁର ପଞ୍ଚାୟତ ଅନ୍ତର୍ଗତ ଗୁଡୁମ ଗଁାର କୃପାସିନ୍ଧୁ ବରାଡ଼ଙ୍କ...
ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର
ଗୋଲାମୁଣ୍ଡା,୨୧ା୦୬: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ...
ଏମ୍କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ
ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି...


