E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଅନର କିଲିଂ: ସ୍ବାମୀଙ୍କୁ ହତ୍ୟା, ସ୍ତ୍ରୀଙ୍କୁ ଗୁଳି
10:07 pmJune 25, 2021

ନୂଆଦିଲ୍ଲୀ,୨୫।୬: ଦ୍ୱାରକାର ଅମ୍ବରହାଇ ଗାଁରେ ଗୁରୁବାର ୨୩ ବର୍ଷୀୟ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ବେଳେ ତାଙ୍କର ସ୍ତ୍ରୀ ଗୁରୁତର ହୋଇ ହସ୍ପିଟାଲରେ ଜୀବନ ସହ ସଂଘର୍ଷ କରୁଛନ୍ତି। ଘଟଣା ସମ୍ପର୍କରେ ସକାଳ ୯ଟା ରେ ଖବର ପାଇଥିଲା ଦ୍ୱାରକା ସେକ୍ଟର-୨୩ ଥାନା ପୋଲିସ। ଏହାକୁ ପୋଲିସ ଅନର କିଲିଂ ମାମଲା ବୋଲି ସନ୍ଦେହ କରୁଛି।

ପୋଲିସର ତଦନ୍ତରୁ ଜଣାପଡ଼ିଛି, ମୃତକ ବିନୟ ଦାହିୟା (୨୩) ଓ ତାଙ୍କ ସ୍ତ୍ରୀ କିରନ (୧୯)ଙ୍କୁ ଭଡ଼ା ଘରେ ପଶି ୬ରୁ ୭ ଜଣ ଲୋକେ ଗୁଳି କରିଥିଲେ। ବିନୟଙ୍କ ଦେହରେ ୪ଟି ଗୁଳି ବାଜିଥିବାରୁ ତାଙ୍କ ମୃତ୍ୟୁ ହୋଇଥିବାବେଳେ ୫ ଗୁଳି ଖାଇଥିବା କିରନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା କହିଛନ୍ତି ଦ୍ୱାରକା ଡିସିପି ସନ୍ତୋଷ କୁମାର ମିନା। ଏହି ଦମ୍ପତି ଗତବର୍ଷ ସେମାନଙ୍କ ପରିବାର ଇଚ୍ଛା ବିରୋଧରେ ହରିୟାଣାର ସୋନିପତରୁ ଫେରାର ହୋଇଯାଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଥରିଲା ଆସାମ: ଉତ୍ତର-ପୂର୍ବ ଅଞ୍ଚଳରେ ଗତ ୨୪ଘଣ୍ଟାରେ ୫ଥର ଭୂକମ୍ପ

ଗୁଆହାଟି,୧୯।୬: ଆସାମରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରହିଛି। ଉତ୍ତର-ପୂର୍ବ ଅଞ୍ଚଳରେ ଗତ ୨୪ ଘଣ୍ଟାରେ ଏହା ପଞ୍ଚମ...

ସ୍ତନ୍ୟପାନ କରାଉଥିବା ମା’ଙ୍କୁ ମିଳୁ ଓ୍ବାର୍କ ଫ୍ରମ୍‌ ହୋମ୍‌ ସୁବିଧା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ପରାମର୍ଶ …

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସ୍ଥିତି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ନୂଆ...

ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ୧୮ ମାସ ଜେଲ

ଅହମ୍ମଦାବାଦ: ଗୁଜରାଟ ହାଇକୋର୍ଟର ଜଣେ ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ଜଣେ ବ୍ୟକ୍ତିଙ୍କୁ ଦେଢ଼ବର୍ଷ ପାଇଁ ଜେଲ ଦଣ୍ଡାଦେଶ ହୋଇଛି। ରାଜକୋଟ ଜିଲା ଭୟଭଦର ଚା’ ଦୋକାନୀ...

ମୃତ୍ୟୁର ୩୬ ଘଣ୍ଟା ବିତିଗଲାଣି, ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆଙ୍କ ଅନ୍ତିମ ସଂସ୍କାର କରୁନାହାନ୍ତି ପରିବାର ଲୋକେ

ଆଇଜୋଲ୍‌,୧୫।୬: ଦୁନିଆର ସବୁଠୁ ବଡ ପରିବାରର ମୁଖ୍ୟ ମିଜୋରାମର ଜିଓନା ଚାନା ଶେଷନିଃଶ୍ୱାସ ତ୍ୟାଗ କରିବାର ୩୬ ଘଣ୍ଟାରୁ ଅଧିକ ସମୟ ବିତିଯାଇଛି, କିନ୍ତୁ ତାଙ୍କ...

ବିଧାନସଭା କାର୍ଯ୍ୟରେ ହସ୍ତକ୍ଷେପ କରୁଛନ୍ତି ରାଜ୍ୟପାଳ, ଅଭିଯୋଗ ଆଣିଲେ ବାଚସ୍ପତି…

କୋଲକାତା,୨୩।୬: ବିଧାନସଭା କାର୍ଯ୍ୟ ବାଧା ସୃଷ୍ଟି କରିବା ସହିତ ରାଜ୍ୟପାଳ ଜଗଦୀପ୍‌ ଧାନଖର ହସ୍ତକ୍ଷେପ କରୁଥିବା ଅଭିଯୋଗ ହୋଇଛି। ପଶ୍ଚିମବଙ୍ଗ ବିଧାନସଭା ବାଚସ୍ପତି ବିମାନ ବାନାର୍ଜୀ...

ତେନ୍ଦୁଲକର ସହ କଥା ହୋଇଥିବେ, ମୋ ସହ ନୁହେଁ : ପାଇଲଟ

ଜୟପୁର,୧୧।୬: ରାଜନୈତିକ ଦଳରେ ଏବେ ମିଶ୍ରଣ ପର୍ବ ଚାଲିଛି। ପୂର୍ବତନ ସହଯୋଗୀ ତଥା କଂଗ୍ରେସ ନେତା ଜିତିନ ପ୍ରସାଦ ଭାଜପାରେ ସାମିଲ ହେବା ପରେ କଂଗ୍ରେସ...

ସମସ୍ତ କରୋନା ମୃତକଙ୍କୁ କରାଯିବ ଚିହ୍ନଟ: କେନ୍ଦ୍ର ସରକାର …

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣରେ ଆକ୍ରାନ୍ତ ଯୋଗୁ ଘଟିଥିବା ସମସ୍ତ ମୃତକଙ୍କୁ ଚିହ୍ନଟ କରାଯିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା ୧୮୩...

ପ୍ରିୟଙ୍କା-ରାହୁଲଙ୍କ ସହ ହୋଇପାରିଲାନି ସାକ୍ଷାତକାର: ନିରାଶ ହୋଇ ଫେରିଲେ ସଚିନ

ନୂଆଦିଲ୍ଲୀ,୧୬।୬: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ରାନୈତିକ ସଙ୍କଟ ଜାରି ରହିଛି। ଦୁହିଁଙ୍କ ମଧ୍ୟରେ ଥିବା ବିବାଦ ଥମିବାର ନା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶେଷ ପର୍ଯ୍ୟାୟରେ ରଥ ପ୍ରସ୍ତୁତି କାର୍ଯ୍ୟ
Next Post Next post:
ଟିକା ବଦଳରେ ଦିଆଯାଇଛି ଲୁଣ ପାଣି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts