E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଝାରସୁଗୁଡ଼ା, ରାଜ୍ୟ

ସାଧାରଣ ବଚ୍‌ସାରୁ ହତ୍ୟା
11:26 pmJune 25, 2021

ଝାରସୁଗୁଡା ଅଫିସ୍‌,୨୬।୬: ଝାରସୁଗୁଡ଼ା ଜିଲା ସଦର ଥାନା ଅଧୀନ ଲହଣ୍ଡାବୁଡ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ସ୍ଥାନୀୟ ଫୁଟବଲ ପଡିଆରେ ସାଧାରଣ କଥାକୁ ନେଇ ଗ୍ରାମର ୨ଜଣ ବ୍ୟକ୍ତିଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଜଣେ ଅନ୍ୟ ଜଣଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଟାଙ୍ଗିଆ ଚୋଟରେ ପ୍ରଫୁଲ୍ଲ ଆଡେ(୪୭)ଙ୍କ ମୃତ୍ୟୁ ଘଟିଥିଲା।

ଖବରପାଇ ଏସ୍‌ଡିପିଓ ନିର୍ମଳ ମହାପାତ୍ର, ଆଇଆଇସି ସୁଚିସ୍ମିତା ମହାନ୍ତି ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲେ। ଏନେଇ ସଦର ଥାନା ପୋଲିସ ଏକ ହତ୍ୟା ମାମଲା(ନଂ.୧୦୫/୨୧) ରୁଜୁ କରି ଅଧିକ ତଦନ୍ତ ଚଲାଇଛି। ପୋଲିସ ଅଭିଯୁକ୍ତ ଗଣେଶ ମାଝି(୪୫)ଙ୍କୁ ଗିରଫ କରିବା ସହ ହତ୍ୟାରେ ବ୍ୟବହୃତ ଟାଙ୍ଗିଆ ଜବତ କରିଛି। ଶନିବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ମହାନ୍ତି କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଝାରସୁଗୁଡ଼ା, ରାଜ୍ୟ View All

କ୍ୟାନ୍‌ସର ରୋଗୀଙ୍କୁ ମିଳୁନି କେମୋଥେରାପି

ବରଗଡ଼ ଅଫିସ୍‌,୨୧।୬: ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ସ୍ଥାନୀୟ କ୍ୟାନ୍‌ସର ରୋଗୀଙ୍କୁ ମିଳୁଥିବା କେମୋଥେରାପି ଚିକିତ୍ସା ଏବେ ବନ୍ଦ ରହିଛି। ଫଳରେ ଜନସାଧାରଣରେ ପୁଣି ଅସନ୍ତୋଷ...

ରାଜ୍ୟରେ ୟୁଜି-ପିଜି ଫାଇନାଲ ପରୀକ୍ଷା ହେବ; ଘରେ ରହି ଛାତ୍ରୀଛାତ୍ର ଦେଇପାରିବେ…

ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ବୋର୍ଡ ଏବଂ ଯୁକ୍ତ ୨ ପରୀକ୍ଷାକୁ ବାତିଲ କରିଦିଆଯାଇଥିଲା। ଏବେ ୟୁଜି ଏବଂ ପିଜି ପରୀକ୍ଷା ନେଇ...

ମଣ୍ଡିରୁ ଉଠୁନି ଧାନ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା

ବରଗଡ଼ ଅଫିସ,୧୮ା୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଅବ୍ୟବସ୍ଥିତ ହୋଇପଡ଼ିଛି। ମଣ୍ଡିକୁ ଚାଷୀମାନେ ଧାନ ଆଣୁଛନ୍ତି, କିନ୍ତୁ ବିଭିନ୍ନ ଆଳରେ ସେହି ଧାନକୁ...

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ ବ୍ଲକ ବସାଲଇ ଗ୍ରାମର ମିଲୁ...

ରାଜଧାନୀରୁ ଆଉ ୯୭୪ ସଂକ୍ରମିତ ଚିହ୍ନଟ: ଜାଣନ୍ତୁ କେଉଁଠୁ କେତେ…

ଭୁବନେଶ୍ୱର,୧।୬(ବ୍ୟୁରୋ): ସଂକ୍ରମଣରେ ରୋକ୍‌ ଲାଗୁନି। ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ଆଉ ୯୭୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୦ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ...

ବେଦାନ୍ତ ପାଉଁଶ ଡମ୍ପିଂ ବିରୋଧରେ ମହିଳା ଏକାଠି

ଝାରସୁଗୁଡ଼ା ଅଫିସ,୧୬ା୬: ଝାରସୁଗୁଡ଼ା ଭୁର୍କାମୁଣ୍ଡାଠାରେ ଥିବା ବେଦାନ୍ତ କମ୍ପାନୀର ପାଉଁଶ ଡମ୍ପିଂ ଜିଲାବାସୀଙ୍କୁ ଅତିଷ୍ଠ କରିଛି। ପରିସ୍ଥିତି ଏପରି ହୋଇଛି ଯେ ଏହା ବିରୋଧରେ ଝାରସୁଗୁଡ଼ା...

ଟିକାକୁ ନେଇ ଟଣାଓଟରା: ଓଡ଼ିଶାରେ ୬୦୦ କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୭।୬(ବ୍ୟୁରୋ): କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ପର୍ଯ୍ୟାପ୍ତ କୋଭିଡ୍‌ ଭାକ୍ସିନ ଯୋଗାଇ ଦେଉଛୁ ବୋଲି ଦାବି କରୁଥିବା ବେଳେ ଓଡ଼ିଶାରେ ଟିକା ଅଭାବରୁ ପ୍ରାୟ ୬୦୦ଟିକାକରଣ କେନ୍ଦ୍ର...

୭ରୁ ପ୍ରାକ୍‌ ମୌସୁମୀ ବର୍ଷା

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜ୍ୟରେ ଏବେ ତାପମାତ୍ରା ଅଧିକ ରହୁଥିବାବେଳେ ବିଭିନ୍ନ ସ୍ଥାନରେ ବର୍ଷା ମଧ୍ୟ ଜାରି ରହିଛି। ଶୁକ୍ରବାର ବଲାଙ୍ଗୀର ଓ ସୁନ୍ଦରଗଡ଼ରେ ସର୍ବାଧିକ ତାପମାତ୍ରା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଇପିଏଲ ଫାଇନାଲର ଦୁଇ ଦିନ ପରେ ଟି୨୦ ବିଶ୍ୱକପ୍‌
Next Post Next post:
ସଂକ୍ରମଣରୁ ମୁକ୍ତି ପାଇଁ ବର୍ଷାଦିନେ ଖାଆନ୍ତୁ ଏସବୁ ଫଳ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts