E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜ ଜିତିଲା ଇଂଲଣ୍ଡ
7:57 amJune 26, 2021June 27, 2021

କାର୍ଡିଫ, ୨୬ା୬ (ଏପି)-ବର୍ଷାରେ ପ୍ରଭାବିତ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଇଂଲଣ୍ଡ ୫ ଉଇକେଟରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଏଥିସହିତ ଦଳ ୨-୦ରେ ଅଗ୍ରଣୀ ହୋଇ ୩ମ୍ୟାଚ ବିଶିଷ୍ଟ ସିରିଜକୁ ଆଗୁଆ କବ୍‌ଜା କରିନେଇଛି। ଗୁରୁବାର ଅନୁଷ୍ଠିତ ଏହି ମ୍ୟାଚରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭ୍ରମଣକାରୀ ଶ୍ରୀଲଙ୍କା ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ବିନିମୟରେ ୧୧୧ ରନ କରିଥିଲା। ବର୍ଷା ଯୋଗୁ ଘରୋଇ ଦଳ ପାଇଁ ୧୧୨ରନ ପରିବର୍ତ୍ତେ ୧୮ ଓଭରରେ ୧୦୩ ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ଇଂଲଣ୍ଡ ବ୍ୟାଟିଂ କରିବାକୁ ଯାଇ ଏକଦା ୩୬ରନରେ ଏହାର ୪ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା। ମାତ୍ର ସାମ୍‌ ବିଲିଙ୍ଗ୍ସ ଓ ଲିଆମ ଲିଭିଂଷ୍ଟୋନ୍‌ ଭାଗୀଦାରିରେ ୪୮ ବଲ୍‌ରେ ୫୪ ରନ ଯୋଗ କରି ଦଳର ସ୍ଥିତିରେ ସୁଧାର ଆଣିଥିଲେ। ବିଲିଙ୍ଗ୍ସ ୨୪ ରନ କରି ଆଉଟ ହୋଇଥିଲେ। ସେତେବେଳେ ଘରୋଇ ଦଳ ବିଜୟ ପାଇଁ ଆହୁରି ୧୩ ରନ ଆବଶ୍ୟକ କରୁଥିଲା। କିନ୍ତୁ ଲିଭିଂଷ୍ଟୋନ୍‌ (୨୯*) ଓ ସାମ୍‌ କୁରାନ (୧୬*)ଙ୍କ ଚମତ୍କାର ବ୍ୟାଟିଂ ଯୋଗୁ ଇଂଲଣ୍ଡ ହାତରେ ୫ ଉଇକେଟ ଓ ୧୧ ବଲ୍‌ ବାକିଥାଇ ମ୍ୟାଚ ଜିତି ନେଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଧୋନୀଙ୍କ ଦଳର ଥିଲେ ଅଭିନ୍ନ ଅଙ୍ଗ, ମାତ୍ର ଏବେ ସୁଯୋଗ ନ ମିଳିବାରୁ ଦୁଃଖିତ

ମୁମ୍ବାଇ,୬।୬ : ଗତ ୧୨ରୁ ୧୫ ମାସ ହେଲା ଜାତୀୟ ଦଳରେ ସ୍ଥାନ ପାଉ ନାହାନ୍ତି ସ୍ପିନର କୁଲଦୀପ ଯାଦବ। ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ...

ଅମୋଲ ମଜୁମ୍‌ଦାର ମୁମ୍ବାଇ କୋଚ୍‌ ନିଯୁକ୍ତ

ମୁମ୍ବାଇ, ୨ା୬(ପି.ଟି.)-ରଣଜୀ ଟ୍ରଫି କିମ୍ବଦନ୍ତୀ ତଥା ପୂର୍ବତନ ମୁମ୍ବାଇ ଅଧିନାୟକ ଅମୋଲ ମଜୁମ୍‌ଦାର ଆସନ୍ତା ଘରୋଇ ସିଜନ ପାଇଁ ମଙ୍ଗଳବାର ସିନିୟର ଦଳର କୋଚ୍‌ ଭାବେ...

ଭଲପାଇବା ଦେଖି ଚକିତ ହେଲେ ଇଂଲଣ୍ଡ କ୍ରିକେଟର: କହିଲେ ‘ଭାରତରେ କ୍ରିକେଟ ଏବଂ ଧୋନୀଙ୍କ ପୂଜା କରାଯାଏ’

ନୂଆଦିଲ୍ଲୀ,୨।୬: ଆଇପିଏଲ୍‌ ୨୦୧୮ରେ ଚେନ୍ନାଇ ସୁପରକିଙ୍ଗ୍ସ(ସିଏସ୍‌କେ) ପାଇଁ ଖେଳିଥିଲେ ଇଂଲଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ସାମ ବିଲିଙ୍ଗସ୍‌। ଏବେ ସେ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ପ୍ରଶଂସାରେ...

ୟୁଏସ୍‌ ଓପନ ଟେନିସ ଶତପ୍ରତିଶତ ଦର୍ଶକଙ୍କୁ ଅନୁମତି

ନ୍ୟୁୟର୍କ, ୧୮ା୬(ଏପି)- ଚଳିତ ବର୍ଷର ଶେଷ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ୟୁଏସ୍‌ ଓପନ୍‌ରେ ଶତପ୍ରତିଶତ ଦର୍ଶକଙ୍କୁ ଅନୁମତି ମିଳିବ। କରୋନା ଭାଇରସ୍‌ ମହାମାରୀ ଯୋଗୁ ଗତବର୍ଷ...

ଭେନିଜୁଏଲା- ଇକ୍ୱେଡର ମ୍ୟାଚ୍‌ ଡ୍ର

ରିଓ ଡି ଜେନିରୋ,୨୨।୬: କୋପା ଆମେରିକାରେ ସୋମବାର ଗୁପ୍‌ ବି’ରେ ଖେଳାଯାଇଥିବା ଅନ୍ୟଏକ ମ୍ୟାଚରେ ଭେନିଜୁଏଲା ଓ ଇକ୍ୱେଡର ପରସ୍ପରକୁ ଭେଟିଥିଲେ। କଡ଼ା ସଂଘର୍ଷପୂର୍ଣ୍ଣ ଏହି...

ମେଲବୋର୍ନ କ୍ଲବର କୋଚ୍‌ ହେବେ ଜୟସୁରିୟା

ମେଲବୋର୍ନ,୫।୬(ପି.ଟି.): କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି ଶ୍ରୀଲଙ୍କା କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସନଥ ଜୟସୁରିୟା। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ୍‌ (ଆଇସିସି) ଦ୍ୱାରା ଦୁଇ ବର୍ଷ ବାସନ୍ଦ ହେବା...

ଐତିହାସିକ ମୁକାବିଲାରେ ଭାରତକୁ ସମର୍ଥନ କରିବା ଲାଗି ସାଉଥାମ୍ପଟନ ପହଞ୍ଚିଲେ ଏହି ବଲିଉଡ୍‌ ଷ୍ଟାର; ଫଟୋ ଶେୟାର କରି..

ସାଉଥମ୍ପାଟନ,୧୯।୬: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ବହୁପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମୁକାବିଲାକୁ ପ୍ରଶଂସକଙ୍କ ମଧ୍ୟରେ କ୍ରେଜ୍‌ ବଢ଼ିବାରେ ଲାଗିଛି। ମହାମାରୀ କରୋନା କାରଣରୁ ଏଜେସ ବାଉଲ...

ଫ୍ରେଞ୍ଚ୍‌ ଓପନ୍‌ ଟେନିସ: ନାଡାଲ, ସିତ୍‌ସିପାସ, ଜେଭରେଭ ସେମିଫାଇନାଲରେ

ପ୍ୟାରିସ, ୧୦।୬- ସ୍ପେନ୍‌ ସୁପରଷ୍ଟାର ରାଫାଲ ନାଡାଲ, ଗ୍ରୀସ୍‌ର ଷ୍ଟିଫାନୋସ ସିତ୍‌ସିପାସ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟୋକିଓ ଅଲିମ୍ପିକ୍ସ: ବିନା ଦର୍ଶକରେ ଏବେ ସୁଦ୍ଧା ବିକଳ୍ପ ରହିଛି
Next Post Next post:
ଜୁଡୋକା ସୁଶୀଲା ଦେବୀଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts