E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଓ୍ବିମ୍ବେଲଡନରୁ ଓହରିଲେ ସିମୋନା ହାଲେପ୍‌
7:58 amJune 26, 2021June 27, 2021

ଓ୍ବିମ୍ବେଲଡନ, ୨୬ା୬(ଏପି)-ପେଣ୍ଡାରେ ଆଘାତପ୍ରାପ୍ତ ଥିବାରୁ ଗତଥରର ମହିଳା ସିଙ୍ଗଲ୍ସ ଚାମ୍ପିୟନ ସିମୋନା ହାଲେପ୍‌ ଓ୍ବିମ୍ବେଲଡନ ଓପନ୍‌ ଟେନିସ ପ୍ରତିଯୋଗିତାରୁ ଓହରିିଯାଇଛନ୍ତି। ଶୁକ୍ରବାର ଏହି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ପାଇଁ ଡ୍ର’ ପୂର୍ବରୁ ହାଲେପ୍‌ ତାଙ୍କ ନିଷ୍ପତ୍ତି ସମ୍ପର୍କରେ ଅବଗତ କରାଇଛନ୍ତି। ସମାନ କାରଣରୁ ସେ୍‌ ଫ୍ରେଞ୍ଚ୍‌ ଓପନରେ ଭାଗ ନେଇ ନ ଥିଲେ। ପୂର୍ବତନ ନମ୍ବର ଓ୍ବାନ ତଥା ଦୁଇଥର ଗ୍ରାଣ୍ଡସ୍ଲାମ ବିଜୟିନୀ ରୋମାନିଆର ଏହି ୨୯ ବର୍ଷୀୟା ବର୍ତ୍ତମାନ ବିଶ୍ୱର ୩ ନମ୍ବର ର଼୍ୟାଙ୍କିଙ୍ଗ ଖେଳାଳି। ପ୍ରତିଯୋଗିତାରୁ ସେ ଓହରିଯିବା ଅର୍ଥ ଡବ୍ଲ୍ୟୁଟିଏ ର଼୍ୟାଙ୍କିଙ୍ଗର ଟପ୍‌ ୩ ଖେଳାଳିଙ୍କ ମଧ୍ୟରୁ ଦୁଇ ଜଣ ଏଥର ଓ୍ବିମ୍ବେଲଡନ ଖେଳିବେ ନାହିଁ। ପୂର୍ବରୁ ବିଶ୍ୱର ଦୁଇ ନମ୍ବର ମାନ୍ୟତାପ୍ରାପ୍ତ ତଥା ୪ଥର ଗ୍ରାଣ୍ଡସ୍ଲାମ ବିଜୟିନୀ ନାଓମି ଓାସାକା ବ୍ୟକ୍ତିଗତ କାରଣ ଦର୍ଶାଇ ପ୍ରତିଯୋଗିତାରୁ ଓହରିଯାଇଛନ୍ତି। ବର୍ତ୍ତମାନ ସେ ତାଙ୍କ ପରିବାର ଓ ବନ୍ଧୁମାନଙ୍କ ସହ ବିତାଇବାକୁ ଚାହୁଁଥିବା କହିଛନ୍ତି। ଅନ୍ୟପକ୍ଷରେ ପୁରୁଷ ବିଭାଗରେ ଏଟିପି ର଼୍ୟାଙ୍କିଙ୍ଗର ଟପ୍‌ ୫ ଖେଳାଳିଙ୍କ ମଧ୍ୟରୁ ଦୁଇ ଜଣ ପ୍ରତିଯୋଗିତାରୁ ଓହରିଯାଇଛନ୍ତି। ସେମାନେ ହେଲେ ୩ ନମ୍ବର ଖେଳାଳି ରାଫାଲ ନାଡାଲ ଓ ୫ ନମ୍ବର ଖେଳାଳି ଡୋମିନିକ୍‌ ଥିମ୍‌। ନାଡାଲ ତାଙ୍କ ଶରୀରକୁ ବିଶ୍ରାମ ଦେବାକୁ ଚାହିଁଥିଲେ। ଥିମ୍‌ଙ୍କ ଡାହାଣ କଚଟିରେ ଆଘାତ ଲାଗିଛି। କୋଭିଡ୍‌ ଯୋଗୁ ଗତ ବର୍ଷ ଓ୍ବିମ୍ବେଲଡନକୁ ବାତିଲ କରାଯାଇଥିଲା। ୨୦୧୯ ଫାଇନାଲରେ ହାଲେପ୍‌ ଫାଇନାଲରେ ୨୩ଥର ଗ୍ରାଣ୍ଡସ୍ଲାମ ବିଜୟିନୀ ସେରେନା ଓ୍ବିଲିୟମ୍ସଙ୍କୁ ୬-୨, ୬-୨ ସେଟ୍‌ରେ ପରାସ୍ତ କରି ଚାମ୍ପିୟନ ହୋଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଗ୍ରୀଜମେନ ଫ୍ରାନ୍ସକୁ ପରାଜୟରୁ ରକ୍ଷା କଲେ

ବୁଦାପେଷ୍ଟ,୨୧।୬: ୟୁରୋକପ୍‌ରେ ଶନିବାର ଖେଳାଯାଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଆଣ୍ଟୋନିଓ ଗ୍ରୀଜମେନ ଫ୍ରାନ୍ସକୁ ପରାଜୟରୁ ରକ୍ଷା କରିଛନ୍ତି। ଏହି ମୁକାବିଲାରେ ଫ୍ରାନ୍ସ ଓ ହଙ୍ଗେରୀ ପରସ୍ପରକୁ...

ଭାରତର ଅଲିମ୍ପିକ ଥିମ୍‌ ଗୀତ ଉନ୍ମୋଚିତ

ନୂଆଦିଲ୍ଲୀ, ୨୪ା୬ (ପି.ଟି.)- ଭାରତର ଅଫିସିଆଲ ଅଲିମ୍ପିକ ଥିମ୍‌ ଗୀତ ବୁଧବାର ଉନ୍ମୋଚିତ ହୋଇଯାଇଛି। କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଇଭେଣ୍ଟର ମୁଖ୍ୟ ଅତିଥି ଥିଲେ। ‘ଲକ୍ଷ୍ୟ...

ମେସିଙ୍କୁ ପଛରେ ପକାଇଲେ ଛେତ୍ରୀ

ଦୋହା,୮।୬: ଭାରତୀୟ ଫୁଟ୍‌ବଲ ଷ୍ଟାର ସୁନୀଲ ଛେତ୍ରୀ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ତଥା ଆର୍ଜେଣ୍ଟିନାର ସୁପରଷ୍ଟାର ଲିଓନେଲ ମେସିଙ୍କୁ ପଛରେ ପକାଇଛନ୍ତି। ଅନ୍ତର୍ଜାତୀୟ ଫୁଟବଲରେ ସକ୍ରିୟ...

ଟିମ୍‌ ଇଣ୍ଡିଆକୁ ପରାମର୍ଶ ଦେଲେ ନ୍ୟୁଜିଲାଣ୍ଡ କୋଚ୍‌

ନୂଆଦିଲ୍ଲୀ,୯।୬ : ଆସନ୍ତା ୧୮ ତାରିଖରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୟୁକେର ସାଉଥାମ୍ପଟନଠାରେ ଖେଳାଯିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍‌। ନ୍ୟୁଜିଲାଣ୍ଡ...

ଭାରତୀୟ କ୍ରିକେଟର ସ୍ବର୍ଣ୍ଣିମ ଦିନ

ନୂଆଦିଲ୍ଲୀ,୨୩।୬: ଠିକ୍‌ ୮ ବର୍ଷ ତଳେ ଅର୍ଥାତ ୨୦୧୩ ଜୁନ ୨୩ ତାରିଖରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ହାତେଇଥିଲା ଆଇସିସି ଚାମ୍ପିୟନ୍ସ...

ପୁଣି ମନର ଯନ୍ତ୍ରଣା ପ୍ରକାଶ କଲେ ଯୁବରାଜ: କହିଲେ ଧୋନୀ…

ଭାରତୀୟ କ୍ରିକେଟ୍‌ ଦଳର ସର୍ବଶ୍ରେଷ୍ଠ ଅଲରାଉଣ୍ଡରଙ୍କ ମଧ୍ୟରୁ ଯୁବରାଜ ସିଂ ଅନ୍ୟତମ। ସେ ୨୦୦୭ ଟି-2୨୦ବିଶ୍ୱକପ୍‌ ଏବଂ ୨୦୧୧ ବିଶ୍ୱକପ୍‌ ବିଜେତା ଦଳର ସଦସ୍ୟ ଥିଲେ।...

ମହିଳା ଟି୨୦ ର଼୍ୟାଙ୍କିଙ୍ଗ୍‌: ପ୍ରଥମ ସ୍ଥାନ ବଜାୟ ରଖିଲେ ଶେଫାଳି

ଦୁବାଇ, ୨ା୬ (ପି.ଟି.)-ଭାରତର ସ୍ବଳ୍ପ ବୟସ୍କା ପ୍ରତିଭାସମ୍ପନ୍ନ ଖେଳାଳି ଶେଫାଳି ବର୍ମା ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ ବ୍ୟାଟ୍ସଓମ୍ୟାନ ତାଲିକାରେ ତାଙ୍କ ପ୍ରଥମ ସ୍ଥାନ ବଜାୟ ରଖିଛନ୍ତି।...

କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲର କ୍ରମାଗତ ଦ୍ୱିତୀୟ ବିଜୟ

ରିଓ ଡି ଜାନେଇରୋ,୧୯।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ବ୍ରାଜିଲ ବିଜୟଧାରା ବଜାୟ ରଖିଛି। ବ୍ରାଜିଲ ତା’ର ଦ୍ୱିତୀୟ ମ୍ୟାଚ୍‌ରେ ୪-୦ ଗୋଲରେ ପେରୁକୁ ହରାଇଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜୁଡୋକା ସୁଶୀଲା ଦେବୀଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା
Next Post Next post:
ଓ୍ବିମ୍ବେଲଡନ ଡ୍ର’ରେ ପ୍ରଥମ ଚାଇନିଜ୍‌ ଖେଳାଳି ଝାଙ୍ଗ୍‌ ଝିଝେନ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts