E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଓ୍ବିମ୍ବେଲଡନ ଡ୍ର’ରେ ପ୍ରଥମ ଚାଇନିଜ୍‌ ଖେଳାଳି ଝାଙ୍ଗ୍‌ ଝିଝେନ୍‌
7:59 amJune 26, 2021June 27, 2021

ଓ୍ବିମ୍ବେଲଡନ,୨୬ା୬(ଏପି)-ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ମୁଖ୍ୟ ଡ୍ର’ରେ ସ୍ଥାନ ପାଇବାରେ ଝାଙ୍ଗ୍‌ ଝିଝେନ୍‌ ହେଉଛନ୍ତି ଚାଇନାର ପ୍ରଥମ ପୁରୁଷ ଟେନିସ ଖେଳାଳି। ଓ୍ବିମ୍ବେଲଡନ ୧୯୬୮ରେ ଆରମ୍ଭ ହୋଇଥିଲା। ସେତେବେଳେ ପ୍ରଫେସନାଲମାନେ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟରେ ଖେଳୁଥିଲେ। ଝାଙ୍ଗ୍‌ ଓ୍ବିମ୍ବେଲଡନ ପାଇଁ ଖେଳିଥିବା ୩ଟି କ୍ୱାଲିଫାଇଂ ମ୍ୟାଚରେ ବିଜୟୀ ହୋଇଥିଲେ। ଗୁରୁବାର ସେ ଆର୍ଜେଣ୍ଟିନାର ଫ୍ରାନ୍‌ସିସ୍କୋ ସେରୁଣ୍ଡୋଲୋଙ୍କୁ ୬-୦, ୬-୩, ୬-୭ (୪), ୭-୬ (୬) ସେଟ୍‌ରେ ହରାଇ ଦେଇଥିଲେ। ୧୭୮ ର଼୍ୟାଙ୍କିଙ୍ଗପ୍ରାପ୍ତ ୨୪ ବର୍ଷୀୟ ଝାଙ୍ଗ୍‌ ପୂର୍ବରୁ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ପାଇଁ କ୍ୱାଲିଫାଏ କରିବା ଲାଗି ୩ ଥର ଉଦ୍ୟମ କରି ବିଫଳ ହୋଇଥିଲେ। ଟେନିସରେ ଚାଇନା ଖେଳାଳି ଭାବେ ସବୁଠାରୁ ବଡ଼ ସଫଳତା ହାସଲ କରିଛନ୍ତି ଲି’ ନା। ସେ ୨୦୧୧ରେ ଫ୍ରେଞ୍ଚ ଓପନ ଏବଂ ୨୦୧୪ରେ ଅଷ୍ଟ୍ରେଲିଆନ ଓପନ ଜିତିଥିଲେ। ୨୦୧୯ରେ ତାଙ୍କୁ ଟେନିସ୍‌ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଥିଲା। ଅଲ୍‌ ଇଂଲଣ୍ଡ କ୍ଲବରେ ଓ୍ବିମ୍ବେଲଡନ ମୁଖ୍ୟ ଡ୍ର’ ଖେଳ ସୋମବାରଠାରୁ ଆରମ୍ଭ ହେବ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଯୁବିଙ୍କୁ ଭେଟିଲା ପରେ ଏମିତି କହିଥିଲେ ଷ୍ଟୁଆର୍ଟ ବ୍ରଡଙ୍କ ବାପା

ନୂଆଦିଲ୍ଲୀ,୧୧।୬ : ୨୦୦୭ ଟି୨୦ ବିଶ୍ୱକପ୍‌ରେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଷ୍ଟୁଆର୍ଟ ବ୍ରଡଙ୍କ ଓଭରରେ ୬ ଛକା ଲଗାଇଥିଲେ ଭାରତୀୟ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ। ବୋଧହୁଏ...

୧୮ ବର୍ଷରୁ କମ୍‌ ଜାତୀୟ ଚେସ୍‌ରେ ଓଡ଼ିଶାରୁ ୮ ଭାଗନେବେ

ଭୁବନେଶ୍ୱର, ୮।୬(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ ୧୮ ବର୍ଷରୁ କମ୍‌ ବାଳିକା ଏବଂ ଓପନ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ ଉଦ୍‌ଯାପିତ ହୋଇଯାଇଛି। ଏହାର ବାଳିକା ବର୍ଗରେ କଟକର...

ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଛନ୍ତି ଏହି ଖେଳାଳି, ନାମରେ ଅଛି ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୧୭।୬: ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଦେଶ ପାଇଁ ଖେଳିବା ଯେତିକି ଗୌରବର କଥା, ଶୂନରେ ଆଉଟ୍‌ ହେବା ସେତିକି ଲଜ୍ଜାଜନକ ବିଷୟ। କ୍ରିକେଟଜଗତରେ ଏପରି ଅନେକ ଖେଳାଳି...

ଚର୍ଚ୍ଚାରେ ଏହି ଯୁବ ଆଫଗାନିସ୍ତାନ କ୍ରିକେଟର: କହିଲେ ‘ଧୋନୀଙ୍କ ଅଧୀନରେ ଖେଳିବା ମୋର ସ୍ବପ୍ନ, ଭବିଷ୍ୟତରେ…’

ନୂଆଦିଲ୍ଲୀ,୧୫।୬: ନିକଟ ଅତୀତରେ ଆଫଗାନିସ୍ତାନର କ୍ରିକେଟରମାନେ ଉଲ୍ଲେଖନୀୟ କ୍ରିକେଟ ଖେଳି ଚର୍ଚ୍ଚାରେ ରହିଥିଲେ। ସେମାନଙ୍କ ମଧ୍ୟରୁ ମୁଜିବ-ଉର-ରହମନ ଏବଂ ରଶିଦ ଖାନ ଭଳି ସ୍ପିନ୍‌ ବୋଲର୍‌...

ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ବୋଲିଂ କରିବେ କି? ଟି୨୦ ବିଶ୍ୱକପ୍‌ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଲେ…

ନୂଆଦିଲ୍ଲୀ,୧୨।୬: କ୍ରିକେଟରେ ଦ୍ରୁତ ବୋଲର ଅଲରାଉଣ୍ଡର କମ୍‌ ଦେଖିବାକୁ ମିଳିଥାଏ। ଦଳରେ ଏଭଳି ଖେଳାଳି ଥିଲେ ଫାଇଦା ମିଳିଥାଏ। ଭାରତୀୟ କ୍ରିକେଟ ଟିମ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟା...

ଜୁଡୋକା ସୁଶୀଲା ଦେବୀଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ନୂଆଦିଲ୍ଲୀ, ୨୬ା୬(ପି.ଟି.)-ଭାରତର ଅଗ୍ରଣୀ ଜୁଡୋକା ସୁଶୀଲା ଦେବୀ କଣ୍ଟିନେଣ୍ଟାଲ କୋଟା ଜରିଆରେ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ଖେଳର ଅନ୍ତର୍ଜାତୀୟ ମହାସଂଘ ତରଫରୁ...

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଓ୍ବିଲିୟମସନଙ୍କୁ ହଟାଇଲେ ସ୍ମିଥ

ଦୁବାଇ, ୧୭।୬(ପି.ଟି.)- ବୁଧବାର ପ୍ରକାଶିତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ ବ୍ୟାଟ୍ସମ୍ୟାନ ତାଲିକାର ନମ୍ବର ଓ୍ବାନ ସ୍ଥାନରୁ ନ୍ୟୁଜିଲାଣ୍ଡର କେନ୍‌ ଓ୍ବିଲିୟମସନଙ୍କୁ ହଟାଇଛନ୍ତି ଅଷ୍ଟ୍ରେଲିଆର ଷ୍ଟିଭେନ ସ୍ମିଥ।...

ଫ୍ରେଞ୍ଚ୍‌ ଓପନ ଟେନିସ: ସିତ୍‌ସିପାସଙ୍କ ବିଜୟ ଅଭିଯାନ

ପ୍ୟାରିସ, ୧।୬-ଏଠାରେ ଚାଲିଥିବା ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ଦ୍ୱିତୀୟ ଦିବସରେ ଷ୍ଟିଫାନୋସ ସିତ୍‌ସିପାସ, ଡାନିଲ ମେଡ୍‌ଭେଡେଭ୍‌, ଜାନିକ ସିନେର ପ୍ରମୁଖ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓ୍ବିମ୍ବେଲଡନରୁ ଓହରିଲେ ସିମୋନା ହାଲେପ୍‌
Next Post Next post:
ଘୋର ଅବ୍ୟବସ୍ଥା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts