E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ
9:04 amJune 26, 2021

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୭ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୮୪୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ଜଣ ମୃତ୍ୟୁ ଘଟିଛି। ସେହିପରି ନୟାଗଡ଼, ବରଗଡ଼ ଓ କଟକରୁ ଜିଲାରୁ ୫ଜଣ ପ୍ରାଣ ହରାଇଥିବା ବେଳେ ଗଞ୍ଜାମ, ପୁରୀ ଓ ସୁନ୍ଦରଗଡ଼ରୁ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିଭଳି ଅନୁଗୋଳ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲାରୁ ୨ଜଣ ଲେଖାଏଁ ଏବଂ ବାଲେଶ୍ୱର, ଢ଼େଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ ଓ ନୂଆପଡ଼ାରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

 


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ସିଏମ୍‌ସି ଟିକାକରଣ ପ୍ରହସନ

କଟକ ଅଫିସ,୧୬ା୬: ସହରରେ ଟିକାକରଣ ବ୍ୟାପକ ଭାବରେ କରାଯାଇଛି ବୋଲି କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଡିଣ୍ଡିମ ପିଟାଯାଉଛି। ବିଦେଶ ଯିବାକୁ ଥିବା ଛାତ୍ରୀଛାତ୍ର,...

କରୋନା ଲଦିଲା ୭ ବର୍ଷର ଝିଅ ମୁଣ୍ଡରେ ଦାୟିତ୍ୱର ପାହାଡ଼

ଭୋଗରାଇ,୧୪।୬- ବାପା ମା’ଙ୍କୁ ଛଡ଼ାଇ ନେଲା ମହାମାରୀ। ଉଜୁଡ଼ିଗଲା ସଂସାର। ଏବେ ପରିବାରରେ କେବଳ ୭ ବର୍ଷର ଝିଅ କ୍ରିଷ୍ଣା ଆଉ ତା’ର ଦେଢ଼ ମାସର...

ଚାପରେ ଯାଚିଲେ ଟିକା

ନୂଆଦିଲ୍ଲୀ, ୮ା୬: କୋଭିଡ୍‌-୧୯କୁ ପ୍ରତିହତ କରିବା ଲାଗି ପ୍ରତିଷେଧକ ଭାବେ ଟିକାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ହେଲେ ଜନସଂଖ୍ୟା ବହୁଳ ରାଷ୍ଟ୍ର ଭାରତରେ ଅଦ୍ୟାବଧି ମାତ୍ର...

ଆଜି ଆଉ ୪୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୪୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

୧.୨୯ କୋଟି ଭାକ୍ସିନ୍‌ କିଣିଛନ୍ତି ଘରୋଇ ହସ୍ପିଟାଲ, ବ୍ୟବହାର ହୋଇଛି ୨୨ ଲକ୍ଷ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ମେ’ ମାସରେ...

ବାହାରେ ପଡ଼ିଥିଲା ତାଲା: ଭିତରେ ଚାଲିଥିଲା ବେପାର; ଆଉ ତା’ ପରେ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଦୋକାନ ବାହାରେ ପଡ଼ିଥିଲା ତାଲା, ହେଲେ ଭିତରେ ଚାଲିଥିଲା ବେପାର। ଖବର ପାଇ ପହଞ୍ଚିଲା ପୋଲିସ। ପରେ ଦୋକାନ ହେଲା ସିଲ୍‌। ଏଭଳି ଏକ...

ଷ୍ଟମ୍ପରେ ପିଟିପିଟି ଖେଳାଳିଙ୍କୁ ମାରିଦେଲେ

ରାୟଗଡ଼ା ଅଫିସ,୨୧ା୬: କ୍ରିକେଟ ଖେଳ ବେଳେ ଦୁଇ ଦଳ ମଧ୍ୟରେ ଗଣ୍ଡଗୋଳରୁ ଜଣେ ଖେଳାଳିଙ୍କ ଜୀବନ ଚାଳିଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ମନୁଶୁ ପଞ୍ଚାୟତର...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୮।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୫ ଜଣଙ୍କ ଜୀବନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
Next Post Next post:
ରବିଶଙ୍କରଙ୍କ ଟୁଇଟର ଆକାଉଣ୍ଟ ବନ୍ଦ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts