E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କେନ୍ଦ୍ରାପଡ଼ା, ରାଜ୍ୟ

ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ୨ବର୍ଷର ଶିଶୁ ପୁତ୍ର ଗୁରୁତର
9:48 amJune 26, 2021June 28, 2021

ମହାକାଳପଡ଼ା,୨୬।୬(ଡି.ଏନ୍‌.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନ ଜମ୍ବୁ ପଞ୍ଚାୟତରେ ଏକ କରୁଣ ଦୃଶ୍ୟ ସାମ୍ନାକୁ ଆସିଛି। ମା’ ମୃତଦେହ ପାଖରେ ପଡ଼ିରହିଛି ଗୁରୁତର ଶିଶୁପୁତ୍ର। ଜମ୍ବୁ ପଞ୍ଚାୟତରେ ସ୍ଥାନୀୟ କଣ୍ଡରା ପାଟିଆ ମୁଖ୍ୟ ରାସ୍ତାରେ ଏକ ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ଏଥିସହ ତାଙ୍କ ନିକଟରେ ଏକ ଦୁଇ ବର୍ଷର ଶିଶୁ ପୁତ୍ର ଗୁରୁତର ଅବସ୍ଥାରେ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଏନେଇ ଖବର ଜଣାପଡ଼ିବା ପରେ ଘଟଣାସ୍ଥଳରେ ଲୋକଙ୍କ ଭିଡ଼ ଜମିଥିଲା। ଏହାପରେ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଶିଶୁକୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ମେଡିକାଲ ପଠାଯାଇଛି। ଅନ୍ୟପଟେ ଏଯାଏଁ ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ଜମ୍ବୁ ସାମୁଦ୍ରିକ ଥାନା କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତେବେ ପ୍ରାଥମିକ ସୂଚନା ଅନୁସାରେ ଉକ୍ତ ମହିଳା ଜଣଙ୍କ ଏହି ଅଞ୍ଚଳର ନୁହେଁ ବୋଲି ସ୍ଥାନୀୟ ଲୋକମାନେ କହିଛନ୍ତି। ଅନ୍ୟପଟେ କେହି ଦୁର୍ବୃତ୍ତ ଏହି ମହିଳାଙ୍କୁ ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରୁଛି ପୋଲିସ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କେନ୍ଦ୍ରାପଡ଼ା, ରାଜ୍ୟ View All

ଦେଶୀଧାନକୁ ଝୁରୁଛନ୍ତି ଚାଷୀ

କଣାସ, ୫।୬(ସ୍ବ.ପ୍ର): ସମୟ ଓ ପାଣିପାଗର ପରିବର୍ତ୍ତନରେ ପାରମ୍ପରିକ ଚାଷର ପ୍ରଣାଳୀ ମଧ୍ୟ ବଦଳି ଚାଲିଛି। ଅତ୍ୟାଧୁନିକ ବିହନ ଓ ସାର, ଔଷଧର ବ୍ୟବହାର ଯୋଗୁ...

କୋଭିଡ୍‌ କେୟାର ସେଣ୍ଟର ଉଦ୍‌ଘାଟନକୁ ନେଇ ବିଜେଡି ଏମ୍‌ପି-ବିଧାୟକ ମୁହାଁମୁହିଁ

ପାଲଲହଡ଼ା,୫ା୬(ଡି.ଏନ୍‌.ଏ.): ଶନିବାର ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ସଦରମହାକୁମାଠାରେ କୋଭିଡ୍‌ କେୟାର ସେଣ୍ଟର ଉଦ୍‌ଘାଟନକୁ ନେଇ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଏବଂ ପାଲଲହଡ଼ା ବିଧାୟକ...

ଯୁବକଙ୍କୁ ହତ୍ୟା ପରେ ଇବ୍‌ନଦୀରେ ଭସାଇ ଦେଲେ

ଝାରସୁଗୁଡ଼ା ଅଫିସ,୨୬ା୬: ଝାରସୁଗୁଡ଼ା ସଦର ଥାନା ଲହଣ୍ଡାବୁଡ ନିକଟ ଇବ୍‌ନଦୀରେ ଭାସୁଥିବା ଜଣେ ଅଜଣା ଯୁବକଙ୍କ ମୃତଦେହକୁ ଅଗ୍ନିଶମ ବିଭାଗ ଶନିବାର ଉଦ୍ଧାର କରିଛି ା...

ଅଗ୍ନିକାଣ୍ଡରେ ଜଳିଗଲା କ୍ୟାବିନ: ସାମଗ୍ରୀ ପୋଡ଼ି ପାଉଁଶ

ପାଟଣା,୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ଛକରେ ଥିବା ଏକ ପାନ ଦୋକାନ କ୍ୟାବିନରେ ଶନିବାର ସକାଳୁ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ଅନେକ...

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ପାସ ହାର ରହିଛି ୯୭.୮୯%; ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ମାର୍କ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। କରୋନା ଯୋଗୁ ପରୀକ୍ଷା ହୋଇପାରି ନ ଥିବା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ...

ନବମ, ଦଶମ ଶ୍ରେଣୀ ସିଲାବସ୍‌ କମିବ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଚଳିତବର୍ଷ ବି ନବମ,ଦଶମ ଶ୍ରେଣୀର ସିଲାବସ୍‌ କମିବ। ନବମ ଓ ଦଶମ ଶ୍ରେଣୀର ୩୦% ସିଲାବସ ହ୍ରାସ କରାଯିବ। ସିଲାବସ୍‌...

ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା।...

ସଂକ୍ରମଣ ନେଉଛି ଅଧିକ ଜୀବନ

ଅନୁଗୋଳ ଅଫିସ, ୩ା୬:  ଜନ୍ମରୁ ୨୮ ଦିନ ଓ ୨୮ ଦିନରୁ ୧୨ ମାସ ମଧ୍ୟରେ ସଂକ୍ରମଣ (ଇନ୍‌ଫେକ୍‌ଶନ) ହିଁ ଅଧିକ ଶିଶୁଙ୍କ ଜୀବନହାନି ଘଟାଇଥାଏ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିଲ୍ଡିଂ ଧସିଲା, ୯/୧୧ ମନେପଡ଼ିଲା
Next Post Next post:
ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ଦେହାନ୍ତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts