E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ବିଲ୍ଡିଂ ଧସିଲା, ୯/୧୧ ମନେପଡ଼ିଲା
9:39 amJune 26, 2021June 27, 2021

ୱାଶିଂଟନ,୨୬ା୬: ଆମେରିକାର ଫ୍ଲୋରିଡାସ୍ଥିତ ମିଆମି ସହରରେ ୧୨ ମହଲା ବିଶିଷ୍ଟ ଏକ ୪୦ ବର୍ଷ ପରୁଣା କୋଠା ଭୁଶୁଡ଼ିପଡ଼ିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ପ୍ରାୟ ୧୫୯ ଜଣ ବାସିନ୍ଦା ନିଖୋଜ ହୋଇଯାଇଛନ୍ତି। ନିଖୋଜଙ୍କ ମଧ୍ୟରେ କେତେଜଣ ଲାଟିନ ଆମେରିକୀୟ ଅଛନ୍ତି। ପାରାଗୁଏର ପ୍ରଥମ ମହିଳା ସିଲ୍‌ଭାନା ଲୋପେଜ୍‌ ମୋରେଆଙ୍କ ଭଉଣୀ, ଜ୍ୱାଇଁ, ୩ ପିଲା ଓ ଚାକରଙ୍କୁ ମଧ୍ୟ ଉଦ୍ଧାରକାରୀ ଦଳ ଠାବ କରିପାରି ନାହାନ୍ତି। ଭଗ୍ନାବଶେଷ ତଳେ ଅନେକ ଚାପିହୋଇ ରହିଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ୩୫ ଜଣଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଦୁର୍ଘଟଣା ବେଳେ ବିଲ୍ଡିଂରେ କେତେଜଣ ଲୋକ ଥିଲେ ତାହା ସ୍ପଷ୍ଟ ହୋଇନାହିଁ। ମିଆମିର ଉତ୍ତରରେ ଅବସ୍ଥିତ ସର୍ଫସାଇଡ୍‌ରେ ଚାମ୍ପ୍ଲେନ୍‌ ଟାୱାର୍ସ ୧୯୮୦ରେ ନିର୍ମିତ ହୋଇଥିଲା। ସେଠାରେ ୧୩୦ ଫ୍ଲାଟ ରହିଥିଲା। ଏଥିରୁ ପ୍ରାୟ ଅଧା ୟୁନିଟ ପ୍ରଭାବିତ ହୋଇଛି। ହଠାତ୍‌ କୋଠା ଭୁଶୁଡ଼ିଯିବାରୁ ଖୁବ୍‌ ଜୋର୍‌ରେ ଶବ୍ଦ ଶୁଣିବାକୁ ମିଳିଲା। ଭୂକମ୍ପ ଭଳି ଅନୁଭବ ହେଲା। କୋଠା ଭାଙ୍ଗି ଧରାଶାୟୀ ହେବାବେଳକୁ ୯/୧୧ ଆତଙ୍କବାଦୀ ଆକ୍ରମଣରେ ନ୍ୟୁୟର୍କର ଟୁଇନ୍‌ ଟାୱାର୍ସ ଧସିବା ଭଳି ଦୃଶ୍ୟ ଦେଖିବାକୁ ମିଳିଥିବା ଜଣେ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଯେଭଳି ଭାବେ କୋଠାଟି ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି ତାକୁ ଧ୍ୟାନରେ ରଖି ଅଘଟଣ ପାଇଁ ପ୍ରସ୍ତୁତ ରହିବାକୁ ପଡ଼ିବ ବୋଲି ଫ୍ଲୋରିଡା ଗଭର୍ନର ରୋନ୍‌ ଡିସେଣ୍ଟିସ୍‌ ଚେତାଇ ଦେଇଛନ୍ତି।

ଭଗ୍ନାବଶେଷ ତଳୁ ୩୫ ଉଦ୍ଧାର
ମୁମ୍ବାଇର ଫୋର୍ଟ ଏରିଆସ୍ଥିତ ଏକ କୋଠାର ଅଂଶ ଶୁକ୍ରବାର ସକାଳେ ଭୁଶୁଡ଼ିପଡ଼ିଛି। ବାଜୁ କୋଟାକ୍‌ ମାର୍ଗରେ ଥିବା ୫ ମହଲା ବିଶିଷ୍ଟ ଏହି ପୁରୁଣା ବିଲ୍ଡିଂର ତୃତୀୟ ଫ୍ଲୋରରେ ମହାରାଷ୍ଟ୍ର ହାଉସିଂ ଡେଭେଲପ୍‌ମେଣ୍ଟ ଅଥରିଟି (ଏମ୍‌ଏଚ୍‌ଏଡିଏ) ପକ୍ଷରୁ ରିପେୟାରିଂ କାମ ଚାଲିଥିବାବେଳେ ଏହାର ଛାତ ଧସିପଡ଼ିଥିଲା। ଅଗ୍ନିଶମ ବାହିନୀ ଓ ରେସ୍କ୍ୟୁ ଟିମ୍‌ ପହଞ୍ଚତ୍ ଭଗ୍ନାବଶେଷ ତଳୁ ୩୫ ଜଣଙ୍କୁ ଉଦ୍ଧାର କରିଛନ୍ତି। ତେବେ ଏଥିରେ କେହି ମୃତାହତ ହୋଇନାହାନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ପୃଥିବୀ ମୁହାଁ ବିରାଟ ଗ୍ରହାଣୁପିଣ୍ଡ: ଜୁନ୍‌ ୨୫ରେ କରିବ ଅତିକ୍ରମ…

ଓ୍ବାଶିଂଟନ,୧୫।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆଉ ଏକ ନୂଆ ବିପଦ ଆଶଙ୍କା ଦେଖାଦେଇଛି। ବିରାଟ ଗ୍ରହାଣୁପିଣ୍ଡ ୪୪୧୯୮୭...

୧୨ରୁ ୧୫ ବର୍ଷର ପିଲାଙ୍କୁ ଦିଆଯିବ ଟିକା

ଲଣ୍ଡନ,୪।୬: କରୋନା ମହାମାରୀ ସାରା ବିଶ୍ୱରେ ତାଣ୍ଡବ ରଚିଛି। ଏହି ସଙ୍କଟରୁ ଶୀଘ୍ର ମୁକୁଳିବା ପାଇଁ ସମଗ୍ର ଦେଶ ଟିକାକରଣକୁ ଗୁରୁତ୍ୱ ଦେଇ ଏହି ଅଭିଯାନକୁ...

ଜେଲରେ ଜନ୍‌ ମେକେଫି ମୃତ

ମାଡ୍ରିଡ୍‌,୨୫।୬: ଆଣ୍ଟିଭାଇରସ୍‌ ଜଗତର ଜଣାଶୁଣା ନାମ ଜନ୍‌ ମେକେଫିଙ୍କ ମୃତ୍ୟୁ ଘଟିଛି। ବ୍ରିଟେନ ଜନ୍ମିତ ଏହି ଆମେରିକୀୟ କମ୍ପ୍ୟୁଟର ପ୍ରୋଗ୍ରାମର୍‌ଙ୍କ ଝୁଲନ୍ତା ମୃତଦେହ ସ୍ପେନ୍‌ର ବାର୍ସିଲୋନାସ୍ଥିତ...

ଭାକ୍ସିନ୍‌ ନ ନେଲେ ମୋବାଇଲ୍‌ ସିମ୍‌ କାର୍ଡ ହେବ ବ୍ଲକ୍‌, କଡ଼ା ନିର୍ଦ୍ଦେଶ ଜାରି କଲେ ସରକାର…

କରାଚି,୨୨।୬: କରୋନା ମହ।ମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ପାକିସ୍ତାନର...

ଜେନେଭାରେ ବାଇଡେନ୍‌-ପୁଟିନ୍‌ ସମିଟ୍‌

ଜେନେଭା, ୧୭।୬: ଆମେରିକା ଓ ରୁଷିଆ ମଧ୍ୟରେ ଦୀର୍ଘ ବର୍ଷ ହେଲା ଉତ୍ତେଜନା ଲାଗି ରହିଥିବାବେଳେ ଜେନେଭା ସମ୍ମିଳନୀ ଅବସରରେ ଦୁଇ ରାଷ୍ଟ୍ରପତି ଜୋ ବାଇଡେନ୍‌...

୩ ବର୍ଷରୁ ଊର୍ଦ୍ଧ୍ୱ ପିଲାଙ୍କୁ ଦିଆଯିବ ଏହି ଟିକା

ବେଜିଂ,୬।୬: ଚାଇନା କର୍ତ୍ତୃପକ୍ଷ କୋଭିଡ୍‌-୧୯ ଟିକା କରୋନାଭାକ୍‌କୁ ୩ରୁ ୧୭ ବର୍ଷ ବର୍ଗର ପିଲାଙ୍କୁ ଦେବା ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଉକ୍ତ ଟିକାର ଉତ୍ପାଦନକାରୀ...

ଟିକା ନେଇଥିବା ସେକ୍ସପିୟରଙ୍କ ମୃତ୍ୟୁ

କୋଭିଡ୍‌ ଟିକା ନେଇଥିବା ପ୍ରଥମ ପୁରୁଷ ତଥା ବିଶ୍ୱର ଦ୍ୱିତୀୟ ବ୍ୟକ୍ତି ବ୍ରିଟେନ ବାସିନ୍ଦା ବିଲ୍‌ ସେକ୍ସପିୟର(୮୧)ଙ୍କ ମୃତ୍ୟୁ ଘଟିଛି। ଗତ ବର୍ଷ ଡିସେମ୍ବର ୮ରେ...

‘ଚାଇନା, ଦକ୍ଷିଣପୂର୍ବ ଏସିଆ ହଟ୍‌ସ୍ପଟ୍‌’

ନ୍ୟୁୟର୍କ, ୩।୬: ନୂଆ କରୋନା ଭୂତାଣୁ ପାଇଁ ଚାଇନା, ଜାପାନ, ଫିଲିପାଇନ୍ସ ଏବଂ ଥାଇଲାଣ୍ଡ ହଟ୍‌ସ୍ପଟ ହୋଇପାରେ ବୋଲି ଏକ ଅଧ୍ୟୟନରୁ ଜଣାପଡ଼ିଛି। ବାଦୁଡିବାହିତ ଏହି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରବିଶଙ୍କରଙ୍କ ଟୁଇଟର ଆକାଉଣ୍ଟ ବନ୍ଦ
Next Post Next post:
ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ୨ବର୍ଷର ଶିଶୁ ପୁତ୍ର ଗୁରୁତର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts