E-Paper
  • logo
  • Saturday 13th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କଟକ

ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ଜେଠୱା
10:05 amJune 26, 2021

କଟକ ଅଫିସ, ୨୬।୬: ଭିଜିଲାନ୍ସ ନିର୍ଦ୍ଦେଶକଭାବେ ବରିଷ୍ଠ ଆଇପିଏସ୍‌ ଅଫିସର ଯଶୱନ୍ତ ଜେଠୱା ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ ବିଭାଗର ପୂର୍ବତନ ନିର୍ଦ୍ଦେଶକ ସ୍ବର୍ଗତ ଦେବାଶିଷ ପାଣିଗ୍ରାହୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ସହିତ ନିର୍ଦ୍ଦେଶାଳୟର ବିଭିନ୍ନ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।
ଗତ ୧୮ ତାରିଖରେ ଦେବାଶିଷଙ୍କ ଦେହାନ୍ତ ପରେ ଏହି ପଦବୀ ଖାଲି ପଡିଥିଲା। ଗୁରୁବାର ରାଜ୍ୟ ସରକାର ୧୯୯୪ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଜେଠୱାଙ୍କୁ ନିଯୁକ୍ତି ଦେଇଛନ୍ତି। ଯଶୱନ୍ତ ପୂର୍ବରୁ ଅତିରିକ୍ତ ଡିଜି (ଆଇନ ଶୃଙ୍ଖଳା) ସହ ଅତିରିକ୍ତ ଭାବେ କ୍ରାଇମବ୍ରାଞ୍ଚ ଏଡିଜି ଦାୟିତ୍ୱ ସମ୍ଭାଳିଥିଲେ। ଏହି ସମୟରେ ସେ ବାହାର ରାଜ୍ୟକୁ ଅମ୍ଳଜାନ ଯୋଗାଣର ଗୁରୁଦାୟିତ୍ୱ ସୁଚାରୁରୂପେ ତୁଲାଇଥିଲେ। ସେହିପରି କଟକରେ ନକଲି କରୋନା ଔଷଧ ବିକ୍ରି ମାମଲାରେ ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ ଶିବପ୍ରସନ୍ନ ଜେନା, ନିର୍ଦ୍ଦେଶିକା ଶୁଭଲକ୍ଷ୍ମୀ ଜେନା ଓ ୨ ସହଯୋଗୀଙ୍କୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଗିରଫ କରିଥିଲା। ଏଥିରେ ଯଶଓ୍ବନ୍ତଙ୍କ ଭୂମିକା ରହିଥିଲା। ଏଥିସହ ସେ ଦକ୍ଷିଣ-ପଶ୍ଚିମାଞ୍ଚଳ ରେଞ୍ଜ ଆଇଜି ଥିବାବେଳେ ବହୁ ମାଓବାଦୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଇ ପାରିଥିଲେ। ସେହିପରି ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତିଙ୍କ ପରି ଭିଭିଆଇପିଙ୍କ ପାଇଁ ନିୟୋଜିତ ସ୍ପେଶାଲ ପ୍ରୋଟେକ୍ସନ ଗ୍ରୁପ୍‌(ଏସ୍‌ପିଜି)ର ଆଇଜି ଭାବେ ସୁଚାରୁରୂପେ ଦାୟିତ୍ୱ ନିର୍ବାହ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କଟକ View All

କାଳବୈଶାଖୀର ତାଣ୍ଡବ: ବଜ୍ରପାତରେ ଚାଲିଗଲା ୬ ଗୋରୁଙ୍କ ଜୀବନ

ବାଲିଗୁଡା,୧୦।୬(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ବାଲିଗୁଡ଼ା ଥାନା ବାରଖମା ପଞ୍ଚାୟତରେ ବଜ୍ରପାତରେ ୬...

ଶିକ୍ଷାବିତ୍‌ ବେଣୁମାଧବଙ୍କ ପରଲୋକ

ବାଲେଶ୍ବର,୧୭।୬: ବାଲେଶ୍ୱର ଜିଲାର ବରିଷ୍ଠ ଶିକ୍ଷାବିତ୍‌ ତଥା ସତ୍ୟସାଇ ଇଞ୍ଜିନିୟରିଂ କଲେଜ ପରିଚାଳନା ନିର୍ଦ୍ଦେଶକ ବେଣୁମାଧବ ପଣ୍ଡାଙ୍କ ପରଲୋକ ହୋଇଯାଇଛି। ବୁଧବାର ରାତି ପ୍ରାୟ ୧୨ଟାରେ...

ଲୁଗା ଗୋଦାମ ଖୋଲି କେବଳ କ୍ଷତି ସହିଲେନି ବ୍ୟବସାୟୀ, ଗ୍ରାହକଙ୍କୁ ଗଣିବାକୁ ପଡ଼ିଲା ତଣ୍ଡ

ଯାଜପୁର ଅଫିସ,୨।୬: ଲକ୍‌ଡାଉନ୍‌ରେ ଲୁଗା ଗୋଦାମ ଖୋଲିବା ପଡ଼ିଲା ମହଙ୍ଗା। ପରେ ଗୋଦାମ ସିଲ ହେବା ସହିତ ଲୁଗା କିଣିବାକୁ ଭିଡ଼ ଲଗାଇଥିବା ଗ୍ରାହକଙ୍କୁ ତଣ୍ଡଗଣିବାକୁ...

ଆଇସିୟୁ, ଭେଣ୍ଟିଲେଟର ନାହିଁ

ସୋନପୁର,୧୯।୫(ନି.ପ୍ର.) – କରୋନାର ଦ୍ୱିତୀୟ ଲହର ସୁବର୍ଣ୍ଣପୁର ଜିଲାର ଜନସାଧାରଣଙ୍କୁ ହନ୍ତସନ୍ତ କରୁଛି। ପ୍ରତିଦିନ ଶତାଧିକ ଲୋକ ସଂକ୍ରମିତ ହେଉଛନ୍ତି। ଅସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ...

ସମ୍ପତି ଲାଗି ଛୁରାମାଡ଼, ବାପା ପୁଅ ଗୁରୁତର

ପୁରୁଷୋତ୍ତମପୁର,୧୧ା୬: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ଶୁକ୍ରବାର ପୈତୃକ ସମ୍ପତିକୁ ନେଇ ୨ ଭାଇଙ୍କ ମଧ୍ୟରେ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି।...

ପୁରୀ ବ୍ୟତୀତ ଆଉ କେଉଁଠି ହେବନି ରଥଯାତ୍ରା

ଭୁବନେଶ୍ୱର,୧୦ା୬(ବ୍ୟୁରୋ):  ଚଳିତବର୍ଷ ରଥଯାତ୍ରା ଉପରେ ରାଜ୍ୟ ସରକାର କଟକଣା ଲାଗୁ କରିଛନ୍ତି। ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ। ଏନେଇ...

ଭାଗ୍ୟର ବିଡ଼ମ୍ବନା: ଗ୍ରାହକ ଉପରେ ଭୁଶୁଡ଼ିଲା ଦୋକାନ ଛାତ

ଜଳେଶ୍ୱର, ୨୦।୬: ବାଲେଶ୍ୱର ଜିଲା ଜଳେଶ୍ୱର ମ୍ୟୁନିସିପାଲଟି ୧ ନମ୍ବର ୱାର୍ଡ଼ ଝାଡ଼େଶ୍ୱରପୁର ସ୍କୁଲ ସାମ୍ନା ଏକ ପାଉଁରୁଟି ଦୋକାନ ଛାତ ଭୁଶୁଡ଼ି ପଡ଼ିବାରୁ ଜଣେ...

ଦେହରେ କିରୋସିନି ଢାଳି କର୍ମଚାରୀଙ୍କ ଆତ୍ମାହୂତି ଉଦ୍ୟମ

ବାସୁଦେବପୁର,୨୬ା୬(ଡି.ଏନ୍‌.ଏ.): ଦୀର୍ଘ ୫ ବର୍ଷ ଧରି ଦରମା ମିଳି ନ ଥିବାରୁ ଜଳ ସେଚନ ବିଭାଗର ଜଣେ ଠିକା କର୍ମଚାରୀ ଶନିବାର ଆତ୍ମାହୂତି ଉଦ୍ୟମ କରିଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦୈନିକ ସଂକ୍ରମଣ ୫୦ ହଜାର ତଳେ…
Next Post Next post:
ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts