E-Paper
  • logo
  • Wednesday 23rd September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କଟକ, ରାଜ୍ୟ

ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ
10:07 amJune 26, 2021

କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି। ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନାରେ ହୋଇଥିବା ମାମଲାରେ ହାଇକୋର୍ଟ ୨ଲକ୍ଷ ଟଙ୍କା ଓ ୨ଜଣ ଜାମିନଦାରଙ୍କ ବଦଳରେ ଏହି ଜାମିନ ପ୍ରଦାନ କରିଛନ୍ତି। ପୂର୍ବରୁ ଗଞ୍ଜାମ ଗୋଳନ୍ଥରା ଥାନାର ୨ଟି ମାମଲା, ଭିଜିଲାନ୍ସ ଓ ଖାରବେଳନଗର ଥାନାର ଗୋଟିଏ ଲେଖାଏ ମାମଲାରେ ଜାମିନ ମିଳିସାରିଛି। ହେଲେ କ୍ରାଇମବ୍ରାଞ୍ଚର ଏକ ମାମଲାରେ ଜାମିନ ମିଳି ନ ଥିବାରୁ ସେ ଜେଲରୁ ମୁକୁଳିପାରିବେ ନାହିଁ ବୋଲି ସୂଚନା ମିଳିଛି। ଜଷ୍ଟିସ୍‌ ଦେବବ୍ରତ ଦାଶ ମାମଲାର ଶୁଣାଣି କରିଥିଲେ। ଆକାଶଙ୍କ ପକ୍ଷରୁ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ମାମଲା ପରିଚାଳନା କରୁଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କଟକ, ରାଜ୍ୟ View All

ଅନ୍ୟ ରାଜ୍ୟରେ ଅଙ୍ଗୁର ଦାମ୍‌ରେ ବିକ୍ରି ହେଉଛି କେନ୍ଦୁଝର ଜାମୁକୋଳି

କେନ୍ଦୁଝର,୧୯ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ଜାମୁକୋଳି ପଡ଼ୋଶୀ ରାଜ୍ୟରେ ଚାହିଦା ଅଧିକ। ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ ଆଦି ରାଜ୍ୟରେ କେନ୍ଦୁଝର ଜାମୁକୋଳି ବହୁଳ ମାତ୍ରାରେ ବିକ୍ରି ହେଉଛି।...

ଅଳିଆ ଉଠାରେ ଅସହଯୋଗ

ଅନୁଗୋଳ ଅଫିସ, ୨୨ା୬- ଅନୁଗୋଳ ସହର ସଫେଇ ନେଇ ଦେଖାଦେଇଥିବା ବିବାଦର ସମାଧାନ ଏଯାଏ ହୋଇପାରି ନାହିଁ। ସଫେଇ କର୍ମଚାରୀ ସଂଘ ସମ୍ପାଦକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ...

ସଂକ୍ରମଣ ନେଉଛି ଅଧିକ ଜୀବନ

ଅନୁଗୋଳ ଅଫିସ, ୩ା୬:  ଜନ୍ମରୁ ୨୮ ଦିନ ଓ ୨୮ ଦିନରୁ ୧୨ ମାସ ମଧ୍ୟରେ ସଂକ୍ରମଣ (ଇନ୍‌ଫେକ୍‌ଶନ) ହିଁ ଅଧିକ ଶିଶୁଙ୍କ ଜୀବନହାନି ଘଟାଇଥାଏ।...

ଶ୍ରୀମନ୍ଦିର ପାଇଁ ପଞ୍ଚବାର୍ଷିକ ଯୋଜନା: ମରାମତି ହେବ ପାର୍ଶ୍ୱ ଦେବଦେବୀ ମନ୍ଦିର

ପୁରୀ ଅଫିସ,୪।୬: ଶ୍ରୀମନ୍ଦିର ପରିସରରେ ଥିବା ପାର୍ଶ୍ୱ ଦେବଦେବୀ ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍‌ଆଇ)କୁ ମନ୍ଦିର ପ୍ରଶାସନ ଅବଗତ କରାଇବା ସତ୍ତ୍ୱେ...

୨୬ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୩।୬(ବ୍ୟୁରୋ):ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ...

ବଜାର ବନ୍ଦ, ସରକାର ନେଉନାହାନ୍ତି

ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସଂକ୍ରମଣ କେବଳ ସ୍ବାସ୍ଥ୍ୟ ନୁହେଁ, ଆର୍ଥିକ ଅବସ୍ଥାକୁ ମଧ୍ୟ ଦୋହଲାଇ ଦେଇଛି। ଉଭୟ କ୍ଷେତ୍ରରୁ ଜୀବନ ଧାରଣ ପ୍ରତି ଭୟଙ୍କର ସଙ୍କଟ...

କୃଷି ଆଇନ ପ୍ରତ୍ୟାହାର ଦାବି ନେଇ ସିଟୁର ପ୍ରତିବାଦ

କେନ୍ଦୁଝର,୨୬ା୬(ସ୍ବ.ପ୍ର.): ଅଖିଳ ଭାରତ କୃଷକ ସଂଘର୍ଷ ସମନ୍ବୟ ସମିତିର ଆହ୍ବାନ କ୍ରମେ ସ୍ଥାନୀୟ ଢାଙ୍ଗରପଡ଼ା ଏନ୍‌ଏଚ ୪୯ କଡ଼ରେ ଏକ ପ୍ରତିବାଦ ସଭା ଆୟୋଜିତ ହୋଇଯାଇଛି।...

ବ୍ୟବସାୟୀଙ୍କୁ ଅତିରିକ୍ତ ତହସିଲଦାର ପିଟିବା ଘଟଣା: ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ

ଝାରସୁଗୁଡ଼ା ଅଫିସ,୫।୬: କୋଭିଡ୍‌ ତଦାରଖ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ଗତ ବୁଧବାର ଜଣେ ବୃଦ୍ଧ ତରଭୁଜ ବିକାଳି ଓ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ଜେଠୱା
Next Post Next post:
ଶତକ ନ ମାରି ବି କ୍ରିକେଟରେ ସର୍ବାଧିକ ରନ୍‌ କରିଛନ୍ତି ଏହି ଖେଳାଳି: ଆଜି ବି ଭାଙ୍ଗିନି ରେକର୍ଡ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts