E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଜରୁରିକାଳୀନ ପରିସ୍ଥିତିକୁ କ୍ଷମା ଦିଆଯାଇପାରିବନି: ଧର୍ମେନ୍ଦ୍ର
10:30 amJune 26, 2021June 27, 2021

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ୧୯୭୫ ଜୁନ ୨୫ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଦ୍ୱାରା ଦେଶରେ ଜାରି ଜରୁରିକାଳୀନ ପରିସ୍ଥିତିକୁ କେବେ କ୍ଷମା ଦିଆଯାଇପାରିବନି। ରାଜ୍ୟ ଭାଜପା ଭୁବନେଶ୍ୱର ସାଂଗଠନିକ ଜିଲା ପକ୍ଷରୁ ‘ଜରୁରିକାଳୀନ ପରିସ୍ଥିତି’କୁ ନେଇ ଭିଡିଓ କନଫରେନ୍ସିଂ ଜରିଆରେ ଶୁକ୍ରବାର ଆୟୋଜିତ ଆଲୋଚନାଚକ୍ରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି। ମାତୃଭୂମିର ସ୍ବାଧୀନତା ପାଇଁ ଅପ୍ରତ୍ୟାଶିତ ସଂଗ୍ରାମୀ, ବୀର ସୈନିକ ବ୍ରିଟିଶ ବିରୋଧରେ ଲଢ଼ି ନିଜର ବଳିଦାନ ଦେଇ ଦେଶକୁ ସ୍ବାଧୀନତା ଦେଇଥିଲେ। ୪୬ ବର୍ଷ ପୂର୍ବେ ଆଜିର ଦିନରେ ସେତେବେଳର ପ୍ରଧାନମନ୍ତ୍ରୀ ଜରୁରିକାଳୀନ ପରିସ୍ଥିତି ଲାଗୁ କରି ଗଣତନ୍ତ୍ରର ହତ୍ୟା କରିଥିଲେ। ସେହି ସମୟରେ ଦେଶର ନେତା, ଛାତ୍ରୀଛାତ୍ର, ଗଣମାଧ୍ୟମ ଏବଂ ସାଧାରଣ ଜନତାଙ୍କ ଦ୍ୱାରା ଦିଆଯାଇଥିବା ବଳିଦାନକୁ ଆମକୁ ସର୍ବଦା ସ୍ମରଣୀୟ ରଖିବା ପାଇଁ ହେବ। ଆମେ ପାଳୁଥିବା ଏହି କଳା ଦିବସକୁ ନା କେବେ ଭୁଲିହେବ ନା କ୍ଷମା ଦିଆଯାଇପାରିବ। ଏଥିସହ ଆଗାମୀ ଦିନରେ ଗଣତନ୍ତ୍ରର ନିଷ୍ପତିକୁ ମୁଣ୍ଡପାତି ସ୍ବୀକାର କରିବାକୁ ପଡ଼ିବ ବୋଲି ଧର୍ମେନ୍ଦ୍ର କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ନକଲି ଡାକ୍ତରଙ୍କ କ୍ଲିନିକ୍‌ରେ ଚଢ଼ାଉ ଘଟଣା: ଏସ୍‌ଡିଜେଏମ୍‌ କୋର୍ଟରେ ମାମଲା

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଶିକ୍ଷାଗତ ଯୋଗ୍ୟତା ନ ଥାଇ ନିଜକୁ ଜଣେ ହୋମିଓପାଥିକ୍‌ ଡାକ୍ତର କହୁଥିଲେ। ‘ଷ୍ଟପ କରୋନା’ ଔଷଧ ଦେଇ ଲୋକଙ୍କୁ ଠକୁଥିଲେ। ଏପରି ଏକ ସଙ୍ଗିନ...

ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ଗୁରୁବାର ରାତିରେ ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି।...

କରୋନା ତୃତୀୟ ଲହର ଚିନ୍ତା: ପ୍ରଭାବିତ ହୋଇପାରନ୍ତି ଶିଶୁ; ପୂର୍ବରୁ ପ୍ରସ୍ତୁତ ରହିବା ଉପରେ ମୁଖ୍ୟମନ୍ତ୍ରୀ ଦେଲେ ଗୁରୁତ୍ୱ

ଭୁବନେଶ୍ୱର,୮।୬(ବ୍ୟୁରୋ): ଦ୍ୱିତୀୟ ଲହର ପରେ ଏବେ କରୋନାର ତୃତୀୟ ଲହର ଚିନ୍ତା। ଏସବୁ ମଧ୍ୟରେ ମଙ୍ଗଳବାର ରାଜ୍ୟରେ କୋଭିଡ ପରିସ୍ଥିତି ସମ୍ପର୍କରେ ଭିଡିଓ କନ୍‌ଫେରେନ୍ସି ଜରିଆରେ...

ରଘୁନାଥଙ୍କ ସ୍ଥାନରେ ମହେଶ ଜେଠମାଲାନି ରାଜ୍ୟସଭାକୁ ମନୋନୀତ

ମୁମ୍ବାଇ, ୧।୬: ବିଶିଷ୍ଟ ଆଇନଜୀବୀ ମହେଶ ଜେଠମାଲାନିଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଇଛି। କେନ୍ଦ୍ର ସରକାରଙ୍କ ସୁପାରିଶ ପରେ ସ୍ବର୍ଗତ ଆଇନଜୀବୀ ତଥା ପୂର୍ବତନ ଆଇନ...

ଘରୋଇ ହସ୍ପିଟାଲକୁ ଟିକା ଯୋଗାଣ ବନ୍ଦ

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଘରୋଇ ହସ୍ପିଟାଲକୁ ମାଗଣାରେ କୋଭିଡ୍‌-୧୯ ଟିକା ଯୋଗାଣ ବନ୍ଦ ହେବ। ଯଦି କୌଣସି ଘରୋଇ ହସ୍ପିଟାଲରେ ଟିକା ଗଚ୍ଛିତ ଥିବ ତେବେ ସେଗୁଡ଼ିକୁ ତୁରନ୍ତ...

ଆଜି ରାଜ୍ୟରୁ ୩୦୩୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୦୩୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୦,୫୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ଆଜିଠୁ ୟୁଟ୍ୟୁବ୍‌ରେ ପାଠ ପଢ଼ିବେ ପିଲା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାରଠାରୁ ପ୍ରଥମଥର ପାଇଁ ୟୁଟ୍ୟୁବ ମାଧ୍ୟମରେ ପ୍ରଥମରୁ ଦଶମ ଶ୍ରେଣୀ ଯାଏ ପାଠପଢ଼ା ହେବ। ଗଣଶିକ୍ଷା ବିଭାଗ ରାଜ୍ୟରେ ଏହି ନୂଆ ପ୍ରୟୋଗ ଆରମ୍ଭ...

ମରୁଡ଼ି ହଟାଇପାରିନି ମାନଜୋର

ଆଠମଲ୍ଲିକ,୧୫ା୬ (ଡି.ଏନ.ଏ.) ମରୁଡ଼ି ହଟିଲେ ହସିବ ଆଠମଲ୍ଲିକ। ସବୁଜିମାରେ ଭରିଯିବ କୃଷକଙ୍କ ମନ। ତେଣୁ ଜଳସେଚନ ପ୍ରକଳ୍ପଟିଏ ପାଇଁ ଚାଷୀ ଓହ୍ଲାଇଥିଲେ ରାସ୍ତାକୁ। ଜେଲଭରୋ ଆନ୍ଦୋଳନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପାନ୍‌-ଆଧାର ଲିଙ୍କ୍‌ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି
Next Post Next post:
ଟିକା ନେବା ସତ୍ତ୍ୱେ ୨୭୪ ଆକ୍ରାନ୍ତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts