E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

ଟିକା ନେବା ସତ୍ତ୍ୱେ ୨୭୪ ଆକ୍ରାନ୍ତ
10:33 amJune 26, 2021June 27, 2021

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ନେବା ପରେ କରୋନାରେ ଆକ୍ରାନ୍ତଙ୍କ ସମ୍ପର୍କରେ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି) ଏକ ଗବେଷଣା କରିଥିଲା। ରାଜ୍ୟର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରୁ ୩୬୧ ଜଣଙ୍କ ନମୁନା ପରୀକ୍ଷଣ କରାଯାଇଥିଲା। ରିପୋର୍ଟ ଅନୁଯାୟୀ କରୋନା ଟିକାର ୨ଟି ଡୋଜ୍‌ ନେବା ପରେ ମଧ୍ୟ ୨୭୪ଜଣ କରୋନା ସଂକ୍ରମିତ ହୋଇଥିଲେ। ଏପରିକି ଦ୍ୱିତୀୟ ଡୋଜ୍‌ ନେବାର ୧୪ଦିନ ପରେ ଯେଉଁ ସମୟରେ କରୋନା ବିରୋଧରେ ଶରୀରରେ ପ୍ରତିରୋଧକ ଶକ୍ତି ତିଆରି ହେବା କଥା, ସେତେବେଳେ ଏମାନେ ଆକ୍ରାନ୍ତ ହୋଇଥିଲେ। ମାର୍ଚ୍ଚ ୧ରୁ ଜୁନ୍‌ ୧୦ ମଧ୍ୟରେ ନମୁନା ସଂଗ୍ରହ ସହ ପରୀକ୍ଷଣ କରାଯାଇଥିଲା। ପଜିଟିଭ୍‌ ଚିହ୍ନଟ ୨୭୪ଙ୍କ ମଧ୍ୟରୁ ୨୭ ଜଣ ହସ୍ପିଟାଲରେ ଭର୍ତ୍ତି ହୋଇଥିବାବେଳେ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିଲା। ଅର୍ଥାତ୍‌ କରୋନା ଟିକାର ଦୁଇଟି ଡୋଜ୍‌ ନେଲେ ସ୍ବାସ୍ଥ୍ୟାବସ୍ଥା ଗମ୍ଭୀର ହେବାର ଆଶଙ୍କା କମ୍‌ ରହିଥିବା ଆର୍‌ଏମ୍‌ଆର୍‌ସି ପକ୍ଷରୁ ଉକ୍ତ ରିପୋର୍ଟରେ କୁହାଯାଇଛି। ସେପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୨,୯୧୨ ଆକ୍ରାନ୍ତ।ଏଥିସହ ରାଜ୍ୟରେ ଆଉ ୪୦ଜଣ ଆକ୍ରାନ୍ତଙ୍କର କରୋନାରେ ମୃତ୍ୟୁ ଘଟିଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ମରୁଡ଼ି ହଟାଇପାରିନି ମାନଜୋର

ଆଠମଲ୍ଲିକ,୧୫ା୬ (ଡି.ଏନ.ଏ.) ମରୁଡ଼ି ହଟିଲେ ହସିବ ଆଠମଲ୍ଲିକ। ସବୁଜିମାରେ ଭରିଯିବ କୃଷକଙ୍କ ମନ। ତେଣୁ ଜଳସେଚନ ପ୍ରକଳ୍ପଟିଏ ପାଇଁ ଚାଷୀ ଓହ୍ଲାଇଥିଲେ ରାସ୍ତାକୁ। ଜେଲଭରୋ ଆନ୍ଦୋଳନ...

ନିଃଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ

ଭୁବନେଶ୍ୱର,୩।୬: କୋଭିଡ୍‌ ମହାମାରୀରେ ଅମ୍ଳଜାନର ଆବଶ୍ୟକତାକୁ ନଜରରେ ରଖି ସ୍ଲାଇଲ ପ୍ଲିଜ୍‌, ସ୍ପର୍ଶ ହସ୍ପିଟାଲ ଏବଂ ଓଡ଼ିଶା ସୋସାଇଟି ଅଫ୍‌ ଦ ଆମେରିକା ହେଲ୍‌ଥ ଆଣ୍ଡ...

ଲକ୍ଷ୍ୟ କେତେ ଦୂର

ନୂଆଦିଲ୍ଲୀ/ କୋଲକାତା,୩ା୬: ୨୦୨୧ ଡିସେମ୍ବର ସୁଦ୍ଧା କେନ୍ଦ୍ର ସରକାର ୧୦୦ କୋଟି ଭାରତୀୟଙ୍କୁ ଟିକା ଦେବା ପାଇଁ ସ୍ଥିର କରିଛନ୍ତି। ତେବେ ବର୍ତ୍ତମାନର ମନ୍ଥର ଟିକାକରଣକୁ...

ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ଦେହାନ୍ତ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨୬।୬: ପୂର୍ବତନ ଆଡ୍‌ଭୋକେଟ ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ୭୬ ବର୍ଷ ବୟସରେ ପରଲୋକ ଘଟିଛି। ଜୟନ୍ତ ହେଉଛନ୍ତି ଉତ୍କଳମଣି...

ଏମ୍ସରେ ଲାଗିବ ଏକ୍‌ମୋ ମେଶିନ

ଭୁବନେଶ୍ୱର,୧୦।୬: ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ଲାଗିବ ୨ଟି ଏକ୍‌ମୋ ମେଶିନ। ଜୁନ ଶେଷ ସୁଦ୍ଧା ଏହି ମେଶିନ ଲାଗିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର...

ବ୍ଲାକ୍‌ ଫଙ୍ଗସ୍‌ ନେଲା ୮୯ ଜୀବନ: ଦିଲ୍ଲୀରେ ଏପର୍ଯ୍ୟନ୍ତ ହଜାରେରୁ ଊର୍ଦ୍ଧ୍ୱ ରୋଗୀ ଚିହ୍ନଟ

ନୂଆଦିଲ୍ଲୀ,୩।୬: ଗତ କିଛି ଦିନ ପରେ ରାଜଧାନୀ ଦିଲ୍ଲୀରେ କାରୋନାର ସଂକ୍ରମଣ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ପଜିଟିଭ୍‌ ହାର ୧ପ୍ରତିଶତରୁ କମ୍‌...

ପଦ୍ମଫୁଲ ତୋଳିବା ହେଲା କାଳ

ଝାରସୁଗୁଡ଼ା ଅଫିସ୍‌,୧୩।୬: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ତାଳବେର୍ଣ୍ଣା ଗ୍ରାମର ଏକ ପୋଖରୀରେ ରବିବାର ପଦ୍ମଫୁଲ ତୋଳିବାକୁ ଯାଇଥିବା ଜଣେ ବ୍ୟକ୍ତି ପାଣିରେ ବୁଡି...

ନୂଆ ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର: ଭିଟାମିନ୍‌ ଟ୍ୟାବଲେଟ୍‌-ଷ୍ଟିମ୍‌ ନେବାକୁ ମନା …

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ କରୋନା ମାର୍ଗଦର୍ଶିକା ଜାରି କରାଯାଇଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜରୁରିକାଳୀନ ପରିସ୍ଥିତିକୁ କ୍ଷମା ଦିଆଯାଇପାରିବନି: ଧର୍ମେନ୍ଦ୍ର
Next Post Next post:
ପୁଣି ବିପଦ, ବ୍ୟାପିଲା ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌, ସ୍ବତନ୍ତ୍ର ନିର୍ଦ୍ଦେଶ ଜାରି କଲେ ମୁଖ୍ୟମନ୍ତ୍ରୀ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts