E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ରାଜସ୍ଥାନରୁ ପ୍ରଥମ ଡେଲ୍ଟା ପ୍ଲସ୍‌ ଭାରାଆଣ୍ଟ ରୋଗୀ ଚିହ୍ନଟ
12:51 pmJune 26, 2021June 27, 2021

ଜୟପୁର,୨୬।୬: କରୋନା ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ମଧ୍ୟରେ ଦେଶର ଅନେକ ରାଜ୍ୟରେ ଏବେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ମାମଲା ସାମ୍ନାକୁ ଆସୁଛି। ଏହିକମ୍ରରେ ଏବେ ରାଜସ୍ଥାନ ମଧ୍ୟ ସାମିଲ ହୋଇଯାଇଛି। ରାଜସ୍ଥାନରେ ପ୍ରଥମ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ରୋଗୀ ଚିହ୍ନଟ ହୋଇଛନ୍ତି। ଶୁକ୍ରବାର ରାଜସ୍ଥାନ ବିକାନେର ଜିଲାର ଅଧିକାରୀମାନେ ଏନେଇ ପୃଷ୍ଟି କରିଛନ୍ତି। ସୂଚନାଯୋଗ୍ୟ, ଜଣେ ୬୫ବର୍ଷୀୟ ମହିଳାଙ୍କ ନିକଟରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଚିହ୍ନଟ ହୋଇଥିବା ନେଇ ବିକାନେରର ମୁଖ୍ୟ ଚିକିତ୍ସା ଏବଂ ସ୍ବାସ୍ଥ୍ୟ ଅଧିକାରୀ ଓମ୍‌ ପ୍ରକାଶ ଚହର ସୂଚନା ଦେଇଛନ୍ତି। ମେ’୩୧ରେ ଉକ୍ତ ମହିଳାଙ୍କ କରୋନା ଟେଷ୍ଟ କରାଯାଇଥିଲା। ରିପୋର୍ଟ ପଜିଟିଭ୍‌ ଆସିବା ପରେ ମହିଳାଜଣକ ବିନା ଚିକିତ୍ସାରେ ସୁସ୍ଥ ହୋଇଯାଇଥିଲେ। କିନ୍ତୁ ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିିଗିଡ଼ିଯାଇଥିଲା। ଏହାପରେ ମହିଳାଙ୍କ ଯାଞ୍ଚ କରାଯିବାରୁ ତାଙ୍କ ନିକଟରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ସଂକ୍ରମଣ ଥିବା ଜଣାପଡ଼ିଥିଲା। ତେବେ ସବୁଠାରୁ ବଡ଼ କଥା ହେଉଛି ମହିଳାଜଣକ ପୂର୍ବରୁ କୋଭାକ୍ସିନ ଟିକାର ଦୁଇଟି ଡୋଜ୍‌ ନେଇସାରିଛନ୍ତି ବୋଲି ଓମ୍‌ ପ୍ରକାଶ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଟିକା ପାଇଁ କମ୍ପାନୀ ରିହାତି

ବେଙ୍ଗାଲୁରୁ, ୨୪।୬: କୋଭିଡ୍‌ ଟିକାକୁ ନେଇ କେତେକଙ୍କ ମଧ୍ୟରେ ରହିଥିବା କୁଣ୍ଠାବୋଧ ଦୂର କରିବା ଓ ଟିକାକରଣ ଅଭିଯାନରେ ବହୁସଂଖ୍ୟାରେ ସାମିଲ ହେବାକୁ ପ୍ରୋତ୍ସାହିତ କରିବା...

ଶେଷ ହେଲା ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ,୨।୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ ବୁଧବାର ଶେଷ ହୋଇଛି। ତାଙ୍କ ସ୍ଥାନରେ କେନିୟା...

ଭାକ୍ସିନ୍‌ ଯୋଗୁ ପୁଣି ନୂଆ ବିପଦ: ୨ ଡୋଜ୍‌ ମଧ୍ୟରେ ସମୟ ବଢ଼ିଲେ ସଂକ୍ରମଣ ଆଶଙ୍କା ଅଧିକ…

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...

ରାଜ୍ୟରେ ୫ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୪,୪୬୯ ଜଣ...

୧୦ଲକ୍ଷରୁ ତଳକୁ ଖସିଲା ସକ୍ରିୟ ମାମଲା: ଗତ ୨୪ଘଣ୍ଟାରେ ୭୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ ହୋଇଥିବାରୁ ଦୈନିକ ସଂକ୍ରମଣରେ ହ୍ରାସ ଘଟିବା ସହ ସୁସ୍ଥହାର...

୧.୨୯ କୋଟି ଭାକ୍ସିନ୍‌ କିଣିଛନ୍ତି ଘରୋଇ ହସ୍ପିଟାଲ, ବ୍ୟବହାର ହୋଇଛି ୨୨ ଲକ୍ଷ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ମେ’ ମାସରେ...

ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…

କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ...

ଭାଜପା ଏମ୍‌ପି, ବିଧାୟକଙ୍କ ଘର ଆଗରେ ବସିବେ ଚାଷୀ

ଗାଜିଆବାଦ,୪।୬: କୃଷି ଆଇନ ବିରୋଧରେ ଆନ୍ଦୋଳନ ଚଳାଇଥିବା ଚାଷୀ ସଂଗଠନ ପକ୍ଷରୁ ଶନିବାର ଦେଶବ୍ୟାପୀ ଭାଜପା ଏମ୍‌ପି ଏବଂ ବିଧାୟକଙ୍କ ଘର ଆଗରେ ବିକ୍ଷୋଭ ପ୍ରଦର୍ଶନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆମେରିକା ସୈନ୍ୟ ଆଫଗାନିସ୍ତାନରୁ ହଟିଲେ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବା ଆଶଙ୍କା…
Next Post Next post:
ସୁବର୍ଣ୍ଣପୁର ରିଂ ରୋଡ୍‌ ନିର୍ମାଣ କାର୍ଯ୍ୟ ବିଳମ୍ବିତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts