E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଆମେରିକା ସୈନ୍ୟ ଆଫଗାନିସ୍ତାନରୁ ହଟିଲେ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବା ଆଶଙ୍କା…
12:45 pmJune 26, 2021June 27, 2021

ଶ୍ରୀନଗର,୨୬।୬: ଆଫଗାନିସ୍ତାନରୁ ଆମେରିକା ସୈନ୍ୟ ପ୍ରତ୍ୟାହାର ଜାରି ରହିଛି। ତେବେ ଏହା ଦ୍ୱାରା ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏସମ୍ପର୍କରେ ଶ୍ରୀନଗର ୧୫ କୋର୍‌ର ଜେସିଓ ଲ୍ୟୁଟନାଟ୍‌ ଜେନେରାଲ ଦେବେନ୍ଦ୍ର ପ୍ରତାପ ପାଣ୍ଡେ ଜେକେଏଲଆଇ ରେଜିମେଣ୍ଟାଲ ସେଣ୍ଟରରେ ପାଶିଂ ଆଉଟ୍‌ ପରେଡରେ ଯୋଗ ଦେଇ ଏଭଳି କହିଛନ୍ତି। ଆମେରିକା ସୈନ୍ୟ ହଟିଲେ ଜମ୍ମୁ-କଶ୍ମୀରର ଆତଙ୍କବାଦୀ ଅନୁପ୍ରବେଶ ଘଟଣା ବୃଦ୍ଧି ପାଇବାର ଆଶଙ୍କା ରହିଥିବା ସେ କହିଛନ୍ତି। ମାତ୍ର ଭାରତୀୟ ମିଳିତ ସୁରକ୍ଷାକର୍ମୀ ଯେ କୌଣସି ସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ। ରାଜନୈତିକ ପ୍ରକ୍ରିୟା ଏବଂ ସୁରକ୍ଷା ସ୍ଥିତି ଦୁଇ ଭିନ୍ନ ଭିନ୍ନ ପ୍ରସଙ୍ଗ। ରାଜନୈତିକ ଆଲୋଚନା ସବୁବେଳେ ଜାରି ରହିଛି ଏବଂ ରହିବ ମଧ୍ୟ। କିନ୍ତୁ ସୁରକ୍ଷା ସ୍ଥିତିର ମୁକାବିଲା ଭିନ୍ନ ଭିନ୍ନ ସ୍ତରରେ କରାଯାଉଛି। ନିୟନ୍ତ୍ରଣ ରେଖାରେ ଭାରତୀୟ ଫରଓ୍ବାର୍ଡ ପୋଷ୍ଟ ସମ୍ମୁଖରେ ଥିବା ପାକିସ୍ତାନ ଫରଓ୍ବାର୍ଡ ନିକଟରେ ୫ଟି ଆତଙ୍କବାଦୀ ଲଞ୍ଚ ପ୍ୟାଡ୍‌ ସକ୍ରିୟ ରହିଥିବା ସେ କହିଛନ୍ତି। ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା କୌଣସି ଆତଙ୍କବାଦୀ ଅନୁପ୍ରବେଶ ଘଟଣା ଘଟି ନ ଥିବା ସେ ସୂଚନା ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

୧୫ ଜୁନ୍‌ରୁ ଲଭ୍‌ ଜିହାଦ୍‌ ଆଇନ: ଦୋଷୀଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌…

ଅହମଦାବାଦ,୫।୬: ଲଭ୍‌ ଜିହାଦ୍‌ ଆଇନ୍‌ ଗୁଜରାଟରେ ୧୫ ଜୁନ୍‌ରୁ ପ୍ରଣୟନ ହେବାକୁ ଯାଉଛି। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌...

ଟିକାକରଣ ପାଇଁ ପାହାଡ଼ ଚଢ଼ିଲେ ଜିଲାପାଳ

କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼...

ଗ୍ୟାସ ସିଲିଣ୍ଡର ବ୍ଲାଷ୍ଟ : କୋଠା ତଳେ ଚାପିହୋଇ ୭ ମୃତ

ଗୋଣ୍ଡା, ୨।୬: ଉତ୍ତର ପ୍ରଦେଶର ଗୋଣ୍ଡା ଜିଲାରେ ଗ୍ୟାସ ସିଲିଣ୍ଡରରେ ବିସ୍ଫୋରଣ ଘଟି ୭ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଅଘଟଣରେ ୭ ଜଣ ଆହତ...

ଅମରନାଥ ଯାତ୍ରା ବନ୍ଦ

ନୂଆଦିଲ୍ଲୀ,୨୧।୬: ଜମ୍ମୁ-କଶ୍ମୀର ପ୍ରଶାସନ କରୋନା ସଂକ୍ରମଣ ସ୍ଥିତି ଅନୁଧ୍ୟାନ କରି ଚଳିତ ବର୍ଷ ଅମରନାଥ ଯାତ୍ରାକୁ ସ୍ଥଗିତ କରିଛନ୍ତି। ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ସୋମବାର...

ଉପ ରାଷ୍ଟ୍ରପତିଙ୍କ ଆକାଉଣ୍ଟ୍‌ରୁ ବ୍ଲୁ ଟିକ୍‌ ହଟାଇଲା ଟୁଇଟର୍‌…

ନୂଆଦିଲ୍ଲୀ,୫।୬: ଟୁଇଟର୍‌ ଏବେ ବିବାଦରେ ଘେରରେ ପଡ଼ିଛି। ପୂର୍ବରୁ ଭାରତ ସରକାରଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ନିୟମ ପାଳନ କରିବା ନେଇ ଟୁଇଟୁର ବିବାଦରେ ରହିଥିବାବେଳେ...

ମୃତ୍ୟୁସଂଖ୍ୟା ଲୁଚାଇଛି ଏମ୍‌ପି

ଭୋପାଳ, ୧୩ା୬: ଦେଶରେ କରୋନାଜନିତ ମୃତ୍ୟୁ ତଥ୍ୟ ଲୁଚାଯିବା ଆଉ ନୂଆ କଥା ହୋଇ ନାହିଁ। ବିଭିନ୍ନ ରାଜ୍ୟ ସରକାର ପ୍ରକୃତ ସଂଖ୍ୟା ପ୍ରକାଶ କରୁ...

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୨୧।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୋପୋରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀଙ୍କ...

ଟିକା ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ

ନୂଆଦିଲ୍ଲୀ,୮।୬: କୋଭିଡ୍‌ ଟିକାକରଣ ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ, ତା’ର ମୂଲ୍ୟ ମଙ୍ଗଳବାର ନିର୍ଦ୍ଧାରିତ କରିଛନ୍ତି କେନ୍ଦ୍ର ସରକାର। ଏହା ଅନୁଯାୟୀ, କୋଭିଶିଲ୍ଡ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମଲାଇକାଙ୍କ ସହ ଡେଟ୍‌ କରୁଥିବା ଅର୍ଜୁନ ଏକଦା ପଡ଼ିଥିଲେ ସଲମାନ୍‌ଙ୍କ ଭଉଣୀଙ୍କ ପ୍ରେମରେ, ଦୁଇ ବର୍ଷ ପରେ…
Next Post Next post:
ରାଜସ୍ଥାନରୁ ପ୍ରଥମ ଡେଲ୍ଟା ପ୍ଲସ୍‌ ଭାରାଆଣ୍ଟ ରୋଗୀ ଚିହ୍ନଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts