E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ରେକର୍ଡ ଭାଙ୍ଗିଲା ଭାରତ, ଏକ ସପ୍ତାହରେ ୪ କୋଟିଙ୍କୁ ଭାକ୍ସିନ୍‌ ଡୋଜ୍‌…
1:11 pmJune 26, 2021June 27, 2021

ନୂଆଦିଲ୍ଲୀ ,୨୬।୬: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଦ୍ରୁତବେଗରେ କରାଯାଉଛି। ଭାରତ ଟିକାକରଣରେ ନିଜର ପୂର୍ବ ରେକର୍ଡ ଭାଙ୍ଗିଛି। ଗତ ଏକ ସପ୍ତାହ ମଧ୍ୟରେ ଦେଶରେ ରେକର୍ଡ ସଂଖ୍ୟକ ୩.୯୮ କୋଟି ଲୋକଙ୍କୁ ଭାକ୍ସିନ୍‌ ଡୋଜ୍‌ ଦିଆଯାଇଛି। ଜୁନ୍‌୧୯ରୁ ୨୫ ମଧ୍ୟରେ ଭାରତ ଏଭଳି ସଫଳତା ହାସଲ କରିଛି। ଏହା ପୂର୍ବରୁ ଏପ୍ରିଲ୍‌ ୩ରୁ ୯ ମଧ୍ୟରେ ୨.୪୭ କୋଟି ଭାକ୍ସିନ୍‌ ଡୋଜ୍‌ ପ୍ରଦାନ କରାଯାଇଥିଲା। ଜୁନ୍‌ ୧୨ରୁ ୧୮ ମଧ୍ୟରେ ୨.୧୨ କୋଟି ଲୋକଙ୍କୁ ଭାକ୍ସିନ୍‌ ଡୋଜ୍‌ ଦିଆଯାଇଥିଲା। ଜୁନ୍‌ ୨୧ଠାରୁ ନୂଆ ମାର୍ଗଦର୍ଶିକା ଅନୁସାରେ ଭାକ୍ସିନ୍‌ ପ୍ରଦାନ କରାଯାଉଛି। ଜୁଲାଇରେ ୨୦ କୋଟି ଏବଂ ଅଗଷ୍ଟରେ ୩୦ କୋଟି ଭାକ୍ସିନ୍‌ ଡୋଜ୍‌ ଦେବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ମେ’ ୧୫ରୁ ୨୧ ମଧ୍ୟରେ ଦେଶରେ ଭାକ୍ସିନ୍‌ ଡୋଜ୍‌ ପ୍ରଦାନ ସଂଖ୍ୟା ସର୍ବନିମ୍ନ ଥିଲା। ଏହି ସପ୍ତାହରେ ୯୨ ଲକ୍ଷ ଲୋକଙ୍କୁ ଡୋଜ୍‌ ଦିଆଯାଇଥିବା ନେଇ କୋଓ୍ବିନ୍‌ ଆପ୍‌ ପ୍ଲାଟର୍ଫମରୁ ଜଣାପଡ଼ିଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ମନ୍ଦିର ଦର୍ଶନକୁ ନେଇ ପୋଲିସ-ପୁରୋହିତ ମୁହାଁମୁହିଁ

ମିର୍ଜାପୁର,୨୧।୬: ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳରେ ଥିବା ପ୍ରସିଦ୍ଧ ମା’ ବିନ୍ଧବାସିନି ମନ୍ଦିରରେ ଦର୍ଶନ ଓ ପୂଜାକୁ ନେଇ ରବିବାର ପୋଲିସ ଓ ପୁରୋହିତ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି।...

ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୦ ଜୀବନ

ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...

ଅକାଳୀ ଦଳ-ବିଏସ୍‌ପି ମଧ୍ୟରେ ମେଣ୍ଟ: ଆସନ ଭାଗବଣ୍ଟା ବି ଚୂଡ଼ାନ୍ତ

ଚଣ୍ଡିଗଡ଼,୧୨।୬: ବିଭିନ୍ନ ରାଜ୍ୟର ରାଜନୈତିକ ଦଳରେ ବର୍ତ୍ତମାନ ମିଶ୍ରଣ ପର୍ବ ଚାଲିଛି। ଏତଦ୍‌ ବ୍ୟତୀତ ଦଳକୁ ସୁଦୃଢ଼ କରିବା ପାଇଁ ବିଭିନ୍ନ ଦଳ ମଧ୍ୟରେ ମେଣ୍ଟ...

ସିବିଏସ୍‌ଇ ପରେ ଏହି ରାଜ୍ୟ ବାତିଲ କଲା ଦ୍ୱାଦଶ ପରୀକ୍ଷା

ଭୋପାଳ,୨।୬: କରୋନା ମହାମାରୀ ଯୋଗୁ ସିବିଏସ୍‌ଇ ଓ ଆଇସିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ...

ଭାକ୍ସିନ ନେବା ପରେ ୪୮୮ବ୍ୟକ୍ତିଙ୍କ ମୃତ୍ୟୁ, ୨୬ହଜାର ଲୋକଙ୍କ ମଧ୍ୟରେ ଦେଖାଦେଇଛି ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା: ତଥ୍ୟ

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଜାରି ରହିଛି। କରୋନାକୁ ରୋକିବା ପାଇଁ ଦେଶରେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ହେଲେ ମିଳିଥିବା ସରକାରୀ...

ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୪।୬: ରେପୋ ଓ ରିଭର୍ସ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ଲଗାତର ଷଷ୍ଠଥର ପାଇଁ ଏହି ନିଷ୍ପତ୍ତି ନେଇଛି ଆରବିଆଇ। ଏପ୍ରିଲ-ଜୁନ...

ସ୍ବାମୀଙ୍କ ଉପରେ ଚାଲିଛି ସ୍ତ୍ରୀର ହତ୍ୟା ମାମଲା, ୮ ମାସ ପରେ ପ୍ରେମିକଙ୍କ ଘରୁ ମିଳିଲେ ମହିଳା

ପାଟନା,୧୮ା୬: ବିହାରର ଦାନାପୁର (ସୁଲତାନପୁର)ରୁ ସାମ୍ନାକୁ ଆସିଛି ସଭିଙ୍କୁ ଚମାକାଇ ଦେଲା ଭଳି ଘଟଣା। ୮ ମାସ ହେଲା ସ୍ବାମୀ ଓ ତାଙ୍କ ପରିବାରବର୍ଗଙ୍କ ବିରୋଧରେ...

ରାଜ୍ୟର ପ୍ରଥମ ମୁସଲିମ୍‌ ମହିଳା ଡିଏସ୍‌ପି

ପାଟନା,୧୧।୬: ନିକଟରେ ବିହାର ପବ୍ଲିକ ସର୍ଭିସ କମିଶନ(ବିପିଏସ୍‌ସି)ର ୬୪ତମ କମ୍ପିଟେଟିଭ୍‌ ଏକ୍ସାମର ପରୀକ୍ଷା ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷାରେ ପ୍ରଥମ ଥରେ ଜଣେ ମୁସଲିମ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସୁବର୍ଣ୍ଣପୁର ରିଂ ରୋଡ୍‌ ନିର୍ମାଣ କାର୍ଯ୍ୟ ବିଳମ୍ବିତ
Next Post Next post:
ପାଣି ଘେରରେ ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts