E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ପାଣି ଘେରରେ ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ
1:33 pmJune 26, 2021June 27, 2021

ପାଟନା,୨୬।୬: ମୌସୁମୀ ବର୍ଷାରେ ବେହାଲ ବିହାର। ଶୁକ୍ରବାର ରାତିରେ ବିହାରର ରାଜଧାନୀ ପାଟନାରେ ହୋଇଥିବା ବର୍ଷା ଯୋଗୁ ଚାରିଆଡେ ଜଳାର୍ଣ୍ଣବ ହୋଇଯାଇଛି। ବିଧାନସଭା ପରିସରରେ ପ୍ରାୟ ଦେଢ଼ ଫୁଟରୁ ୨ଫୁଟ ପର୍ଯ୍ୟନ୍ତ ପାଣି ଜମି ରହିଥିବା ଦେଖିବାକୁ ମିଳିଛି। କେବଳ ସେତିକି ନୁହେଁ ବିହାରର ଉପ ମୁଖ୍ୟମନ୍ତ୍ରୀ ତଥା ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ରେଣୁ ଦେବୀଙ୍କ ଘରେ ହିଁ ବିପର୍ଯ୍ୟୟ ସୃଷ୍ଟି ହୋଇଛି। ତାଙ୍କ ବାସଭବନରେ ପ୍ରାୟ ଦେଢ଼ ଫୁଟ ପର୍ଯ୍ୟନ୍ତ ପାଣି ପଶିଯାଇଛି। କେବଳ ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ନୁହେଁ ବରଂ ସହରର ଅନ୍ୟ ଅଞ୍ଚଳ ଓ ହସ୍ପିଟାଲରେ ବର୍ଷା ପାଣି ପଶିଯାଇଛି। ଏଥିସହ ସହରର ଅନେକ ରାସ୍ତାରେ ବର୍ଷା ପାଣି ଜମି ଏକପ୍ରକାରର ପୋଖରୀର ଭ୍ରମ ସୃଷ୍ଟି କରୁଛି। ଅନ୍ୟପଟେ ଆସନ୍ତା ୨୪ଘଣ୍ଟାରେ ପାଟନା ଓ ଅନ୍ୟ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ଅନୁମାନ କରିଛି ପାଣିପାଗ ବିଭାଗ। ଏତଦ୍‌ ବ୍ୟତୀତ ପାଣିପାଗ ବିଭାଗ ପକ୍ଷରୁ ସହରରେ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

 


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଟୁଇଟର ପରେ ଏବେ ଇନ୍‌ଷ୍ଟାଗ୍ରାମ ବିରୋଧରେ ଏଫ୍‌ଆଇଆର

ନୂଆଦିଲ୍ଲୀ,୧୬।୬: ମୋଇକ୍ରୋ ବ୍ଲଗିଙ୍ଗ୍‌ ସାଇଟ୍‌ ଟୁଇଟର ପରେ ଏବେ ଫଟୋ ଓ ଭିଡ଼ିଓ ନେଟଓ୍ବାର୍କିଂ ସାଇଟ ଇନ୍‌ଷ୍ଟାଗ୍ରାମ ବି ଯାଞ୍ଚ ଘେରକୁ ଆସିଛି। ଦିଲ୍ଲୀ ପୋଲିସର...

ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ମୂଲ୍ୟାୟନ ପଦ୍ଧତି ପାଇଁ କମିଟି ଗଠନ

ନୂଆଦିଲ୍ଲୀ, ୫ା୬: ମହାମାରୀ ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହେବା ପରେ ଛାତ୍ରୀଛାତ୍ରଙ୍କ ମୂଲ୍ୟାୟନ ପଦ୍ଧତି ନିରୂପଣ ଲାଗି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା...

ରାଜସ୍ଥାନରୁ ପ୍ରଥମ ଡେଲ୍ଟା ପ୍ଲସ୍‌ ଭାରାଆଣ୍ଟ ରୋଗୀ ଚିହ୍ନଟ

ଜୟପୁର,୨୬।୬: କରୋନା ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ମଧ୍ୟରେ ଦେଶର ଅନେକ ରାଜ୍ୟରେ ଏବେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ମାମଲା ସାମ୍ନାକୁ ଆସୁଛି।...

କୋଭିଡ୍‌ ଅନାଥଙ୍କ ପାଇଁ ଯୋଜନା କ’ଣ

ନୂଆଦିଲ୍ଲୀ,୨ା୬: କରୋନା ମହାମାରୀର ଦ୍ୱିତୀୟ ଲହର ଅନେକ ପିଲାଙ୍କୁ ଅନାଥ କରିଦେଇଛି। ସେହି ଶିଶୁମାନଙ୍କୁ ଆଶ୍ୱସ୍ତି ପ୍ରଦାନ ଲାଗି କେନ୍ଦ୍ର ସରକାର କ’ଣ ସବୁ କଲ୍ୟାଣକାରୀ...

କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍‌ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…

ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...

୫ ଏମ୍‌ପିଙ୍କୁ ଦଳରୁ ବିଦା କଲେ ଚିରାଗ

ନୂଆଦିଲ୍ଲୀ,୧୫ା୬: ଚିରାଗ ପାଶ୍ୱାନଙ୍କ ନେତୃତ୍ୱାଧୀନ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି)ରେ କନ୍ଦଳ ଓ ଫାଟ ବଢ଼ିବାରେ ଲାଗିଛି। ଚିରାଗଙ୍କ ଗୋଷ୍ଠୀ ମଙ୍ଗଳବାର ୫ ବିଦ୍ରୋହୀ ଏମ୍‌ପିଙ୍କୁ...

ଆଇଟି ନିୟମ ପ୍ରତ୍ୟାହାର କର

ନୂଆଦିଲ୍ଲୀ,୨୦ା୬: ନୂଆ ଆଇଟି ନିୟମ ଆଣି ଟୁଇଟର ଓ ଫେସ୍‌ବୁକ୍‌ ଭଳି ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକୁ ନାଲିଆଖି ଦେଖାଉଥିବା କେନ୍ଦ୍ର ସରକାରଙ୍କୁ ଶନିବାର ଜାତିସଂଘରୁ ଶକ୍ତ...

ଦିନେ ଟିକା ନେବାକୁ ମନା କରୁଥିଲେ ଅଖିଳେଶ: ଏବେ କହିଲେ, ମୁଁ ବି ନେବି ଟିକା

ଲକ୍ଷ୍ନୌ,୮।୬: ଶେଷରେ ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ ମଙ୍ଗଳବାର କରୋନା ଟିକା ନେବେ ବୋଲି ଘୋଷଣା କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରେକର୍ଡ ଭାଙ୍ଗିଲା ଭାରତ, ଏକ ସପ୍ତାହରେ ୪ କୋଟିଙ୍କୁ ଭାକ୍ସିନ୍‌ ଡୋଜ୍‌…
Next Post Next post:
ପୁଣ୍ୟତିଥିରେ ମା’ଙ୍କୁ ମନେପକାଇଲେ ଡ୍ରିମ୍‌ଗର୍ଲ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts