E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

୧୨ ରାଜ୍ୟରେ ୫୧ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତ …
2:26 pmJune 26, 2021June 27, 2021

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଯୋଗୁ ପୁଣି ବିପଦ ମାଡ଼ି ଆସୁଛି। ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୨ ରାଜ୍ୟରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ର ୫୧ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସର୍ବାଧିକ ୨୨ ଜଣ ଆକ୍ରାନ୍ତ ମହାରାଷ୍ଟ୍ରରେ ଚିହ୍ନଟ ହୋଇଛନ୍ତି। ସେହିପରି ତାମିଲନାଡୁରେ ୯ ଜଣ, ମଧ୍ୟପ୍ରଦେଶରେ ୭, କେରଳରେ ୩, ପଞ୍ଜାବ-ଗୁଜରାଟରେ ୨-୨, ଆନ୍ଧ୍ରପ୍ରଦେଶ, ଓଡ଼ିଶା, ରାଜସ୍ଥାନ, ହରିୟାଣା, ଜମ୍ମୁ-କଶ୍ମୀର, କର୍ନାଟକରେ ଜଣେ ଜଣେ ଆକାନ୍ତ ଚିହ୍ନଟ ହୋଇଛନ୍ତି। ସମ୍ପ୍ରତି ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ରହିଛି ବୋଲି ଏନ୍‌ସିଡିସିର ନିର୍ଦ୍ଦେଶକ ସୁୂଜିତ ସିଂ କହିଛନ୍ତି। ଗତ ୩ ମାସ ମଧ୍ୟରେ ଏହି ସଂକ୍ରମଣ ହୋଇଥିବା ସେ କହିଛନ୍ତି। ତେବେ ଏହା ବିରୋଧରେ ଦୃଢ଼ ରଣନୀତି ଆଧାରରେ ଲଢ଼େଇ କରାଯିବା ନେଇ ସେ ଗୁରୁତ୍ୱାରୋପ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଯୋଗୀଙ୍କୁ ଭେଟିଲେ ଜିତେନ

ନୂଆଦିଲ୍ଲୀ,୧୯।୬: କଂଗ୍ରେସ ଛାଡ଼ି ଭାଜପାରେ ସାମିଲ ହେବାର ୧୦ ଦିନ ପରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜିତେନ ପ୍ରସାଦ ଶନିବାର ଲକ୍ଷ୍ନୌଠାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ...

ଭିତିରି କଥା କହିଲେନି

ନୂଆଦିଲ୍ଲୀ,୨୩ା୬: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ସୁପ୍ରିମୋ ଶରଦ ପାଓ୍ବାରଙ୍କ ଘରେ ବିରୋଧୀଙ୍କ ବୈଠକକୁ ଭାଜପାକୁ ଚ୍ୟାଲେଞ୍ଜ ଦେବା ପ୍ରକ୍ରିୟାର ଆରମ୍ଭ ବୋଲି ରାଜନୈତିକ ବିଶ୍ଳେଷକମାନେ...

ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ଉଦ୍ଧବ

ମୁମ୍ବାଇ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଗୃହମନ୍ତ୍ରୀ ଦଲୀପ ପାଟିଲ ସୋମବାର ଏହି...

୭୭.୮ ପ୍ରତିଶତ ପ୍ରଭାବଶାଳୀ କୋଭାକ୍ସିନ୍‌

ନୂଆଦିଲ୍ଲୀ,୨୨।୬: ଭାରତୀୟ ସ୍ବଦେଶୀ ଟିକା କୋଭାକ୍ସିନ୍‌ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ସମୀକ୍ଷା ବୈଠକର ତଥ୍ୟ ସାମ୍ନାକୁ ଆସିଛି। ଏହି ସମୀକ୍ଷା ବୈଠକରେ ପ୍ରକାଶ ପାଇଛି ଯେ,...

କୋର୍ଟରେ ଦୋଷୀ ସାବ୍ୟସ୍ତ ହେବା ପରେ ଏମିତି ଟୁଇଟ୍‌ କଲେ ଗମ୍ଭୀର

ନୂଆଦିଲ୍ଲୀ, ୩।୬: ଭାଜପା ଏମ୍‌ପି ଗୌତମ ଗମ୍ଭୀରଙ୍କ ଫାଉଣ୍ଡେଶନ ବେଆଇନ ଭାବେ କୋଭିଡ୍‌-୧୯ ଔଷଧ କିଣିଥିଲା। ଆଉ ତାହାକୁ ବିନା ଅନୁମତିରେ ବାଣ୍ଟି ଥିଲେ ବୋଲି...

୩ ହେଲିକପ୍ଟର ନେଇ ସହରରେ ପହଞ୍ଚିଲେ ରଦ୍ଦିଓ୍ବାଲା: ଆଉ ତା’ପରେ…

ଚଣ୍ଡିଗଡ଼,୨୩।୬: ପଞ୍ଜାବ ମନସାର ଜଣେ ରଦ୍ଦିଓ୍ବାଲା ଭାରତୀୟ ସେନାଠାରୁ ୬ ଗ୍ରାଉଣ୍ଡେଡ୍‌ ହେଲିକପ୍ଟର କ୍ରୟ କରିଛନ୍ତି। ଯାହାକୁ ଦେଖିବା ପାଇଁ ସହରରେ ପ୍ରବଳ ଭିଡ଼ ଜମିଥିବା...

ଖୁସି ଖବର: ବିଟା-ଡେଲ୍ଟା ଭାରିଆଣ୍ଟ୍‌ ବିରୋଧରେ ପ୍ରଭାବଶାଳୀ ସାବ୍ୟସ୍ତ ହେଉଛି କୋଭାକ୍ସିନ୍‌…

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...

ମିଥ୍ୟା ଜାତିଗତ ପ୍ରମାଣପତ୍ର ପାଇଁ ଫସିଲେ ଏମ୍‌ପି

ମୁମ୍ବାଇ,୮।୬: ମିଥ୍ୟା ଜାତିଗତ ପ୍ରମାଣପତ୍ର ଦାଖଲ କରିବା ମହାରାଷ୍ଟ୍ରର ସ୍ବାଧୀନ ଏମ୍‌ପି ନବନୀତ କୌର ରାଣାଙ୍କୁ ମହଙ୍ଗା ପଡ଼ିଛି। ଏଥିନେଇ ବମ୍ବେ ହାଇକୋର୍ଟ ତାଙ୍କ ଉପରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସଲମାନଙ୍କ ଉପରେ ରାଗିକରି ଚିତ୍କାର କରିଥିଲେ ଏହି ଅଭିନେତା, ଏପରି ଥିଲା ଭାଇଜାନଙ୍କ ପ୍ରତିକ୍ରିୟା
Next Post Next post:
Hello world!

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts