E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inRasifala

ରାଶିଫଳ: ରବିବାର, ଜୁନ୍‌ ୨୭ ତାରିଖ – Daily Horoscope
4:35 pmJune 26, 2021

ମେଷ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ଜମିଜମା, କଳ କାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ ବ୍ୟବସାୟରୁ ଲାଭବାନ ହେବେ । ରାଜନୀତିରେ କୂଟନୀତି ପ୍ରୟୋଗ କରି କାର୍ଯ୍ୟ ସାଧନ କରିପାରିବେ। ଫେରିବା ବାଟରେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ ।
ବୃଷ
ବୃଷ
ନିଜର ସମ୍ପର୍କୀୟମାନଙ୍କ ଅସହଯୋଗରୁ କେତେକ ନୂତନ ସମସ୍ୟା ସୃଷ୍ଟି ହେବ। ଆଦୌ ଭଲ ସମ୍ପର୍କ ନ ଥିବା ଲୋକମାନଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଯାତ୍ରା କରିବାକୁ ପଡ଼ିପାରେ । କିନ୍ତୁ ଆକସ୍ମିକଭାବରେ ଶାରୀରିକ ଅସୁସ୍ଥତା ହେତୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି ।
ମିଥୁନ
ମିଥୁନ
ବନ୍ଧୁଙ୍କ ସହାନୁଭୂତି ମାଧ୍ୟମରେ ଅନ୍ୟମାନଙ୍କୁ ନିଜ ସପକ୍ଷରେ ନେଇ କାମ ହାସଲ କରିବେ । ପାରିବାରିକ କ୍ଷେତ୍ରରେ ସତର୍କରେ ଚଳନ୍ତୁ ନତୁବା ଝମେଲା ଅଧିକ ବଢ଼ିଯାଇପାରେ । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଜମିଜମା ବାବଦରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ ।
କର୍କଟ
କର୍କଟ
ମନ କଥାକୁ ମନରେ ରଖି ହସି ହସି କାମ ହାସଲ କରିବାରେ ସମର୍ଥ ହେବେ । ଅର୍ଥନୈତିକ ଅଭିବୃଦ୍ଧି ଓ ବୈଷୟିକ ସୁଖ, ସମୃଦ୍ଧି ମନକୁ ଖୁସି କରିବାରେ ସାହାଯ୍ୟ କରିବ । ପୁରୁଣା ରାଗକୁ ଶୁଝାଇବା ସକାଶେ କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ଓ କଳା, ସାହିତ୍ୟରେ ଉନ୍ନତି କରିବେ।
ସି˚ହ
ସି˚ହ
କର୍ମକ୍ଷେତ୍ର ଭଲ ରହିଲେ ମଧ୍ୟ ଘରେ ପିଲାଙ୍କ ସକାଶେ ମନ ଅସ୍ଥିର ରହିବ । ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନ ଯିବାକୁ ବାଧ୍ୟ ହେବେ । ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ମାନସିକ ସ୍ଥିତି ଠିକ୍ ରହିବ। ଯଥାସମ୍ଭବ ନିଜକୁ ବିବାଦୀୟ ପରିସରରୁ ଦୂରେଇ ରଖିବା କାରଣରୁ ଶତ୍ରୁତା କ୍ରମଶଃ ହ୍ରାସ ପାଇପାରେ।
କନ୍ୟା
ଯେତେ ପ୍ରକାର ସମସ୍ୟା ଆସିଲେ ମଧ୍ୟ ପ୍ରତ୍ୟେକ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ କୌଣସି ଅପରିଚିତ ଲୋକଟି ମିତ୍ରତା ଛଳରେ ପାଖେଇ ଆସିପାରେ । ଉପରିସ୍ଥଙ୍କ ଆଲୋଚନା ବିଷୟରେ ତାହାଠାରୁ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ଅର୍ଥନୈତିକ, ପାରିବାରିକ କ୍ଷେତ୍ର ପ୍ରାୟତଃ ଭଲ ରହିବ ।
ତୁଳା
ତୁଳା
ସ୍ଥଗିତକାମଗୁଡ଼ିକୁ ସମ୍ପନ୍ନ କରିବାରେ ଆନୁଷଙ୍ଗିକ ସୁବିଧା ସୁଯୋଗ ପାଇବେ । ଅବହେଳା ଜନିତ ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉଥିବାରୁ ମନ ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ । ମାତ୍ରାଧିକ ଭ୍ରମଣ ଯୋଗୁ ଆଳସ୍ୟ ଅନୁଭବ କରିପାରନ୍ତି।
ବିଛା
ବିଛା
ଯେତେ ସତର୍କରେ ଚଳିଲେ ମଧ୍ୟ କିଛିନା କିଛି ସମସ୍ୟା ସୃଷ୍ଟି ହେବ । ସ୍ତ୍ରୀଙ୍କ ସହ ମତାନ୍ତର କିମ୍ବା ବନ୍ଧୁଙ୍କ ସହ ବିତର୍କ ଆଶଙ୍କା ରହିଛି । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଙ୍ଗୀତ ଓ ରାଜନୀତି କ୍ଷେତ୍ରରେ ବେଶ୍ ଆଦୃତ ହେବେ । ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ, ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି।
ଧନୁ
ଧନୁ
ନିଜ ଲୋକମାନଙ୍କ ଉପରେ ଲଘୁ କ୍ରୋଧ ଓ ଅଭିମାନ କରି ପରିବେଶକୁ ସରଗରମ କରିପାରନ୍ତି । କୌଣସି ଅଭାବ ନ ଥିଲେ ମଧ୍ୟ ବିଭିନ୍ନ ଦୁଶ୍ଚିନ୍ତା ମନକୁ ଭାରାକ୍ରାନ୍ତ କରି ରଖିବ । ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବା ସକାଶେ ପ୍ରଯତ୍ନ କରିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ ।
ମକର
ମକର
ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପା ଅପୂରଣୀୟ କାମନାକୁ କର୍ମକ୍ଷମ କରାଇବାରେ ସାହାଯ୍ୟ କରିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ । ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ କିନ୍ତୁ ଶାରୀରିକ ପରିଶ୍ରମଜନିତ ପୀଡ଼ା ଅନୁଭବ କରିବେ ।
କୁମ୍ଭ
କୁମ୍ଭ
ଆଜି ଆପଣ ଯୁଆଡେ ଯାଆନ୍ତୁନା କାହିଁକି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅବଶ୍ୟ ପାଇବେ। ସାୟାହ୍ନେ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରି ପାରନ୍ତି । ଆଜିର କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷାକରିବା ସହିତ ପାରିବାରିକ ଜୀବନରେ ଉଚିତ୍ ବୁଝାମଣା ରହିବ ।
ମୀନମୀନ
ମାନସିକ ଅସ୍ଥିରତାବଶତଃ ଅପରାହ୍ନରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ହେତୁ ଆଶ୍ୱସ୍ତି ଅନୁଭବ କରିବେ। ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍ ଠିକ୍ ହୋଇଯିବ । ଆକସ୍ମିକ ଭାବରେ ଗସ୍ତ କାର୍ଯ୍ୟକ୍ରମ ବଦଳିଯାଇପାରେ ।

[mc4wp_form id="252536"] All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଜୁନ୍‌ ୧୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇପାରିବେ ନାହିଁ। କୃଷି, ବାଣିଜ୍ୟ ବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା...

ରାଶିଫଳ: ବୁଧବାର, ଜୁନ୍‌ ୯ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ବୃହସ୍ପତିଙ୍କ ଯୋଗୁ କୌଣସି କାମ ଅଟକି ରହିବ ନାହିଁ। ବନ୍ଧୁ ଗହଣରେ ଆନୁଷ୍ଠାନିକ କାମ ସକାଶେ ତପତ୍ରତା ବୃଦ୍ଧି ପାଇବ। ପାରିବାରିକ...

ରାଶିଫଳ: ମଙ୍ଗଳବାର, ଜୁନ୍‌ ୧୫ ତାରିଖ – Daily Horoscope

ମେଷ ଚନ୍ଦ୍ରମଙ୍ଗଳ ଯୋଗରୁ ଦୀର୍ଘଦିନ ହେଲା ଚେଷ୍ଟା କରୁଥିବା କାମରେ ଆକସ୍ମିକ ସଫଳତା ପାଇବେ। ନୂତନ ଯୋଜନାରେ ଉଚ୍ଚାଶା ମୂଲ୍ୟହୀନ ହେବନାହିଁ। ପରିବହନ ବ୍ୟବସାୟରେ ଶିଥିଳତା...

ରାଶିଫଳ: ଶନିବାର, ଜୁନ୍‌ ୨୬ ତାରିଖ – Daily Horoscope

ମେଷ ବନ୍ଧୁମାନଙ୍କ ସହାୟତାରେ କର୍ମକ୍ଷେତ୍ରରେ ଗତକାଲିର ସମସ୍ୟା ସମାଧାନ ହୋଇଯିବ। ଶ୍ରମିକ କିମ୍ବା କଞ୍ଚାମାଲର ଅଭାବ କାରଣରୁ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ। ସଭାସମିତି, ଆନୁଷ୍ଠାନିକ...

ରାଶିଫଳ: ଶୁକ୍ରବାର, ଜୁନ୍‌ ୧୧ ତାରିଖ – Daily Horoscope

ମେଷ ଆଜି ପାପଗ୍ରହଯୁକ୍ତ ବୁଧ ଧନାଧିପଙ୍କ ଗୃହରେ ଥିବାରୁ ବନ୍ଧୁଙ୍କ ସହ ଅର୍ଥକୁ କେନ୍ଦ୍ର କରି ବିତର୍କ ହୋଇପାରେ। ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ...

ରାଶିଫଳ: ସୋମବାର, ଜୁନ୍‌ ୧୪ ତାରିଖ – Daily Horoscope

ମେଷ ବନ୍ଧୁମାନଙ୍କ ସହଯୋଗ ଲାଭ କରି ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ଉପରିସ୍ଥଙ୍କ ଅନୁକମ୍ପାରୁ ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ରାଜନୀତିରେ ଲକ୍ଷ୍ୟ ପୂରଣ...

ରାଶିଫଳ: ରବିବାର, ଜୁନ୍‌ ୬ ତାରିଖ – Daily Horoscope

ମେଷ ଆଜି ଜନ୍ମ ଚନ୍ଦ୍ର ହେତୁ ଆର୍ଥିକ ଦିଗ ଅନୁକୂଳ ରହିଲେ ମଧ୍ୟ କିଛି ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସବୁ ଭଲ ମଧ୍ୟରେ ଖର୍ଚ୍ଚ ପରିମାଣ...

ରାଶିଫଳ: ଶୁକ୍ରବାର, ଜୁନ୍‌ ୧୮ ତାରିଖ – Daily Horoscope

ମେଷ ଆଜି ଭାଗ୍ୟସ୍ଥାନକୁ ରବି ଓ ଶୁକ୍ର ଦେଖୁଥିବାରୁ ପ୍ରତ୍ୟେକ ସ୍ଥିତିକୁ କୌଶଳରେ ସଜାଡ଼ି ନେବେ। କୌଣସି ବନ୍ଧୁଙ୍କୁ ଟଙ୍କା ଦେଇ ଫେରି ପାଇବାର କମ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ତଳି ପକାଉଥିବା ବେଳେ ବଜ୍ରାଘାତରେ ଚାଷୀ ମୃତ
Next Post Next post:
ଘରକୁ ଘର ବୁଲି ସଂଗ୍ରହ ହେଉଛି ଆବର୍ଜନା: ବ୍ୟାଟ୍ରିଚାଳିତ ଗାଡ଼ି ଧରି ବୁଲୁଛନ୍ତି ମହିଳା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts