E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌, ଫୁରସତ

୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…
3:02 pmJune 26, 2021June 27, 2021

କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍‌ ୮୮୭ ମହାମାରୀ ଭୂତାଣୁର ତାଲିକା ପ୍ରସ୍ତୁତ କରିଛନ୍ତି। ସେଥିମଧ୍ୟରେ ୩୦ ଭୂତାଣୁ ଭବିଷ୍ୟତରେ ପୃଥିବୀରେ ତାଣ୍ଡବ ରଚିବାର ଶକ୍ତି ରଖିଥିବା ସେ ସୂଚନା ଦେଇଛନ୍ତି। ଏକ ଓ୍ବେବ୍‌ ପ୍ଲାଟଫର୍ମରେ ଜୋନା ଏହି ତାଲିକା ସମ୍ପର୍କରେ ଉଲ୍ଲେଖ କରିଛନ୍ତି। ଏସବୁ ଭୂତାଣୁ କରୋନାଠାରୁ ମଧ୍ୟ ଅଧିକ ଶକ୍ତିଶାଳୀ। ତାଲିକାର ଅବଶିଷ୍ଟ ଭୂତାଣୁ ମଧ୍ୟ ସଂକ୍ରମଣ ସୃଷ୍ଟି କରି ମରାନବ ସମାଜ ପ୍ରତି ବିପଦ ସୃଷ୍ଟି କରିବାର ଆାଙ୍କା ରହିଥିବା ଜୋନା କହିଛନ୍ତି। ସଂକ୍ରାମକ ଆଧାରରେ ତାଲିକାରେ ଥିବା ଭୂତାଣୁଗୁଡ଼ିକୁ ୩ ବର୍ଗରେ ବିଭକ୍ତ କରାଯାଇଛି। ସେସବୁ ବର୍ଗଗୁଡ଼ିକରେ ରାଷ୍ଟ୍ରୀୟସ୍ତର, କ୍ଷେତ୍ରୀୟସ୍ତରରେ ସଂକ୍ରମଣ ସୃଷ୍ଟି କରୁଥିବା ଭୂତାଣୁ ଏବଂ ଅର୍ଦ୍ଧ ପୃଥିବୀ( ସେମି ଗ୍ଲୋବାଲ) ସ୍ତରରେ ସଂକ୍ରମଣ ସୃଷ୍ଟି କରୁଥିବା ଭୂତାଣୁକୁ ସ୍ଥାନୀତ କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌, ଫୁରସତ View All

ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୦ ଜୀବନ

ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...

ସରକାରୀ ବାବୁଙ୍କ ଅଭାବ: ସଙ୍କଟରେ ମୋଦି ସରକାର,ରାଜ୍ୟର ସହାୟତା ଲୋଡିଲେ…

ନୂଆଦିଲ୍ଲୀ,୯।୬: ଏବେ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଙ୍କଟରେ ପଡ଼ିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସହାୟତା ଲୋଡା ଯାଇଛି। କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ...

ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ

କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍‌ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...

ଭାରତୀୟ ଷ୍ଟ୍ରେନ୍‌କୁ ‘ଡେଲ୍ଟା’ ନାମ ଦେଲା ଡବ୍ଲ୍ୟୁଏଚ୍‌ଓ…

ଜେନେଭା/ନୂଆଦିଲ୍ଲୀ,୧।୬: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁର ଷ୍ଟ୍ରେନ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଗ୍ରୀକ୍‌ ଅକ୍ଷର ଡେଲ୍ଟଶ ଭାବେ ନାମକରଣ କରାଯାଇଛି। ଅକ୍ଟୋବର ୨୦୨୦ରେ...

ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ମୃତ୍ୟୁସଂଖ୍ୟା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୪୦୫ ଜଣ...

ଦିନକୁ ୧ କୋଟିଙ୍କୁ ଟିକା ଦିଅ: କଂଗ୍ରେସ

ଭୁବନେଶ୍ୱର,୫।୬(ବ୍ୟୁରୋ): ନିଃଶୁଳ୍କ ସାର୍ବଜନୀନ ଟିକାକରଣ ସହ ଦୈନିକ ୧ କୋଟି ଭାରତୀୟଙ୍କୁ ଟିକା ଦେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ...

ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା ପୁଣି କମିଲା…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

ତୃତୀୟ ଲହର ବିପଦ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ତାଣ୍ଡବ ରଚିବା ଆଶଙ୍କା …

ନୂଆଦିଲ୍ଲୀ,୧୭।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ନକଲି ଭାକ୍ସିନ୍‌ ନେଇ ଟିଏମ୍‌ସି ଏମ୍‌ପି ଅସୁସ୍ଥ…
Next Post Next post:
ତେଲ ଦର ଭାରି ବାଧୁଛି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts