E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କେନ୍ଦୁଝର

କୃଷି ଆଇନ ପ୍ରତ୍ୟାହାର ଦାବି ନେଇ ସିଟୁର ପ୍ରତିବାଦ
5:16 pmJune 26, 2021

କେନ୍ଦୁଝର,୨୬ା୬(ସ୍ବ.ପ୍ର.): ଅଖିଳ ଭାରତ କୃଷକ ସଂଘର୍ଷ ସମନ୍ବୟ ସମିତିର ଆହ୍ବାନ କ୍ରମେ ସ୍ଥାନୀୟ ଢାଙ୍ଗରପଡ଼ା ଏନ୍‌ଏଚ ୪୯ କଡ଼ରେ ଏକ ପ୍ରତିବାଦ ସଭା ଆୟୋଜିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ କୃଷକ ଓ କୃଷି ଆଇନ ପ୍ରତ୍ୟାହାର ଦାବିରେ ଏହି ସଭା ଓଡ଼ିଶା କୃଷକ ସଭା ଓ ସିଟୁ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି। ତୁରନ୍ତ ତିନି କଳା କୃଷି ଆଇନକୁ ବାତିଲ କରିବା ସହ ଅତ୍ୟାବଶ୍ୟକୀୟ ସାମଗ୍ରୀ ସଂଶୋଧନ ଆଇନ ପ୍ରତ୍ୟାହାର, ତୈଳ ଦର ହ୍ରାସ, ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦରବୃଦ୍ଧି ନିୟନ୍ତ୍ରଣ, କଳାବଜାରୀଙ୍କ ଉପରେ ଅଙ୍କୁଶ ଲଗାଇବା ସହ ପ୍ରତ୍ୟେକ ପରିବାରକୁ ୧୦ କିଲୋ ଚାଉଳ ଓ ଅନ୍ୟାନ୍ୟ ସାମଗ୍ରୀ ଯୋଗାଣ (ରାଶନ କିଟ୍‌) ଆଦି ଦାବି କରିଛନ୍ତି। ଆୟ କର ବାହାରେ ଥିବା ପରିବାରକୁ ମାସିକ ୭୫୦୦ ଟଙ୍କା ସହାୟତା ଦାବି କରିଛନ୍ତି। ଓଡ଼ିଶା କୃଷକସଭାର ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ରାଉତ, ସିଟୁର ସହ ସମ୍ପାଦକ ଭବାନୀ ଶଙ୍କର ମହାନ୍ତ, ନିର୍ମଳ ସିଂହ, ଦୈତାରୀ ଆପଟ, କାର୍ତ୍ତିକ ସାହୁ ପ୍ରମୁଖ ସାମିଲ ଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କେନ୍ଦୁଝର View All

ବିଶ୍ୱର ୫୦ ସହର ମଧ୍ୟରେ ରାଉରକେଲା

ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି...

ଆଇନକୁ ହାତକୁ ନେଲେ ମାଜିଷ୍ଟ୍ରେଟ: ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼ ମାରିଲେ

ଝାରସୁଗୁଡ଼ା ଅଫିସ୍‌,୩।୬: ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଅନ୍ୟ ଜିଲା ଭଳି ଝାରସୁଗୁଡ଼ାରେ ମଧ୍ୟ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଜାରି ରହିଛି। ଏହାକୁ ତଦାରଖ...

କମ୍ପାନୀ ନିର୍ଦ୍ଦେଶିକାଙ୍କ ସମେତ ୩ ଗିରଫ

କଟକ ଅଫିସ, ୨୪।୬: ନକଲି କରୋନା ଔଷଧ (ଫାଭିପିରାଭିର) ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ବୁଧବାର ଓଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର...

ଟ୍ୟାଙ୍କର ଧକ୍କାରେ ବାଇକ୍‌ ଚାଳକଙ୍କ ଜୀବନ ଗଲା

ଝାରସୁଗୁଡ଼ା ଅଫିସ,୧୪ା୬: ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଅନ୍ତର୍ଗତ ୪୯ନଂ. ଜାତୀୟ ରାଜପଥ ସନ୍ୟାସୀପାଲି ଛକରେ ସୋମବାର ଏକ ଟ୍ୟାଙ୍କର ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ...

କୃଷି ଯନ୍ତ୍ରପାତି ବିକ୍ରି ଆଳରେ ୩.୫କୋଟି ରିହାତି ହଡ଼ପ

ବରଗଡ଼ ଅଫିସ୍‌,୨୩।୬: କୃଷି ଯନ୍ତ୍ରପାତି ବିକ୍ରି ଆଳରେ ରିହାତି ତୋଷରପାତ ଭଳି ଏକ ବଡ଼ ଧରଣର ଅନିୟମିତତା କ୍ରାଇମବ୍ରାଞ୍ଚ ଆର୍ଥିକ ଅପରାଧ ଶାଖା ହାତରେ ଲାଗିଛି।...

ତଳି ପକାଉଥିବା ବେଳେ ବଜ୍ରାଘାତରେ ଚାଷୀ ମୃତ

ନିଶ୍ଚିନ୍ତକୋଇଲି,୨୬।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ରାମକୃଷ୍ଣପୁର ପଞ୍ଚାୟତ ଦହପଡ଼ା ଗ୍ରାମର ଜଣେ ଚାଷୀଙ୍କ ବଜ୍ରାଘାତରେ ମୃତ୍ୟୁ ଘଟିଛି। ସେ ହେଲେ ଶ୍ୟାମସୁନ୍ଦର ବେହେରା (୫୦)।...

ଭାଇବୋହୂଙ୍କୁ ହତ୍ୟା ଧମକ: ଜେଲ୍‌ ଗଲେ ଦେଢ଼ଶୁର

ଦିଗପହଣ୍ଡି,୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ଜଗନ୍ନାଥ ପ୍ରଧାନ ଏବଂ ପ୍ରଶାନ୍ତ ପ୍ରଧାନଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।...

କାଳ ହେଲା ମର୍ନିଂ ଓ୍ବାକ୍‌

ଭଞ୍ଜନଗର/ବୁଗୁଡ଼ା,୧୦।୬: ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ପ୍ରାତଃ ଭ୍ରମଣରେ ଯାଉଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପୁଣି ଭାରତକୁ ଫେରିବ ଟିକ୍‌ଟକ୍‌ !
Next Post Next post:
ପୂର୍ବତନ ପ୍ରେମିକଙ୍କୁ ଉପହାରରେ ଦେଇଥିଲେ ଗାଡ଼ି; ବ୍ରେକ୍‌ଅପ୍‌ ପରେ ପ୍ରତିଶୋଧ ପରାୟଣ ହୋଇ ନିଆଁ ଲଗାଇଲେ ଯୁବତୀ; ଭିଡିଓ ଦେଖିଲେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts