E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଅନୁରୋଧ ପରେ ଟିମ୍‌ ଇଣ୍ଡିଆକୁ ମିଳିଲା ଅଭ୍ୟାସ ମ୍ୟାଚ୍‌
6:15 pmJune 26, 2021June 27, 2021

ମୁମ୍ବାଇ,୨୬।୬: ଅଗଷ୍ଟ ୪ରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ହାତରେ ପ୍ରାୟ ୪୦ ଦିନ ରହିଛି। ଏହି ସମୟ ମଧ୍ୟରେ ଦୁଇଟି ଚାରି ଦିନିଆ ଅଭ୍ୟାସ ମ୍ୟାଚ୍‌ ଖେଳିବାକୁ ଚାହୁଁଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ। ଏଥି ନେଇ ଟିମ୍‌ ମ୍ୟାନେଜମେଣ୍ଟର ଅନୁରୋଧ ପରେ ଇସିବି ସହ ଆଲୋଚନା କରିଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)।

ଦୁଇଟି ଓ୍ବାର୍ମ ଅପ୍‌ ମ୍ୟାଚ୍‌ ମଧ୍ୟରୁ ଇଂଲଣ୍ଡ ଲାୟନ୍ସ (ସେମାନଙ୍କ ଏ’ ଦଳ) ସହ ଗୋଟିଏ ମ୍ୟାଚ୍‌ ଖେଳିବା ସ୍ପଷ୍ଟ ହୋଇଛି। ଅନ୍ୟ ଓ୍ବାର୍ମ ଅପ୍‌ ମ୍ୟାଚ୍‌ କେଉଁ ଦଳ ବିପକ୍ଷରେ ଖେଳାଯିବ ତାହା ଜଣା ପଡ଼ିନାହିଁ। ଉଲ୍ଲେଖଥାଉ କି, ଅଭ୍ୟାସ ଅଭାବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଭାରତୀୟ ଦଳକୁ ଖୁବ୍‌ ମହଙ୍ଗା ପଡ଼ିଥିଲା। ପରାଜୟ ପରେ ଲଣ୍ଡନରେ ପହଞ୍ଚିଛି ଭାରତୀୟ ଦଳ। ଓ୍ବାର୍ମ ଅପ୍‌ ମ୍ୟାଚ୍‌ ପର୍ଯ୍ୟନ୍ତ ଦଳୀୟ ଖେଳାଳିମାନେ ସେଠାରେ ରହିବେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ସଙ୍କଟରେ କୁମ୍ବଲେଙ୍କ ରେକର୍ଡ

ବର୍ମିଂହମ, ୧୦।୬: ଟେଷ୍ଟ କ୍ରିକେଟରେ ସର୍ବାଧିକ ଉଇକେଟ ହାସଲକାରୀ ବୋଲରଙ୍କ ତାଲିକାରେ ୬୧୯ ଉଇକେଟ ସହ ତୃତୀୟ ସ୍ଥାନରେ ରହିଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ଅନିଲ...

ଡବ୍ଲୁଟିସି ଫାଇନାଲ ପାଇଁ ଭାରତୀୟ ଏକାଦଶ ଘୋଷଣା: ଏହିସବୁ ଖେଳାଳି ବାଦ୍‌ ପଡିଲେ

ଲଣ୍ଡନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲ ପାଇଁ ଟିମ ଇଣ୍ଡିଆ ଏକାଦଶ ଘୋଷଣା କରିଛି। ଭାରତୀୟ ଦଳ ଦୁଇଟି ସ୍ପିନରଙ୍କ ସହ ସାଉଥମ୍ପଟନରେ ଅବତରଣ କରିବେ।...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପଡିଲା ହାତଗଣ୍ଠି

ୱେଷ୍ଟଇଣ୍ଡିଜ ଏବଂ ଆଇପିଏଲର ପଞ୍ଜାବ କିଙ୍ଗ୍ସ ବ୍ୟାଟ୍ସମ୍ୟାନ ନିକୋଲାସ ପୁରନ ତାଙ୍କ ପ୍ରେମିକା କ୍ୟାଥରିନ ମିଗୁଲଙ୍କୁ ବିବାହ କରିଛନ୍ତି। ନିକୋଲାସ ବିବାହ ଫଟୋ ଶେୟାର କରି...

୮୪ ବଲ୍‌ରେ ଫାଇନାଲ୍‌ ଆଭିମୁଖ୍ୟ ବଦଳାଇଦେଲା ନ୍ୟୁଜିଲାଣ୍ଡ

ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍‌ର ଫାଇନାଲରେ ନ୍ୟୁଜିଲାଣ୍ଡ ନିଜର ଆଭିମୁଖ୍ୟକୁ କଡାକଡି କରିଛି। ମ୍ୟାଚର ତୃତୀୟ ଦିନରେ ଦଳ ୮୪ ଟି ବଲରେ ୩୬ ରନ...

ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ

ଦୁବାଇ,୧୬।୬: ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷସ୍ଥାନ ଅଧିକାର କରିଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଷ୍ଟିଭ ସ୍ମିଥ। ପଛରେ ପଡ଼ି ଯାଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ।...

ଅମୋଲ ମଜୁମ୍‌ଦାର ମୁମ୍ବାଇ କୋଚ୍‌ ନିଯୁକ୍ତ

ମୁମ୍ବାଇ, ୨ା୬(ପି.ଟି.)-ରଣଜୀ ଟ୍ରଫି କିମ୍ବଦନ୍ତୀ ତଥା ପୂର୍ବତନ ମୁମ୍ବାଇ ଅଧିନାୟକ ଅମୋଲ ମଜୁମ୍‌ଦାର ଆସନ୍ତା ଘରୋଇ ସିଜନ ପାଇଁ ମଙ୍ଗଳବାର ସିନିୟର ଦଳର କୋଚ୍‌ ଭାବେ...

ଓସାକାଙ୍କୁ ଟେନିସ ଖେଳାଳି, ଅନ୍ୟ କ୍ରୀଡ଼ାବିତ୍‌ଙ୍କ ସମର୍ଥନ

ପ୍ୟାରିସ୍‌,୨।୬(ଏପି): ଡିପ୍ରେସନ କାରଣରୁ ଫ୍ରେଞ୍ଚ୍‌ ଓପନରୁ ଓହରିଯିବାକୁ ନାଓମି ଓସାକା ନେଇଥିବା ନିଷ୍ପତ୍ତିକୁ ଅନ୍ୟ ଟେନିସ ତାରକା ଓ କ୍ରୀଡ଼ାବିତ୍‌ମାନେ ସମର୍ଥନ କରିଛନ୍ତି। ଅଭିଜ୍ଞ ମହିଳା...

ଆଇପିଏଲ୍‌ ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ

ନୂଆଦିଲ୍ଲୀ, ୭।୬: ଅଧାରୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ। ପ୍ରତିଯୋଗିତା ସ୍ଥଳ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶାହାରୁଖଙ୍କ ପିଲାଦିନର ନାଁ ଥିଲା ଅବଦୁର, ପରେ କରିଥିଲେ ପରିବର୍ତ୍ତନ; ଜାଣନ୍ତି କାହିଁକି
Next Post Next post:
କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ୨ ଗୁରୁତର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts