E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ବିମାନ ବନ୍ଦରରେ ଛଡ଼ାଇ ନେଲେ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ପାସପୋର୍ଟ
8:34 pmJune 26, 2021June 27, 2021

ଅକ୍‌ଲାଣ୍ଡ,୨୬।୬: ବିମାନ ବନ୍ଦରରେ ପହଞ୍ଚିବା ପରେ ଲୋକେ ଆମ ପାସପୋର୍ଟ ଛଡ଼ାଇ ନେଇଥିଲେ। ପଚାରିଥିଲେ ଟେଷ୍ଟ ଚାମ୍ପିୟନଶିପ୍‌ ଗଦା କେଉଁଠି। ଏପରି କି ଗଦା ସହ ଫଟୋ ଉଠାଇବାକୁ ଅଟକି ରହିଥିଲେ ପୋଲିସ ଅଧିକାରୀ। ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଜିତି ଫେରିବା ପରେ ନ୍ୟୁଜିଲାଣ୍ଡରେ ଏଭଳି ପରିସ୍ଥିତି ଦେଖିବାକୁ ମିଳିଥିବା କହିଛନ୍ତି ପେସର ନେଲ ଓ୍ବାଗନର। ଦୀର୍ଘ ୨୧ ବର୍ଷ ପରେ ଆଇସିସି ଟ୍ରଫି ଜିତିଥିବା ନ୍ୟୁଜିଲାଣ୍ଡ ଖେଳାଳିଙ୍କ ସ୍ବାଗତ ପାଇଁ ବିମାନବନ୍ଦରରେ ଆୟୋଜନ ହୋଇଥିଲା ଭବ୍ୟ ସମ୍ବର୍ଦ୍ଧନା।

ଭାରତ ବିପକ୍ଷ ଡବ୍ଲ୍ୟୁଟିସି ଫାଇନାଲରେ ୩ ଉଇକେଟ ନେଇଥିବା ଓ୍ବଗନର ଲୋକଙ୍କ ଖୁସି ଦେଖି କହିଛନ୍ତି, ପୂର୍ବରୁ କଷ୍ଟମ କର୍ମଚାରୀଙ୍କ ଠାରୁ ଏଭଳି ବ୍ୟବହାର ମିଳି ନ ଥିଲା। ବିମାନ ବନ୍ଦରରେ ଉପସ୍ଥିତ ପ୍ରତ୍ୟେକ ବ୍ୟକ୍ତି ଶୁଭେଚ୍ଛା ଜଣାଇଥିଲେ। ପ୍ରତ୍ୟେକଙ୍କ ମୁହଁରେ ହସ ଦେଖି ଭଲ ଲାଗିଲା। ଏହାକୁ ଶବ୍ଦରେ ପ୍ରକାଶ କରିବା ସହଜ ନୁହେଁ। ସାମାଜିକ ଦୂରତା ନିୟମ କାରଣରୁ ହାତ ମିଳାଇ ପାରି ନ ଥିଲୁ। ଆମ ପାଖରେ ଟେଷ୍ଟ ଚାମ୍ପିୟନଶିପ ଗଦା ଥିଲା। ସମସ୍ତେ ଫଟୋ ନେବାକୁ ଚାହୁଁଥିଲେ। ଏହା ଆମେ କରିପାରିଲୁ ନାହିଁ।

ଡବ୍ଲ୍ୟୁଟିସି ଫାଇନାଲରେ ଅନ୍ତର୍ଜାତୀୟ କ୍ୟାରିୟରରୁ ସନ୍ନ୍ୟାସ ନେଇଥିବା ବି ଜେ ଓ୍ବାଟଲିଂଙ୍କୁ ଦୁଇ ସପ୍ତାହ ଲାଗି ଟେଷ୍ଟ ଚାମ୍ପିୟନଶିପ୍‌ ଦିଆଯାଇଥିବା ଏହି ବାମ ହାତୀ ପେସର କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

୬ ବର୍ଷ ଝିଅର ବ୍ୟାଟିଂ ଦେଖି ବଡ଼ ବଡ଼ କ୍ରିକେଟର୍‌ ହେଲେ ଆଶ୍ଚର୍ଯ୍ୟ

ଭାରତରେ କ୍ରିକେଟ୍‌ ସବୁଠୁ ଅଧିକ ଲୋକପ୍ରିୟ ଖେଳ। ଏହାକୁ ସବୁ ବର୍ଗର ଲୋକ ଦେଖିଥାନ୍ତି। ନିକଟରେ ଜଣେ ୬ ବର୍ଷୀୟ ଝିଅଙ୍କ ଏକ ଭିଡିଓ ଭାଇରାଲ...

ପଡ଼ୋଶୀ ଘର ଝିଅଙ୍କ ପ୍ରେମରେ ପଡ଼ିଥିଲେ ପୀୟୁଷ ଚାଓ୍ବଲା: ବାପାଙ୍କୁ ମିଛ କହି ଦିଲ୍ଲୀରେ କିଣିଥିଲେ ଘର

ନୂଆଦିଲ୍ଲୀ,୫।୬: ୨୦୦୭ରେ ଟି୨୦ ବିଶ୍ୱକପ୍‌ ଖେଳାଯିବା ସମୟରେ ୧୮ ବର୍ଷର ହୋଇଥିଲେ ଭାରତୀୟ ଲେଗ୍‌ ସ୍ପିନର ପୀୟୁଷ ଚାଓ୍ବଲା। ଏହି ଟୁର୍ନାମେଣ୍ଟରେ ବିଜେତା ହୋଇଥିଲା ଭାରତ।...

ତଥାପି ରେକର୍ଡ ଭାଙ୍ଗି ପାରିଲେ ନାହିଁ ପୂଜାରା

ସାଉଥାମ୍ପଟନ,୧୯।୬: ଟେଷ୍ଟ ସ୍ପେଶାଲିଷ୍ଟ ଚେତ୍ତେଶ୍ୱର ପୂଜାରା ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଅତ୍ୟନ୍ତ ଧୀମା ବ୍ୟାଟିଂ କରିଥିଲେ। ଖାତା ଖୋଲିବା ପାଇଁ ତାଙ୍କୁ ୩୫ଟି...

ପୃଥ୍ବୀ ଶ’ଙ୍କ ବେଡ୍‌ରୁ ମିଳିଲା ଏମିତି ଜିନିଷ: ପ୍ରଶଂସକ କଲେ ଟ୍ରୋଲ

ମୁମ୍ବାଇ,୧୮।୬:ଆଇପିଏଲ ୨୦୨୧ ଏବଂ ବିଜୟ ହଜାରେ ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରିଥିବା ପୃଥ୍ବୀ ଶ’ ଖୁବ ଶୀଘ୍ର ଟିମ ଇଣ୍ଡିଆର ଜର୍ସିରେ ନଜର ଆସିବେ। ଶ୍ରୀଲଙ୍କା...

ଫ୍ରେଞ୍ଚ୍‌ ଓପନରୁ ଓହରିଲେ ଓସାକା: ମାନସିକ ଅବସାଦ କାରଣରୁ ନିଷ୍ପତ୍ତି ନେଲେ

ପ୍ୟାରିସ୍‌,୨।୬(ଏପି): କ୍ରୀଡ଼ାରେ ମାନସିକ ଅବସାଦ ତଥା ଦୁଶ୍ଚିନ୍ତାର ପ୍ରଭାବ ରହିବା ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରୀଡ଼ାବିତ୍‌, କ୍ରିକେଟର ମାନସିକ ଅବସାଦ ପାଇଁ ଖେଳ...

୨୮ ବର୍ଷ ବୟସରେ ଅବସର ନେଲେ ଭାରତୀୟ କ୍ରିକେଟର

ମୁମ୍ବାଇ, ୧।୬: ସୁଯୋଗ ଅଭାବରୁ ୨୮ ବର୍ଷ ବୟସରେ ସମିତ ପଟେଲ ଭାରତୀୟ କ୍ରିକେଟରୁ ଅସବର ନେଇଛନ୍ତି। ୨୦୧୨ରେ ତାଙ୍କ ପ୍ରତିନିଧିତ୍ୱରେ ୧୯ ବର୍ଷରୁ କମ୍‌...

ଟୋକିଓ ଅଲିମ୍ପିକ୍ସ : ସର୍ବାଧିକ ୧୦ହଜାର ସ୍ଥାନୀୟ ଦର୍ଶକଙ୍କୁ ଅନୁମତି

ଟୋକିଓ, ୨୨ା୬ (ଏପି)-ଟୋକିଓ ଅଲିମ୍ପିକ୍ସକୁ ଦେଖିବାଲାଗି କିଛି ସ୍ଥାନୀୟ ଦର୍ଶକଙ୍କୁ ଅନୁମତି ଦିଆଯିବ। ଆୟୋଜକ କମିଟିର ଅଫିସିଆଲ ଓ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ସୋମବାର...

କୋପା ଆମେରିକା ମ୍ୟାଚ୍‌ ପରିଚାଳନା କରିବେ ସ୍ପାନିଶ୍‌ ରେଫରି

କୁଇଆବା(ବ୍ରାଜିଲ),୧୭।୬: ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଏକ ସ୍ପାନିଶ୍‌ ରେଫରିଂ କ୍ରିୟୁ ମ୍ୟାଚ୍‌ ପରିଚାଳନା କରିବେ। ଏ ନେଇ ୟୁରୋପ ଓ ଦକ୍ଷିଣ ଆମେରିକା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିକା ନେବାର ୨୪ ଘଣ୍ଟାରେ ଗଲା ନବବଧୂଙ୍କ ଜୀବନ
Next Post Next post:
କେନ୍ଦ୍ରକୁ ଓଡ଼ିଶାର ଚିଠି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts