E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

୫ଦିନ ବନ୍ଦ ରହିବ ରାଜଧାନୀର ଏସବୁ ମାର୍କେଟ
9:33 pmJune 26, 2021June 27, 2021

ଭୁବନେଶ୍ୱର, ୨୬।୬ (ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୟୁନିଟ-୪ ଆମିଷ ମାର୍କେଟ ଓ ବାପୁଜୀ ନଗର ମାର୍କେଟକୁ ଆସନ୍ତା ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ବିଏମ୍‌ସି ପକ୍ଷରୁ ଶନିବାର ନିର୍ଦ୍ଦେଶ ଜାରି କରାଯାଇଛି।

ସୂଚନାଯୋଗ୍ୟ, କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲଂଘନ ଅଭିଯୋଗରେ ଗତ ୧୮ ତାରିଖରେ ଏହି ଦୁଇ ମାର୍କେଟକୁ ଜୁନ୍‌ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ କରାଯାଇଥିଲା। ଶନିବାର, ରବିବାର ଶଟ୍‌ଡାଉନ୍‌ ଥିବାରୁ ସୋମବାର ମାର୍କେଟ ଖୋଲିବ ବୋଲି ଆଶା କରାଯାଉଥିଲା। ହେଲେ କରୋନା ସ୍ଥିତିକୁ ଦେଖି ପୁନର୍ବାର ଏହି ମାର୍କେଟକୁ ଆଉ ୫ ଦିନ ବନ୍ଦ କରିବାକୁ ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ମାର୍କେଟ ଗୁଡିକରେ ଉଭୟ ହୋଲ୍‌ସେଲ୍‌ ଓ ଖୁଚୁରା ବ୍ୟବସାୟ ବନ୍ଦ ରହିବ। ତେବେ ବାପୁଜୀନଗରରେ ଥିବା ଅତ୍ୟାବଶ୍ୟକୀୟ ସାମଗ୍ରୀ ଓ ଔଷଧ ଦୋକାନ ପୂର୍ବପରି ଖୋଲା ରହିବ ବୋଲି ସୂଚନା ଦିଆଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ପଦ୍ମଫୁଲ ତୋଳିବା ହେଲା କାଳ

ଝାରସୁଗୁଡ଼ା ଅଫିସ୍‌,୧୩।୬: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ତାଳବେର୍ଣ୍ଣା ଗ୍ରାମର ଏକ ପୋଖରୀରେ ରବିବାର ପଦ୍ମଫୁଲ ତୋଳିବାକୁ ଯାଇଥିବା ଜଣେ ବ୍ୟକ୍ତି ପାଣିରେ ବୁଡି...

ସାକ୍ଷୀଗୋପାଳ ସ୍ବାସ୍ଥ୍ୟକେନ୍ଦ୍ର ସମସ୍ୟା ସୁଧୁରୁନି

ସାକ୍ଷୀଗୋପାଳ,୧୫।୬(ସ୍ବ.ପ୍ର.): ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ଦେଢଲକ୍ଷ ଲୋକ ନିର୍ଭର କରନ୍ତି। ସ୍ବାସ୍ଥ୍ୟସେବା ଓ ପରିମଳ ବ୍ୟବସ୍ଥା ପାଇଁ ଏହି ସ୍ବାସ୍ଥ୍ୟକେନ୍ଦ୍ର...

ଓଡ଼ିଶାରେ ବି ପାଳନ ହେଉନି ନିୟମ

ଭୁବନେଶ୍ୱର(ବ୍ୟୁରୋ),୧୪ା୬: ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ସାଢ଼େ ୮ଲକ୍ଷରୁ ଊର୍ଦ୍ଧ୍ୱ ଲୋକ କରୋନାରେ ସଂକ୍ରମିତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ପ୍ରାୟ ୮ ଲକ୍ଷ ସୁସ୍ଥ ହୋଇ ଘରକୁ...

୧୮ରୁ ୪୪ ଟିକାକରଣ: ୭ ମ୍ୟୁନିସିପାଲିଟି, ୨ ଏନ୍‌ଏସିରେ ସୋମବାରରୁ ଆରମ୍ଭ ହେବ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ରାଜ୍ୟର ୭ ଜିଲାର ୭ ମ୍ୟୁନିସିପାଲିଟି ଓ ୨ ଏନ୍‌ଏସିରେ ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ସ୍ଥାନଗୁଡ଼ିକ...

ଉତ୍ସବ ପରି ଉତ୍ସାହ

ଅନୁଗୋଳ/ ଢେଙ୍କାନାଳ ଅଫିସ, ୮ା୬ ମହାମାରୀ କରୋନାରୁ ଟିକା ହିଁ ସୁରକ୍ଷା ଦେଇପାରିବ। ଲୋକଙ୍କ ମନରେ ଏହି ବିଶ୍ୱାସ ଭରିବାରେ ସରକାର ସଫଳ ହୋଇଛନ୍ତି। ବିଶେଷଜ୍ଞମାନଙ୍କ...

ପାଳିଆ ସେବାୟତଙ୍କୁ ସ୍ନାନଯାତ୍ରା ପାସ୍‌

ପୁରୀ ଅଫିସ,୨୩ା୬: ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଏଥିପାଇଁ ଆଜି ରାତିରୁ ଆରମ୍ଭ ହେବ ଶ୍ରୀଜିଉଙ୍କ ପହଣ୍ଡି ନୀତି। ତେବେ କୋଭିଡ କଟକଣା ପାଇଁ ଚଳିତବର୍ଷ ବିନା...

୧୬ରୁ ଖୋଲିବ ଐତିହ୍ୟସ୍ଥଳୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ରାଜ୍ୟର ଐତିହ୍ୟସ୍ଥଳୀ ଖୋଲିବ। ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସଂରକ୍ଷିତ ଐତିହ୍ୟସ୍ଥଳୀ ଖୋଲିବ। ଏନେଇ ଏଏସ୍‌ଆଇ ପକ୍ଷରୁ ବିଜ୍ଞାପ୍ତି ପ୍ରକାଶ ପାଇଛି।...

ପୁରସ୍କୃତ ହେବେ ୧୫୫ ପ୍ରକୃତିମିତ୍ର, ୧୬୮ ପ୍ରକୃତିବନ୍ଧୁ

ଭୁବନେଶ୍ୱର,୫।୬(ବ୍ୟୁରୋ): ପ୍ରତିବର୍ଷ ୫ ଜୁନ୍‌ରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଉଛି । ଏହି ଦିବସରେ ସମଗ୍ର ବିଶ୍ୱ ସମ୍ମୁଖୀନ ହେଉଥିବା ବିଭିନ୍ନ ପରିବେଶ ସମସ୍ୟା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅଲିମ୍ପିକ୍‌ରେ ସ୍ବର୍ଣ୍ଣ ଜିତିଲେ ମିଳିବ ୩ କୋଟି
Next Post Next post:
ଦିଲ୍ଲୀ-କେନ୍ଦ୍ର ମୁହାଁମୁହିଁ: ମୁହଁ ଖୋଲିଲେ ଅଡିଟ୍‌ କମିଟି ମୁଖ୍ୟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts