E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ

ଭିଡ଼ିଓ ଭାଇରାଲ ହେବାପରେ ଧରାପଡିଲେ ଇତିହାସ ଅଧ୍ୟାପକ
10:25 pmJune 26, 2021June 28, 2021

ବାଲେଶ୍ୱର ଅଫିସ,୨୬।୬: ବାଲେଶ୍ୱର ସହର ଆଇଟିଆଇସ୍ଥିତ ଆର୍ଟ କଲେଜର ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଅଧ୍ୟାପକ ଅସଦାଚରଣ କରିଥିବା ନେଇ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ ହୋଇଥିଲା। ଏନେଇ ଛୋତ୍ରୀଙ୍କ ବାପା ସଦର ଥାନାରେ ଅଭିଯୋଗ କରିଥିଲେ। ସଦର ଥାନା ପୋଲିସ ପୋକ୍‌ସୋ ଆକ୍ଟରେ ଏକ ମାମଲା (ନଂ.୨୨୩/୨୧) ରୁଜୁ କରି ଅଭିଯୁକ୍ତ ଅଧ୍ୟାପକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି।

କରୋନା ପାଇଁ କଲେଜ ବନ୍ଦ ଥିବା ବେଳେ ଗତ ୬ମାସ ପୂର୍ବରୁ ଇତିହାସ ଅଧ୍ୟାପକ ଶଶାଙ୍କ ଶେଖର ଦାସ ମହାବିଦ୍ୟାଳୟରେ ଗ୍ରୁପ ଟ୍ୟୁଶନ କରିବା ସହ ଘରକୁ ଛାତ୍ରୀଛାତ୍ରଙ୍କୁ ଡାକି ବ୍ୟକ୍ତିଗତ ଭାବେ ଟ୍ୟୁଶନ କରୁଥିଲେ। ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଏକୁଟିଆ ଡାକି ଉକ୍ତ ଅଧ୍ୟାପକ ଟ୍ୟୁଶନ କରୁଥିବା ବେଳେ ତାଙ୍କ ସହ ଅସଦାଚରଣ କରିଥିବା ମହାବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ନିକଟରେ ଛାତ୍ରୀ ଓ ପରିବାର ପକ୍ଷରୁ ଅଭିଯୋଗ କରାଯାଇଥିଲା। ଏନେଇ ମହାବିଦ୍ୟାଳୟ କର୍ତ୍ତୃପକ୍ଷ ତାଙ୍କୁ ନିଲମ୍ବିତ କରିଥିଲେ। କିନ୍ତୁ ଅସଦାଚରଣର ଭିଡ଼ିଓ କିଛିଦିନ ପୂର୍ବରୁ ଭାଇରାଲ ହେବାରୁ ଛାତ୍ରୀଙ୍କ ବାପା ଏନେଇ ଥାନାରେ ପୁଣି ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଅଧ୍ୟାପକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ସଦର ଥାନା ଅଧିକାରୀ ଅଶୋକ ନାୟକ ପ୍ରକାଶ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ View All

୧୭ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୫।୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଲଘୁଚାପ ମିଶ୍ରିତ ମୌସୁମୀ...

ସାଇକେଲ ଚାଳନା ପ୍ରସାର ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୫।୬(ବ୍ୟୁରୋ): ରୋଟାରୀ କ୍ଲବ୍‌ ଇକୋ ପକ୍ଷରୁ ଅନ୍‌ଲାଇନ୍‌ ଜରିଆରେ ଶୁକ୍ରବାର ବିଶ୍ୱ ସାଇକେଲ ଦିବସ ପାଳିତ ହୋଇଯାଇଛି। ଏଥିରେ ରୋଟାରୀ କ୍ଲବ ଇକୋର ସଭାପତି...

ଏଥର ସ୍ବାଭାବିକ ମୌସୁମୀ

ଭୁବନେଶ୍ୱର,୨ା୬(ବ୍ୟୁରୋ):ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ସ୍ବାଭାବିକ ରହିବ। ଓଡ଼ିଶାରେ ସ୍ବାଭାବିକ ବର୍ଷା ହେବ। ରାଜ୍ୟରେ ହାରାହାରି ବୃଷ୍ଟିପାତ ୧୧୫ରୁ ୧୨୦ ସେଣ୍ଟିମିଟର ହେବ ବୋଲି...

ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ

ଭୁବନେଶ୍ବର,୧୯।୬: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର...

କାଳ ହେଲା ମର୍ନିଂ ଓ୍ବାକ୍‌

ଭଞ୍ଜନଗର/ବୁଗୁଡ଼ା,୧୦।୬: ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ପ୍ରାତଃ ଭ୍ରମଣରେ ଯାଉଥିବା...

କୂଅରେ ପଡ଼ିଥିବା ଶିଶୁକୁ ଉଦ୍ଧାର କରିବାକୁ ଯାଇ ଯୁବକଙ୍କ ଜୀବନ ଗଲା

ଛେଣ୍ଡିପଦା,୨୧ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା ଅନ୍ତର୍ଗତ ଶିମିଳିପାଳ ଗ୍ରାମ ପୁରିହାପାଟ ଠାକୁରାଣୀ ପୀଠ ନିକଟରେ ଥିବା କୂଅରେ ପଡ଼ିଯାଇଥିବା ୩ ବର୍ଷର ଶିଶୁକୁ ଉଦ୍ଧାର...

ମନ କିଣୁଛି କିଚେନ ଗାର୍ଡେନ

କାମାକ୍ଷାନଗର, ୫।୬  ଗୁଣ୍ଠେରୁ ସାମାନ୍ୟ ଅଧିକ ଜମି। ସବୁଜ କିଆରିରେ ଭରପୂର। କେଉଁଠି ଭେଣ୍ଡି ତ ଆଉ କେଉଁଠି ଜହ୍ନି। ଗୁଆଁର, ବାଇଗଣ, ଝୁଡ଼ଙ୍ଗ, ଅମୃତଭଣ୍ଡା...

ଖୁସି ଖବର: ଆଜି ୩୦୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୨୯୧୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୯୩,୫୦୮ରେ ପହଞ୍ଚିଥିବା ରାଜ୍ୟ ସୂଚନା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବଢୁଛି ଡ୍ରଗ୍ସ ସେବନ
Next Post Next post:
୫ ବର୍ଷ ହେଲା ମିଳୁନି ଦରମା: କର୍ମଚାରୀଙ୍କ ଆତ୍ମହୁତି ଉଦ୍ୟମ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts