E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inରାଜ୍ୟ

୫ ବର୍ଷ ହେଲା ମିଳୁନି ଦରମା: କର୍ମଚାରୀଙ୍କ ଆତ୍ମହୁତି ଉଦ୍ୟମ
10:28 pmJune 26, 2021June 27, 2021

ବାସୁଦେବପୁର, ୨୬।୬ – ଦୀର୍ଘଦିନର ଦରମା ଅଟକ ରହିଥିଲା। ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇଥିଲେ ମଧ୍ୟ ଶୁଣି ନ ଥିଲେ କେହି। ଶେଷରେ କିଛି ବାଟ ନ ପାଇ ଆତ୍ମହୁତି ଉଦ୍ୟମ କଲେ କର୍ମଚାରୀ। ଭଦ୍ରକ ଜିଲା ବାସୁଦେବପୁର ସହରରୁ ଆସିଛି ଏଭଳି ଖବର।

ଜଳସମ୍ପଦ ବିଭାଗର ଅସ୍ଥାୟୀ କର୍ମଚାରୀ ଭାବେ କାମ କରିଆସୁଛନ୍ତି ଦିବାକର ଦାସ। ୨୦୧୬ଠାରୁ ବକେୟା ଦରମା ପାଇ ନ ଥିବାବେଳେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କଠାରେ ଦାବି କରି ନିରାଶ ହୋଇଥିଲେ। ଶେଷରେ ବକେୟା ଦରମା ଦାବି କରି ଶନିବାର ମଧ୍ୟାହ୍ନରେ କାର୍ଯ୍ୟାଳୟ ସମ୍ମୁଖରେ କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ। ଠିକ୍‌ ସମୟରେ ପୋଲିସ ପହଞ୍ଚି ତାଙ୍କୁ ଅଟକାଇଥିଲା। ଦିବାକରଙ୍କ ଘର ମନ୍ଦାରୀ ଅଞ୍ଚଳରେ। ଥାନାରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ପରେ ତାଙ୍କୁ ଛାଡ଼ି ଦିଆଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inରାଜ୍ୟ View All

ନୂଆ ବିପିଏଲ୍‌ ତାଲିକା ପ୍ରସ୍ତୁତିରେ ଅନିଶ୍ଚିତତା

କଟକ ସଦର, ୩।୬(ଡି.ଏନ.ଏ.): ଦେଶରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିପିଏଲ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ ହୋଇଥିଲା।...

ଆଉ ୩ ସ୍ଥାନରେ ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନର ସୁଫଳ ମିଳିବା ପରେ ଆଉ ୩ଟି ସ୍ଥାନରେ ଏଭଳି ଟିକାକରଣ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବ୍ୟବସ୍ଥା କରିଛି।...

ଆଜି ଆଉ ୪୦ ଜୀବନ ନେଲା କରୋନା, ୩୮୦୦ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୦ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ମଦ ପାଇଁ ଏଏସ୍‌ଆଇ ସସ୍‌ପେଣ୍ଡ

ଭଦ୍ରକ ଅଫିସ, ୨୦।୬: ଜଣେ ଯୁବକଙ୍କୁ ମଦ ମାଗୁଥିବା ନେଇ ଭିଡିଓ ଭାଇରାଲ ପରେ ଭଦ୍ରକ ଟାଉନ ଥାନାର ଏଏସ୍‌ଆଇ ବୀରଭଦ୍ର ବେହେରାଙ୍କୁ ସସ୍‌ପେଣ୍ଡ କରିଛନ୍ତି...

ଉତ୍ସବ ପରି ଉତ୍ସାହ

ଅନୁଗୋଳ/ ଢେଙ୍କାନାଳ ଅଫିସ, ୮ା୬ ମହାମାରୀ କରୋନାରୁ ଟିକା ହିଁ ସୁରକ୍ଷା ଦେଇପାରିବ। ଲୋକଙ୍କ ମନରେ ଏହି ବିଶ୍ୱାସ ଭରିବାରେ ସରକାର ସଫଳ ହୋଇଛନ୍ତି। ବିଶେଷଜ୍ଞମାନଙ୍କ...

୨୫୮ ବିଦ୍ୟାଳୟରେ ‘ଷ୍ଟେମ୍‌’ ଶିକ୍ଷାର ଶୁଭାରମ୍ଭ

ଭୁବନେଶ୍ୱର, ୯।୬(ବ୍ୟୁରୋ):ରାଜ୍ୟରେ ୩୦ ଜିଲାର ୨୫୮ଟି ବିଦ୍ୟାଳୟରେ ଆଇବିଏମ୍‌ ପକ୍ଷରୁ ‘ଷ୍ଟେମ୍‌’ (ବିଜ୍ଞାନ, ପ୍ରଯୁକ୍ତି, ଇଞ୍ଜିନିୟରିଂ ଓ ଗଣିତ) ଶିକ୍ଷା ଆରମ୍ଭ କରାଯାଇଛି। ମଙ୍ଗଳବାର ବିଦ୍ୟାଳୟ...

ସୋମବାରଠୁ ଲାଗି ରହିବ ବର୍ଷା

ଭୁବନେଶ୍ବର,୬।୬: କାଳବୈଶାଖି ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବ। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା ଦିଆଯାଇଛି।...

ନଷ୍ଟ ହେଉଛି ୫.୪୪ କୋଟିର ଟସର

ବାରିପଦା ଅଫିସ, ୨୨।୬-ମହାମାରୀ କରୋନା ଯୋଗୁ କିଣା ବିକା ହୋଇ ନ ପାରି ମୟୂରଭଞ୍ଜ ଜିଲାର ୨୧ ୟୁନିଟରେ ୫କୋଟି ୪୪ଲକ୍ଷ ଟଙ୍କାର ଟସର ପଡ଼ିରହିଛି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭିଡ଼ିଓ ଭାଇରାଲ ହେବାପରେ ଧରାପଡିଲେ ଇତିହାସ ଅଧ୍ୟାପକ
Next Post Next post:
ପର କଳିରେ ମୁଣ୍ଡ ପୁରାଇ ଗଲା ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts