E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଝାରସୁଗୁଡ଼ା, ରାଜ୍ୟ

ଯୁବକଙ୍କୁ ହତ୍ୟା ପରେ ଇବ୍‌ନଦୀରେ ଭସାଇ ଦେଲେ
10:42 pmJune 26, 2021June 27, 2021

ଝାରସୁଗୁଡ଼ା ଅଫିସ,୨୬ା୬: ଝାରସୁଗୁଡ଼ା ସଦର ଥାନା ଲହଣ୍ଡାବୁଡ ନିକଟ ଇବ୍‌ନଦୀରେ ଭାସୁଥିବା ଜଣେ ଅଜଣା ଯୁବକଙ୍କ ମୃତଦେହକୁ ଅଗ୍ନିଶମ ବିଭାଗ ଶନିବାର ଉଦ୍ଧାର କରିଛି ା ମୃତଦେହକୁ ସଦର ଥାନା ପୋଲିସ ଜବତ କରି ରବିବାର ବ୍ୟବଚ୍ଛେଦ ପାଇଁ ପଠାଇବ ବୋଲି ଜଣାପଡିଛି। ଏ ନେଇ ଥାନାରେ ଅପମୃତ୍ୟୁ ମାମଲା (ନଂ୧୧/୨୧) ରୁଜୁ ହୋଇଛି। ଯୁବକଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ଥିବାରୁ ତାଙ୍କୁ କେହି ହତ୍ୟାକରି ନଦୀରେ ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି। ମୃତଦେହ ନଦୀପାଣିରେ ଭାସିଆସି ଲହଣ୍ଡାବୁଡ କୂଳରେ ଲାଗିଥିବା ନେଇ ସ୍ଥାନୀୟ ଲୋକେ ପୋଲିସକୁ ଜଣାଇଥିଲେ। ସଦର ଥାନା ଆଇଆଇସି ସୁଚିସ୍ମିତା ମହାନ୍ତି ଓ ଝାରସୁଗୁଡା ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ ଏହାକୁ ଉଦ୍ଧାର କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଝାରସୁଗୁଡ଼ା, ରାଜ୍ୟ View All

ଅନ୍‌ଲକ୍‌ ପାଇଁ ଫିଟୁଛି ବାଟ: ଗଞ୍ଜାମରେ ୫୦୦ ତଳେ କରୋନା ଆକ୍ଟିଭ କେସ୍‌

ଛତ୍ରପୁର,୧୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମ୍‌ ହେବାରେ ଲାଗିଛି। ଏବେ ଗଞ୍ଜାମ ଗ୍ରୀନ୍‌ ଜୋନ୍‌ରେ ରହିଛି। ଜିଲାରେ ଏବେ ୫୦୦ ତଳେ...

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୧୨୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

ନକଲି ଡାକ୍ତରଙ୍କ ଚିକିତ୍ସାରେ ୨ ମୃତ୍ୟୁ ଅଭିଯୋଗ

ମହାକାଳପଡ଼ା,୪।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳରେ ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ସୁନୀତି ପଞ୍ଚାୟତ ଓ କେବୀ ଦାଣ୍ଡୁଆ ପଞ୍ଚାୟତ...

ସୋସିଆଲ ମିଡ଼ିଆରେ ଅମ୍ରିତଙ୍କ ପାଇଁ ଚାଲିଛି ପାଣ୍ଠି ସଂଗ୍ରହ

ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସିତ ଜଣେ ଗୁରୁତର ରୋଗୀଙ୍କୁ ଗୁରୁବାର ଗ୍ରୀନ କରିଡରେ ଭୁବନେଶ୍ୱର ବିମାନବନ୍ଦରକୁ ଅଣାଯାଇଥିଲା। ସେ ହେଲେ ବ୍ରହ୍ମପୁରର ଅମ୍ରିତ ପ୍ରଧାନ।...

ନୂଆ ରୂପ ନେବ କୋଇଲା ନଗରୀ

ଅନୁଗୋଳ ଅଫିସ, ୯ା୬ ଅମିତ କୁମାର ସାମଲ  – କଳାହୀରାର ସହର ତାଳଚେରର ହେବ ନବକଳେବର। ନୂଆରୂପ ପାଇବ କୋଇଲା ନଗରୀ। ଆଖି ଝଲସାଇଦେଲା ଭଳି...

ୟୁଟ୍ୟୁବ୍‌ରେ ପ୍ରଥମରୁ ଦଶମ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହୋଇଛି। ୟୁଟ୍ୟୁବ୍‌ ମାଧ୍ୟମରେ ଶିକ୍ଷାଦାନ କରାଯାଉଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସକାଳ...

ଦ୍ୱିତୀୟ ଲହରରେ ଗଞ୍ଜାମରୁ ୩୯ ଜଣଙ୍କ ମୁଣ୍ଡ ନେଲାଣି କରୋନା

ଛତ୍ରପୁର,୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରୁ ୩୯ ଜଣଙ୍କ ଜୀବନ...

ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ୨ବର୍ଷର ଶିଶୁ ପୁତ୍ର ଗୁରୁତର

ମହାକାଳପଡ଼ା,୨୬।୬(ଡି.ଏନ୍‌.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନ ଜମ୍ବୁ ପଞ୍ଚାୟତରେ ଏକ କରୁଣ ଦୃଶ୍ୟ ସାମ୍ନାକୁ ଆସିଛି। ମା’ ମୃତଦେହ ପାଖରେ ପଡ଼ିରହିଛି ଗୁରୁତର ଶିଶୁପୁତ୍ର।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପର କଳିରେ ମୁଣ୍ଡ ପୁରାଇ ଗଲା ଜୀବନ
Next Post Next post:
ଯୁକ୍ତିତର୍କରୁ ଭୁଜାଲି ଚୋଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts