E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inରାଜ୍ୟ

ଯୁକ୍ତିତର୍କରୁ ଭୁଜାଲି ଚୋଟ
10:46 pmJune 26, 2021June 27, 2021

କେନ୍ଦୁଝର, ୨୬ା୬: ସାମାନ୍ୟ ବଚସାରୁ ସ୍ବାମୀଙ୍କ ଭୁଜାଲି ଚୋଟରେ ଚାଲିଯାଇଛି ସ୍ତ୍ରୀଙ୍କ ଜୀବନ। କେନ୍ଦୁଝର ସଦର ଥାନା ଅଧୀନ ହାଣ୍ଡିଭଙ୍ଗା ଗ୍ରାମରେ ଶନିବାର ସନ୍ଧ୍ୟାରେ ଘଟିଛି ଏଭଳି ଘଟଣା। ମୃତକ ମହିଳାଙ୍କ ନାମ ସରସ୍ବତୀ ବାରିକ। ଅଭିଯୁକ୍ତ ସ୍ବାମୀ ଜିତେଶ ବାରିକଙ୍କୁ ଅଟକ ରଖି ପଚରାଉଚୁରା କରୁଛି ପୋଲିସ ା

ଜିତେଶ ସ୍ଥାନୀୟ ଆମୁଣୀ ଗ୍ରାମ ଛକରେ ସେଲୁନ କରି ପରିବାର ପ୍ରତିପୋଷଣ କରନ୍ତି। ତାଙ୍କର ପ୍ରେମ ବିବାହ ହୋଇଥିଲା। ପୂର୍ବରୁ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ କଳହ ଲାଗି ରହୁଥିଲା। କିଛି ଦିନ ପୂର୍ବେ ସରସ୍ବତୀ ଜଂଘିରାସ୍ଥିତ ବାପଘରକୁ ଚାଲିଯାଇଥିଲେ। ଗତ ଗୁରୁବାର ସ୍ତ୍ରୀଙ୍କୁ ବୁଝାଶୁଝା କରି ଜିତେଶ ଘରକୁ ଆଣିଥିଲେ। ଶନିବାର ପୁଣି କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଜିତେଶ ଉତ୍ତ୍ୟକ୍ତ ହୋଇ ଏକ ଭୁଜାଲିରେ ସରସ୍ବତୀଙ୍କୁ ହାଣି ପକାଇଥିଲେ। ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ପରିବାର ଲୋକେ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାକୁ ଆଣିଥିଲେ। ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ପୋଲିସ ଘଟଣାରେ ତଦନ୍ତ ଜାରି ରଖିଛି।


[mc4wp_form id="252536"] All Right Reserved By Dharitri.Com

Posted inରାଜ୍ୟ View All

ଇ-ବର୍ଜ୍ୟବସ୍ତୁରେ ସୁଉଚ୍ଚ ରୋବଟ

ଭୁବନେଶ୍ୱର(ବ୍ୟୁରୋ)/ବ୍ରହ୍ମପୁର ଅଫିସ୍‌, ୬।୬ରାଜ୍ୟର ବିଭିନ୍ନ ସହରରେ ଇ-ବର୍ଜ୍ୟବସ୍ତୁର ବୋଝ ଦିନକୁ ଦିନ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ଆଇଟିଆଇର ଦକ୍ଷ ପ୍ରଫେଶନାଲ ଏନେଇ ଉଦ୍‌ବେଗ ପ୍ରକାଶ କରିବା...

ବଜ୍ରପାତ ନେଲା ୨ ଚାଷୀଙ୍କ ଜୀବନ

ପାଟଣା,୨୧।୬: କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମରେ ସୋମବାର ବଜ୍ରପାତ ଘଟି ୨ ଚାଷୀଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ ତଳି...

ଜୁନ୍‌ ଶେଷରେ ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଜୁନ୍‌ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏଥିପାଇଁ ଜୋର୍‌ସୋରରେ ମୂଲ୍ୟାୟନ ଚାଲିଛି। ଆସନ୍ତା ୧୭ ତାରିଖରୁ  ନବମ ଓ ଦଶମ ଶ୍ରେଣୀ...

ସେଲ୍‌ଫି ନିଶା ନେଲା ୨ ଯୁବକଙ୍କ ଜୀବନ

ରାଜଗାଙ୍ଗପୁର,୬।୬: ସେଲ୍‌ଫି ନେବା କାଳ ହୋଇଛି। ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କାଂଶବାହାଲ ଡ୍ୟାମ୍‌ରେ ଖସିପଡ଼ି ରବିବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ...

୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍‌ସୋ କୋର୍ଟ

ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍‌ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍‌ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର...

ଓଡ଼ିଶାରେ ବି ପାଳନ ହେଉନି ନିୟମ

ଭୁବନେଶ୍ୱର(ବ୍ୟୁରୋ),୧୪ା୬: ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ସାଢ଼େ ୮ଲକ୍ଷରୁ ଊର୍ଦ୍ଧ୍ୱ ଲୋକ କରୋନାରେ ସଂକ୍ରମିତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ପ୍ରାୟ ୮ ଲକ୍ଷ ସୁସ୍ଥ ହୋଇ ଘରକୁ...

କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏସ୍‌ଓପି ଜାରି ସହ ଭିତ୍ତିଭୂମି ପ୍ରସ୍ତୁତି ରହିଛି ବୋଲି ଡିଏମ୍‌ଇଟି ସିବିକେ ମହାନ୍ତି...

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୧୨୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଯୁବକଙ୍କୁ ହତ୍ୟା ପରେ ଇବ୍‌ନଦୀରେ ଭସାଇ ଦେଲେ
Next Post Next post:
ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ଚାଲିଗଲା ମହିଳାଙ୍କ ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts