E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

‘ଅନୁମତି ଦିଅ ନ ହେଲେ ଚାଷୀଙ୍କୁ ଜେଲ୍‌ ପଠାଅ’
11:03 pmJune 26, 2021June 27, 2021

ନୂଆଦିଲ୍ଲୀ,୨୬।୬: କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ଶନିବାର ୭ ମାସ ପୂରଣ ହୋଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଚାଷୀ ବିଭିନ୍ନ ରାଜ୍ୟର ରାଜଭବନ ଘେରାଉ କରିବା ସହ ରାଜ୍ୟପାଳଙ୍କୁ ସ୍ମାରକପତ୍ର ଦେବାକୁ ଉଦ୍ୟମ କରିଥିଲେ। ଦିଲ୍ଲୀରେ ୟୁଧବୀର ସିଂଙ୍କ ନେତୃତ୍ୱରେ ଚାଷୀମାନେ ଉପରାଜ୍ୟପାଳ(ଏଲ୍‌ଜି) ଅନିଲ ବୈଜଲଙ୍କୁ ସାକ୍ଷାତ୍‌ କରିବାକୁ ଚାହିଁଥିଲେ ହେଁ ଅନୁମତି ଦିଆଯାଇ ନ ଥିଲା। ଚାଷୀମାନଙ୍କୁ ଉପରାଜ୍ୟପାଳଙ୍କୁ ଭେଟିବା ପାଇଁ ଅନୁମତି ଦିଅ, ନଚେତ୍‌ ତିହାର ଜେଲ୍‌ ପଠାଅ ବୋଲି ଭାରତୀୟ କିଷାନ ୟୁନିୟନ ନେତା ରାକେଶ ଟିକାଏତ୍‌ ଆହ୍ବାନ ଦେଇଛନ୍ତି। ଏହାପରେ ଟିକାଏତ୍‌ ଗାଜିପୁର ସୀମାରେ ଏକ ସଭା କରିଥିଲେ।

ପଞ୍ଜାବ, ହରିୟାଣା ଚାଷୀ ରାଜଭବନ ଅଭିମୁଖେ ବିକ୍ଷୋଭ ଶୋଭାଯାତ୍ରା ବାହାର କରିଥିଲେ। ସେମାନେ ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ଦେଇଥାନ୍ତେ। ଚଣ୍ଡିଗଡ଼-ମୋହାଲି ସୀମାରେ ଚାଷୀମାନେ ବାରିକେଡ୍‌ ଭାଙ୍ଗି ଆଗକୁ ବଢ଼ିବାକୁ ଉଦ୍ୟମ କଲା ବେଳେ ପୋଲିସ ସେମାନଙ୍କୁ ଘଉଡ଼ାଇବା ପାଇଁ ପାଣି ମାଡ଼ କରିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ପୁଣି ବିପଦ, ବ୍ୟାପିଲା ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌, ସ୍ବତନ୍ତ୍ର ନିର୍ଦ୍ଦେଶ ଜାରି କଲେ ମୁଖ୍ୟମନ୍ତ୍ରୀ…

ଲକ୍ଷ୍ନୌ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଯୋଗୁ ପୁଣି ବିପଦ...

ଲକ୍ଷ୍ୟ କେତେ ଦୂର

ନୂଆଦିଲ୍ଲୀ/ କୋଲକାତା,୩ା୬: ୨୦୨୧ ଡିସେମ୍ବର ସୁଦ୍ଧା କେନ୍ଦ୍ର ସରକାର ୧୦୦ କୋଟି ଭାରତୀୟଙ୍କୁ ଟିକା ଦେବା ପାଇଁ ସ୍ଥିର କରିଛନ୍ତି। ତେବେ ବର୍ତ୍ତମାନର ମନ୍ଥର ଟିକାକରଣକୁ...

ପୂର୍ବତନ ଗୃହମନ୍ତ୍ରୀଙ୍କ ଘରେ ଇଡିର ଚଢ଼ାଉ

ମୁମ୍ବାଇ,୨୫।୬: ପଦ ଛାଡ଼ିବା ପରେ ବି ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ବିବାଦ ଥମିବାର ନା ନେଉନି। ଶୁକ୍ରବାର ଅନୀଲ ଦେଶମୁଖଙ୍କ ବାସଭବନରେ ପ୍ରବର୍ତ୍ତନ...

ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷର ସ୍ବାସ୍ଥ୍ୟ ବୀମା: ବିଶେଷଜ୍ଞ କମିଟି ପକ୍ଷରୁ ପ୍ରସ୍ତାବ…

ବେଙ୍ଗାଲୁରୁ,୨୧।୬: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ଘନେଇ ଆସୁଛି। ଏପରିସ୍ଥଳେ ସ୍କୁଲ ଖୋଲାଯିବା ନେଇ ମଧ୍ୟ ଯୋଜନା କରାଯାଉଛି। ତେବେ ସ୍କୁଲ ଛାତ୍ରୀଛାତ୍ରଙ୍କ...

ଗପରେ ଏମିତି ମଜ୍ଜିଗଲେ ଯେ ଟିକା ନ ଭରି ଖାଲି ଇଞ୍ଜେକଶନ ଫୋଡ଼ିଦେଲେ ନର୍ସ; ଭିଡିଓ ଭାଇରାଲ ପରେ…

ଛପରା,୨୫।୬: ମହାମାରୀ କରୋନାର ସଂକ୍ରମଣକୁ ରୋକିବା ଲାଗି ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ଏଭଳି ସ୍ଥିତିରେ ଅନେକ ସ୍ଥାନରୁ ଅବହେଳାର ଘଟଣା ସାମ୍ନାକୁ ଆସୁଛି। ସେହି କ୍ରମରେ...

ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳିଲେ ଚାଷୀ

ନୂଆଦିଲ୍ଲୀ,୬।୬: କେନ୍ଦ୍ରର କୃଷି ଆଇନ ବିରୋଧରେ ଦୀର୍ଘଦିନ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀ ଶନିବାରଦେଶବ୍ୟାପୀ ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳନ କରିଛନ୍ତି। ସେମାନେ ଭାଜପା ଏମ୍‌ପି...

ବୋହୂଙ୍କୁ ଜାଣିଶୁଣି ମାଡ଼ି ବସିଲେ କରୋନା ଆକ୍ରାନ୍ତ ଶାଶୁ

ହାଇଦ୍ରାବାଦ,୬।୬ : କୋଭିଡ୍‌-୧୯ରେ ଆକ୍ରାନ୍ତ ହେବା ପରେ ଜଣେ ବୃଦ୍ଧା ଘରେ ଆଇସୋଲେଶନରେ ରହି ରହି ବିରକ୍ତ ହୋଇଯାଇଥିଲେ। ନିୟମ ଅନୁସାରେ ସମାଜିକ ଦୂରତା ପାଳନ...

ତଥ୍ୟ ଦେଲେ ୮୦୦ ଓଟିଟି ପ୍ଲାଟଫର୍ମ

ନୂଆଦିଲ୍ଲୀ, ୧୪।୬: ଭିଡିଓ ଷ୍ଟ୍ରିମିଂ ସେବା ପ୍ରଦାନକାରୀ ନେଟ୍‌ଫ୍ଲିକ୍ସ, ହଟ୍‌ଷ୍ଟାର ଭଳି ୮୦୦ରୁ ଊର୍ଦ୍ଧ୍ୱ ଓଭର ଦି ଟପ୍‌ (ଓଟିଟି) ପ୍ଲାଟଫର୍ମ ଏବଂ ଡିଜିଟାଲ ନ୍ୟୁଜ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ଚାଲିଗଲା ମହିଳାଙ୍କ ଜୀବନ
Next Post Next post:
୨ ଦିନ ବର୍ଷା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts