E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ଅନ୍‌ଲାଇନରେ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ
9:11 amJune 28, 2021June 28, 2021

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): କରୋନା ମହାମାରୀ ଯୋଗୁ ଗଞ୍ଜାମରେ ଜିଲାପାଳଙ୍କ ଜନସାଧାରଣ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା। ତେବେ ସୋମବାରଠାରୁ ପୁଣି ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି। ମୋ ନିବେଦନ ପ୍ଲାଟଫର୍ମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅନ୍‌ଲାଇନରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରଙ୍ଗେଈଲୁଣ୍ଡା ବ୍ଲକର ପଞ୍ଚୟତ ସ୍ତରୀୟ ଅଭିଯୋଗ ଶୁଣାଣି ପାଇଁ ଯୋଡି ହୋଇଥିଲେ। ଜନସାଧାରଣ ସେମାନଙ୍କ ସମସ୍ୟା ଓ ଅଭିଯୋଗ (ଭିସି) ଜରିଆରେ ଜିଲାପାଳଙ୍କୁ ଜଣାଇଥିଲେ। ଏହି ସମୟରେ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଉତ୍ତର ଦେଇଥିଲେ। ଏଣିକି ପ୍ରତି ସୋମବାର ଜିଲା ସ୍ତରରେ ଓ ଶନିବାର ବ୍ଲକ ସ୍ତରରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ହେବ ବୋଲି ଜିଲାପାଳ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

ଓଡ଼ିଶା ତଟକୁ ସୁରକ୍ଷା ଦେବ ବନାନୀ

କେନ୍ଦ୍ରାପଡ଼ା ଅଫିସ,୭।୬: ଜାତୀୟ ଉଦ୍ୟାନ ଭିତରକନିକା ନିକଟରେ ମେ’ ୨୬ରେ ହୋଇଥିବା ସାମୁଦ୍ରିକ ଝଡ଼ ୟାସ୍‌ର ବେଗ ଘଣ୍ଟା ପ୍ରତି ୧୪୫ କି.ମି.ରୁ ଅଧିକ ଥିଲା।...

ଅଗ୍ନିକାଣ୍ଡରେ ଜଳିଗଲା କ୍ୟାବିନ: ସାମଗ୍ରୀ ପୋଡ଼ି ପାଉଁଶ

ପାଟଣା,୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ଛକରେ ଥିବା ଏକ ପାନ ଦୋକାନ କ୍ୟାବିନରେ ଶନିବାର ସକାଳୁ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ଅନେକ...

ବଚସାରୁ ହତ୍ୟା

ସମ୍ବଲପୁର,୧୦ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଜାତୀୟ ରାଜପଥ କଡରେ ଥିବା ପଞ୍ଚମୁଖି ଢ଼ାବାରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଢ଼ାବା କର୍ମଚାରୀଙ୍କୁ...

ଗଞ୍ଜାମକୁ ଡରାଉଛି କରୋନା ମୃତ୍ୟୁ: ପୁଣି ଗଲା ୨ ଯୁବକଙ୍କ ଜୀବନ

ଛତ୍ରପୁର,୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ଏପରିକି ଗଞ୍ଜାମ ଗ୍ରୀନ ଜୋନ୍‌ରେ ରହିଛି ଅପରପକ୍ଷରେ କରୋନା ଜନିତ...

ଧରିତ୍ରୀ ପ୍ରଭାବ: ରାସ୍ତା ମଝିର ଗର୍ତ୍ତ ପୋତାଗଲା

ଅସ୍ତରଙ୍ଗ, ୧୪ା୬(ଡି.ଏନ୍‌.ଏ.): ଅସ୍ତରଙ୍ଗ- ନୂଆଗଡ ରାସ୍ତା ମଝିରେ ସୃଷ୍ଟି ହୋଇଥିବା ଏକ ବଡ଼ ଗର୍ତ୍ତକୁ ନେଇ ରବିବାର ଖବର ପ୍ରକାଶ ପାଇବା ପରେ ପୂର୍ତ୍ତ ବିଭାଗ...

କିସ୍ତି ଶୁଝିବା ଚିନ୍ତାରେ ଋଣଗ୍ରହୀତା

ପୁରୀ ଅଫିସ,୧ା୬: କିସ୍ତି ଟଙ୍କା ଦେବା ପାଇଁ ଋଣ ଗ୍ରହୀତାମାନେ ଚାପରେ ପଡ଼ି ନୟାନ୍ତ ହେଲେଣି। ଋଣ ଆଦାୟ ପାଇଁ କ୍ଷୁଦ୍ର ଅର୍ଥଲଗାଣକାରୀ ସଂସ୍ଥା ଓ...

ଗ୍ରାହକ ସାଜି ନେଇଗଲେ ସୁନା ହାର

ସୋର,୨୫।୬: ବାଲେଶ୍ୱର ଜିଲା ସୋର ଥାନା ବଡ଼ଖୁରି ଛକରେ ଥିବା ଏକ ଜୁଏଲାରୀ ଦୋକାନରୁ ସୁନା ଅଳଙ୍କାର ଲୁଟ ହୋଇଛି । ଗ୍ରାହକ ବେଶରେ ଆସି...

କରୋନାରେ ଚାଲିଗଲେ ଆଉ ଜଣେ ଡାକ୍ତର

ସୋହେଲା,୨୦ା୬(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଡୁମ୍ବେରପାଲି ଗ୍ରାମର ଡାକ୍ତର ପ୍ରଫୁଲ କୁମାର ବାରିକ(୫୧)ଙ୍କ ରବିବାର ଦେହାନ୍ତ ହୋଇଯାଇଛି। ସେ କରୋନାରେ ଆକ୍ରାନ୍ତ ହୋଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବଙ୍ଗ ନବାବମହଲ ଅଳଙ୍କାରରେ କୁଳତୁଙ୍ଗମାଢ଼
Next Post Next post:
ଘରେ ଶୋଇଥିବାବେଳେ କଳାକନା ବୁଲାଇଲେ ଦୁର୍ବୃତ୍ତ

Leave a comment

Cancel reply

Your email address will not be published. Required fields are marked *

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts