E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ଘରେ ଶୋଇଥିବାବେଳେ କଳାକନା ବୁଲାଇଲେ ଦୁର୍ବୃତ୍ତ
9:13 amJune 28, 2021June 28, 2021

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ ରାତିରେ କଳକନା ବୁଲାଇଛନ୍ତି ଦୁର୍ବୃତ୍ତ । ବୃନ୍ଦାବନ ଓ ତାଙ୍କ ସ୍ତ୍ରୀ ସୁନିତା ଘରେ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ଘରର ପଛପଟେ ଆସି ୨୦ ଭରି ସୁନା, ୧୦ ଭରି ରୁପା ଏବଂ ୧୫ ହଜାର ଟଙ୍କା ଚୋରି କରି ନେଇଯାଇଥିବା ଅଭିଯୋଗ ହୋଇଛି । ଏପରିକି ଚୋରମାନେ ଫ୍ରିଜରେ ଥିବା ପାଣି ବୋତଲ ଆଣି ପିଇବା ସହ ବିଭିନ୍ନ କାଗଜପତ୍ର ସହ ଦୁଇଟି ଭ୍ୟାନିଟି ବ୍ୟାଗ ନେଇ ବାଡ଼ି ପଟେ ଭିଙ୍ଗି ଦେଇ ଚାଲିଯାଇଛନ୍ତି। ସକାଳୁ ଉଠି ପରିବାର ଲୋକ ଏହା ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ। ଖବରପାଇ ଗଞ୍ଜାମ ଅତିରିକ୍ତ ଏସ୍‌ପି ଠାକୁର ପ୍ରସାଦ ପାତ୍ର, ଏସ୍‌ଡିପିଓ ଗୈାତମ କିଷାନ, ଗଞ୍ଜାମ ଓ ଛତ୍ରପୁର ଥାନା ଅଧିକାରୀ, ସାଇଣ୍ଟିଫିକ୍‌ ଟିମ ଓ ସନ୍ଧାନୀ କୁକୁର ପହଞ୍ଚି ଖୋଲତାଡ ଆରମ୍ଭ କରିଛନ୍ତି । ପୋଲିସ ବିଭିନ୍ନ ସ୍ଥାନରୁ ସିସି ଟିଭି ଫୁଟେଜ ମଧ୍ୟ ଯାଞ୍ଚ କରୁଛି ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ,୨ା୬: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ଖଳା ଚଳଚଞ୍ଚଳ ହୋଇଉଠିଛି। ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଶ୍ରୀକ୍ଷେତ୍ର ଭଉଁରୀ। ଏଥିପାଇଁ ରଥଖଳା ଓ ନରେନ୍ଦ୍ର...

ଦେହରେ କିରୋସିନି ଢାଳି କର୍ମଚାରୀଙ୍କ ଆତ୍ମାହୂତି ଉଦ୍ୟମ

ବାସୁଦେବପୁର,୨୬ା୬(ଡି.ଏନ୍‌.ଏ.): ଦୀର୍ଘ ୫ ବର୍ଷ ଧରି ଦରମା ମିଳି ନ ଥିବାରୁ ଜଳ ସେଚନ ବିଭାଗର ଜଣେ ଠିକା କର୍ମଚାରୀ ଶନିବାର ଆତ୍ମାହୂତି ଉଦ୍ୟମ କରିଛନ୍ତି।...

ମା’ ସହ ନାବାଳିକାଙ୍କୁ ଗାଁ ରାସ୍ତାରେ ଘୋଷାରି ନିସ୍ତୁକ ପିଟିଲେ

ଦିଗପହଣ୍ଡି,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ମା’ ଏବଂ ତାଙ୍କ ନାବାଳିକା ଝିଅଙ୍କୁ ଆକାଶ ଗୌଡ ନାମକ ଜଣେ ଯୁବକ ରାସ୍ତାରେ...

ପଦୋନ୍ନତିକୁ ହଁ, ବଦଳିକୁ ନା

କଟକ ଅଫିସ,୨୮।୬: କଟକ କମିଶନରେଟ ପୋଲିସର ପଦୋନ୍ନତି ଓ ବଦଳିରେ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି। କମିଶନରେଟ ପୋଲିସରେ କାର୍ଯ୍ୟରତ ଅଧିକାରୀଙ୍କ କଟକ ପ୍ରୀତି ଛାଡୁ ନାହିଁ।...

ରାତିରେ ଘରେ ଶୋଇଥିଲେ, ଏପଟେ ଲାଗିଗଲା ନିଆଁ

ଆରଡ଼ି,୧୩।୬(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓଳଗ ପଞ୍ଚାୟତର ବୋଡକ ଗାଁରେ ୩ ଭାଇଙ୍କର ୪ ବଖରା ଘର ଶନିବାର ବିଳମ୍ବିତ ରାତିରେ ସଂପୂର୍ଣ୍ଣ...

ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର

କାଶୀନଗର,୧୮ା୬: ଗଜପତି ଜିଲା କାଶୀନଗର ବ୍ଲକ ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହାର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...

ବାଡେଇ ବାଡେଇ ଥାନାରେ ଛାଡିଲେ

ଭଦ୍ରକ ଅଫିସ, ୨୦।୬: ଏଟିଏମ୍‌ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା।...

ସିଏସ୍‌ଓ ଅଫିସରେ ଗଜାଧାନ ଗଦାଇଲେ ଚାଷୀ

ବରଗଡ଼ ଅଫିସ,୧୪।୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକ ମାସରୁ ଊର୍ଦ୍ଧ୍ବ ସମୟ ବିତି ଗଲାଣି। ମାତ୍ର ଧାନ କିଣାବିକା ସମସ୍ୟା ଅସମାହିତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅନ୍‌ଲାଇନରେ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ
Next Post Next post:
ଶତ୍ରୁତାକୁ ନେଇ ପୋଲ ତଳକୁ ଠେଲିଦେଇଥିଲେ

Leave a comment

Cancel reply

Your email address will not be published. Required fields are marked *

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts