E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଦେବଗଡ଼

ଶତ୍ରୁତାକୁ ନେଇ ପୋଲ ତଳକୁ ଠେଲିଦେଇଥିଲେ
9:28 amJune 28, 2021June 28, 2021

ଦେବଗଡ଼,୨୮ା୫: ଦେବଗଡ଼ ଥାନା ଅଧୀନ ଶୁଳିଆ ପୋଲତଳୁ ମୁମୂର୍ଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ୨୩ ତାରିଖରେ ଉଦ୍ଧାର କରାଯାଇଥିଲା। ପରେ ତାଙ୍କର ମୃତ୍ୟୁ ଘଟିଥିଲା। ସେ ହେଲେ ରିଆମାଳ ଥାନା ଧଉରାଗୋଠ ଗ୍ରାମର ଉପେନ୍ଦ୍ର ବେହେରା। ଏ ନେଇ ମୃତକଙ୍କ ପୁଅ ବାପାଙ୍କୁ ହତ୍ୟା କରାଯାଇଥିବା ନେଇ ଦେବଗଡ଼ ଆଦର୍ଶ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତି କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ତଦନ୍ତ ବେଳେ ଉପେନ୍ଦ୍ରଙ୍କୁ ଛେଳି କିଣାବିକାକୁ ନେଇ ରହିଥିବା ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରିଆମାଳ ଥାନା ଅନ୍ତର୍ଗତ ଗୁଣ୍ଡିଆପାଲି ଗ୍ରାମର ବ୍ରହ୍ମାନନ୍ଦ ବାଘ ପୋଲରୁ ତଳକୁ ଠେଲିଦେଇଥିବା ସ୍ବୀକାର କରିଥିଲେ। ପୋଲିସ ବ୍ରହ୍ମାନନ୍ଦଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କରି ଗିରଫ ପରେ ଶୁକ୍ରବାର କୋର୍ଟ ଚାଲାଣ କରିଛି।


[mc4wp_form id="252536"] All Right Reserved By Dharitri.Com

Posted inଦେବଗଡ଼ View All

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ ବ୍ଲକ ବସାଲଇ ଗ୍ରାମର ମିଲୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଘରେ ଶୋଇଥିବାବେଳେ କଳାକନା ବୁଲାଇଲେ ଦୁର୍ବୃତ୍ତ
Next Post Next post:
ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

Leave a comment

Cancel reply

Your email address will not be published. Required fields are marked *

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts