E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ

ଅତ୍ୟଧିକ କାର୍ଯ୍ୟ ଚାପରେ ଜୀବନ ହାରିଲେ ମହିଳା ଯନ୍ତ୍ରୀ
8:40 pmJune 24, 2021

ଭଞ୍ଜନଗର,୨୪ା୬: ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗରେ କାର୍ଯ୍ୟରତ ମହିଳା ଯନ୍ତ୍ରୀ ଜେ. ଅନିତା(୩୩) ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏଷ୍ଟିମେଟର ଭାବେ କାର୍ଯ୍ୟ କରୁଥିଲେ। ଲଣ୍ଡେଇସାହି ୟୁନିଟ୍‌ ୩ ସ୍ଥିତ ଭଡ଼ାଘରେ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହକୁ ଭଞ୍ଜନଗର ପୋଲିସ ଗୁରୁବାର ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ଅଫିସରେ କାର୍ଯ୍ୟ ଚାପ ଯୋଗୁ ଅନିତା ଆତ୍ମହତ୍ୟା କରିଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି।

ଅନିତାଙ୍କ ବ୍ରହ୍ମପୁର ଅଧୀକ୍ଷଣଯନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଡେପୁଟେଶନରେ ଯିବାର ଥିଲା। ଆସନ୍ତା ୧ ତାରିଖରେ ସେ ବ୍ରହ୍ମପୁର କାର୍ଯ୍ୟାଳୟରେ ଯୋଗ ଦେଇଥାନ୍ତେ। ଗୁରୁବାର ସକାଳେ ଅନିତା ରହୁଥିବା ଭଡ଼ାଘରୁ ଦୁର୍ଗନ୍ଧ ବାହାରିଥିଲା। ଭିତର ପଟୁ କବାଟ ବନ୍ଦ ଥିବାରୁ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ କବାଟ ଭାଙ୍ଗି ଝୁଲନ୍ତା ଅବସ୍ଥାରେ ଅନିତାଙ୍କ ମୃତଦେହ ଜବତ କରିଥିଲା।

ମଙ୍ଗଳବାର ସନ୍ଧ୍ୟାରୁ ଅନିତାଙ୍କୁ କେହି ଦେଖି ନ ଥିଲେ। ବୁଧବାର ତାଙ୍କ ସାନ ଭଉଣୀ ଫୋନ କରିଥିଲେ, ମୋବାଇଲ ସୁଇଚ ଅଫ୍‌ ଥିଲା। ମୃତ୍ୟୁ ଖବର ପାଇ ବ୍ରହ୍ମପୁର ଗଜପତିନଗର ୭ମ ଲାଇନରେ ରହୁଥିବା ତାଙ୍କ ମା’ ବାପା ଓ ଭଉଣୀ ଭଞ୍ଜନଗର ଆସିଥିଲେ। ଝିଅ ଶନିବାର ବ୍ରହ୍ମପୁର ଆସିବାକୁ କହିଥିଲା। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ସେ ଆତ୍ମହତ୍ୟା କରିଥିବା ଯନ୍ତ୍ରୀଙ୍କ ମା’ ଅଭିଯାଗ କରିଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀଯନ୍ତ୍ରୀ ତ୍ରିଲୋଚନ ନାହାକ କହିଛନ୍ତି, ଅଫିସରେ କୌଣସି କାର୍ଯ୍ୟ ଚାପ ନ ଥିଲା। ପାରିବାରିକ ସମସ୍ୟା ଯୋଗୁ ଅନିତା ଘର ପାଖ ବ୍ରହ୍ମପୁରକୁ ବଦଳି ହେବାକୁ ଚାହିଁଥିଲେ। ତେଣୁ ତାଙ୍କୁ ବ୍ରହ୍ମପୁର ଡେପୁଟେଶନରେ ନେବାପାଇଁ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ ବୋଲି ନାହାକ ପ୍ରକାଶ କରିଛନ୍ତି ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All

ସବୁଜ ବଳୟ ଉଜାଡ଼ି ବିପର୍ଯ୍ୟୟକୁ ସାମ୍ନା

ଭୁବନେଶ୍ୱର,୧ା୬(ବ୍ୟୁରୋ): ବିକାଶ ନଁାରେ ରାଜ୍ୟରେ ବୃକ୍ଷସମ୍ପଦକୁ କାଟି ପଦା କରି ଦିଆଯାଉଛି। ଫଳରେ ପରିବେଶ ସନ୍ତୁଳନ ବିଗିଡ଼ିବା ସହ ଜଳବାୟୁର ପ୍ରତିକୂଳ ପରିସ୍ଥିତି ଭୋଗିବାକୁ ପଡୁଛି।...

ଭୋଟର ତାଲିକାରୁ ୩୪ ବାଦ୍‌

ଜଗତ୍‌ସିଂହପୁର ଅଫିସ,୪।୬: ଭୋଟର ତାଲିକାରେ ଭାରତର ପ୍ରତ୍ୟେକ ନାଗରିକଙ୍କୁ ସାମିଲ କରିବା ପାଇଁ ପ୍ରତ୍ୟେକ ବର୍ଷ ଉଦ୍ୟମ ହେଉଛି। ଏହା ଭିତରେ ସ୍ପେଶିଆଲ ସମରୀ ରିଭିଜନ୍‌...

ଭିଜିଲାନ୍ସ ହାତରେ ଟିଡିସିସି ମ୍ୟାନେଜର: ୧୯ଲକ୍ଷ ଟଙ୍କା ଜବତ

ସୁନ୍ଦରଗଡ,୨।୬(ଡି.ଏନ.ଏ.): ସୁନ୍ଦରଗଡ ଟିଡିସିସି ଜିଲା ମ୍ୟାନେଜର ଜୟପ୍ରକାଶ ମହାନ୍ତି ବୁଧବାର ସକାଳେ ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ବିଭାଗ ଅଧିକାରୀମାନେ ତାଙ୍କଠାରୁ ୧୯ ଲକ୍ଷ...

୭ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୭ ଜିଲାରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍‌ଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।...

କଟକରୁ ଲମ୍ବିଛି ନକଲି ଔଷଧର ଚେର

ଝାରସୁଗୁଡା ଅଫିସ୍‌,୧୩।୬: ହିମାଞ୍ଚଳ ପ୍ରଦେଶର ମ୍ୟାକ୍ସ ରିଲିଫ୍‌ ହେଲ୍‌ଥ କେୟାର କମ୍ପାନୀର ନକଲି ଔଷଧର ଚରେ କଟକରୁ ଲମ୍ବିଛି ଝାରସୁଗୁଡ଼ା। ଏହା ଜଣାପଡିବା ପରେ ଝାରସୁଗୁଡା...

ଆଇୟୁସିଏନ୍‌ ପୋର୍ଟାଲ୍‌ରେ ‘ପୃଥିବୀ ମନ୍ଥନ’

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଜାତିସଂଘ ସମର୍ଥିତ ସଂସ୍ଥା ଆଇୟୁସିଏନ୍‌ର ପୋର୍ଟାଲ୍‌ରେ ଅରୋମିରା ଏଣ୍ଟରଟେନ୍‌ମେଣ୍ଟର ଭାଇରାଲ୍‌ ମ୍ୟୁଜିକ୍‌ ଭିଡିଓ ‘ପୃଥିବୀ ମନ୍ଥନ’ ସ୍ଥାନ ପାଇଛି। ବିଶ୍ୱ ପରିବେଶ ସୁରକ୍ଷା...

ସଂକ୍ରମଣ ଖସୁଛି, ସଞ୍ଜୀବନୀ ବଢ଼ୁଛି

ଅନୁଗୋଳ ଅଫିସ, ୧୯ା୬ ଅନୁଗୋଳ ଜିଲାରେ ହଠାତ୍‌ ବଢ଼ିଯାଇଥିଲା କରୋନା ସଂକ୍ରମଣ। ପ୍ରଶାସନର ପୂର୍ବ ପ୍ରସ୍ତୁତି ସତ୍ତ୍ୱେ ନିୟନ୍ତ୍ରଣରେ ନ ଥିଲା ପରିସ୍ଥିତି। ଏପରି କି...

ଶ୍ରୀମନ୍ଦିର ପାଇଁ ପଞ୍ଚବାର୍ଷିକ ଯୋଜନା: ମରାମତି ହେବ ପାର୍ଶ୍ୱ ଦେବଦେବୀ ମନ୍ଦିର

ପୁରୀ ଅଫିସ,୪।୬: ଶ୍ରୀମନ୍ଦିର ପରିସରରେ ଥିବା ପାର୍ଶ୍ୱ ଦେବଦେବୀ ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍‌ଆଇ)କୁ ମନ୍ଦିର ପ୍ରଶାସନ ଅବଗତ କରାଇବା ସତ୍ତ୍ୱେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଇପିଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ
Next Post Next post:
ଓଡ଼ିଶା: ଆଜିର ଫଟୋ (ଜୁନ ୨୪, ୨୦୨୧)

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts